Posted inଖେଳ

ଏହି ବିସ୍ଫୋରକ କ୍ରିକେଟର୍‌ଙ୍କୁ ବ୍ୟକ୍ତିଗତ ମେସେଜ୍‌ କଲେ ମୋଦି

ନୂଆଦିଲ୍ଲୀ,୨୬।୧: ୱେଷ୍ଟଇଣ୍ଡିଜର ବିସ୍ଫୋରକ ଓପନର୍‌ କ୍ରିସ ଗେଲ ୭୩ ତମ ସାଧାରଣତନ୍ତ୍ର ଦିବସ ଅବସରରେ ସମସ୍ତ ଭାରତୀୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ସେ କହିଛନ୍ତି, ଏହି ଦିନ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏକ ସ୍ବତନ୍ତ୍ର ବାର୍ତ୍ତା ଦେଇ ତାଙ୍କ ଦିନକୁ ସ୍ବତନ୍ତ୍ର କରିଛନ୍ତି। ୪୨ ବର୍ଷୀୟ ଗେଲ ଏପର୍ଯ୍ୟନ୍ତ ଅବସର ଘୋଷଣା କରିନାହାଁନ୍ତି, କିନ୍ତୁ ସେ ୱେଷ୍ଟଇଣ୍ଡିଜ ଦଳରୁ ବାଦ୍‌ ପଡିଛନ୍ତି। ସେ ଆଇପିଏଲ ୨୦୨୨ ମେଗା ନିଲାମ ପାଇଁ ମଧ୍ୟ ପଞ୍ଜୀକୃତ କରିନାହାଁନ୍ତି।
ଗେଲ ଟୁଇଟରରେ ଲେଖିଛନ୍ତି, ମୁଁ ଭାରତୀୟମାନଙ୍କୁ ୭୩ତମ ସାଧାରଣତନ୍ତ୍ର ଦିବସରେ ଅଭିନନ୍ଦନ ଜଣାଉଛି। ମୋର ଦିନ ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟକ୍ତିଗତ ବାର୍ତ୍ତା ସହିତ ଆରମ୍ଭ ହୋଇଥିଲା। ମୁଁ ତାଙ୍କ ସହ ଏବଂ ଭାରତର ଲୋକଙ୍କ ସହ ମୋର ଘନିଷ୍ଠ ସମ୍ପର୍କକୁ ନିଶ୍ଚିତ କରିବାକୁ ଚାହୁଁଛି। ଅଭିନନ୍ଦନ ଏବଂ ୟୁନିଭର୍ସ ବସଙ୍କ ପକ୍ଷରୁ ଢେର୍‌ ସାରା ଭଲପାଇବା।
ଗେଲ ଭାରତରେ ବହୁତ ଲୋକପ୍ରିୟ। ସେ ଇଣ୍ଡିଆନ ପ୍ରିମିୟର ଲିଗରେ ନିଜ ବ୍ୟାଟିଂ ସହିତ ଭାରତରେ ଅନେକ ପ୍ରଶଂସକ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri