ରୋଷେଇ କରୁଥିବା ବେଳେ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଦିଗପହଣ୍ଡି,୨୩ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ପଞ୍ଚାୟତ ବାଲିଆ ଗ୍ରାମରେ ରବିବାର ସକାଳେ ଝିଲି ସ୍ବାଇଁ(୩୫) ନାମ୍ନୀ ଜଣେ ମହିଳା ନିଆଁରେ ପୋଡ଼ି ଅର୍ଦ୍ଧଦଗ୍ଧ ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ସ୍ବାମୀଙ୍କ ମୃତ୍ୟୁ ପରେ ମହିଳା ଜଣକ ଘରେ ଏକୁଟିଆ ରହୁଥିଲେ।୨ ପୁଅ ଅନ୍ୟ ରାଜ୍ୟରେ କାମ କରୁଛନ୍ତି। ସକାଳେ ଝିଲି ଘରେ ଗ୍ୟାସ ଚୁଲାରେ ରୋଷେଇ କରୁଥିବା ବେଳେ ଅସାବଧାନତା କାରଣରୁ ପିନ୍ଧା ଲୁଗାରେ ନିଆଁ ଲାଗି ଯାଇଥିଲା। ସାହି ପଡ଼ୋଶୀ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ପରେ ଅଧିକ ଚିକିତ୍ସା ନିମନ୍ତେ ତାଙ୍କୁ କଟକ ବଡ଼ ଡାକ୍ତରଖାନା ବର୍ଣ୍ଣ ଓ୍ବାର୍ଡରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ତାଙ୍କ ଶରୀରର ପ୍ରାୟ ୫୦ ପ୍ରତିଶତ ପୋଡ଼ି ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ବିଧାୟକ ସସପେଣ୍ଡ ପରେ ସୁରଙ୍କ ସାଂଘାତିକ ବୟାନ, ଟେନଶନରେ ମୋହନ

ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି...

ମହୁମାଛି ଆକ୍ରମଣରେ ୩ ଗୁରୁତର

ଲାଞ୍ଜିଗଡ଼ ୨୬ା୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ରେ ମହୁମାଛିଙ୍କ ପ୍ରାଦୁର୍ଭାବ ଦେଖାଦେଇଛି। ସୂଚନାନୁଯାୟୀ, ଲାଞ୍ଜିଗଡ଼ ରୋଡ୍‌ ଶିବମନ୍ଦିର ନିକଟରେ ଏକ ଜଳଖିଆ...

ସିପାହୀ ନିର୍ଯାତନା ଅଭିଯୋଗକୁ ଖଣ୍ଡନ, ୮ମ ବାଟାଲିୟନ କମାଣ୍ଡାଣ୍ଟ କହିଲେ ସମସ୍ତ କର୍ମଚାରୀଙ୍କୁ…

ଗଞ୍ଜାମ,୨୬ା୩(ବିଦ୍ୟାଧର ସାହୁ): ଛତ୍ରପୁର ଅଷ୍ଟମ ବାଟାଲିୟନ କମାଣ୍ଡାଣ୍ଟଙ୍କ ସମେତ କିଛି କର୍ମଚାରୀଙ୍କ ନାମରେ ଅଭିଯୋଗ ଆଣିଛନ୍ତି ସିପାହୀ। ଏନେଇ ସେ ସୋସାଆଲ ମିଡିଆ ମାଧ୍ୟମରେ ନିଜର...

ପ୍ରେସମିଟ୍‌ରେ ନରସିଂହଙ୍କ ବଡ଼ ଖୁଲାସା : ବାଚସ୍ପତିଙ୍କ ନାହିଁ …

ଭୁବନେଶ୍ୱର,୨୬।୩: ବିଧାୟକଙ୍କ ନିଲମ୍ବନକୁ ନେଇ କଂଗ୍ରେସ ପ୍ରେସମିଟ୍‌ କରିଛି। ଘଟଣାକୁ ନିନ୍ଦା କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବରିଷ୍ଠ ନେତା ନରସିଂହ ମିଶ୍ର। ବିଧାନସଭା...

ସସ୍‌ପେଣ୍ଡ ପରେ ଗର୍ଜିଲେ ତାରା, କହିଲେ ବାପାଙ୍କ ଚାକର…

ଭୁବନେଶ୍ୱର,୨୬।୩: ବିଧାନସଭାରୁ ଆସିଛି ବଡ଼ ଖବର। ଗୃହରୁ ନିଲମ୍ବିତ ହୋଇଛନ୍ତି କଂଗ୍ରେସର ସବୁ ବିଧାୟକ। ମଙ୍ଗଳବାର କଂଗ୍ରେସର ୧୨ଜଣ ବିଧାୟକ ନିଲମ୍ବିତ ହୋଇଥିବାବେଳେ ଆଜି ଆଉ...

ପୁଣି ଜଣେ ବିଧାୟକଙ୍କୁ ୭ ଦିନ ପାଇଁ ସସ୍‌ପେଣ୍ଡ୍‌ କଲେ ବାଚସ୍ପତି, କହିଲେ ଦାଗିଦ୍‌ ସତ୍ତ୍ୱେ…

ଭୁବନେଶ୍ୱର,୨୬ା୩: ଏବେ ବିଧାନସଭାରୁ ଖାଲି ବିଧାୟକ ସସ୍‌ପେଣ୍ଡ୍‌ ହେବାରେ ଲାଗିଛନ୍ତି। ମଙ୍ଗଳବାର ବିଧାନସଭାରୁ ୧୨ ଜଣ ବିଧାୟକଙ୍କୁ ସସ୍‌ପେଣ୍ଡ ବା ନିଲମ୍ବନ କରାଯାଇଥିବା ବେଳେ ଆଜି...

ରାଜନୀତିରେ ଚହଳ, ବିଧାନସଭାରୁ ସବୁ କଂଗ୍ରେସ ବିଧାୟକ ନିଲମ୍ବିତ

ଭୁବନେଶ୍ୱର,୨୬।୩: ଧାରଣାରୁ ଉଠି ପୁଣି ଗର୍ଜିଛି କଂଗ୍ରେସ । ପ୍ରତିବାଦବେଳେ ବୁଧବାର ବିଧାନସଭାର ଘେରିଛନ୍ତି ବିରୋଧୀ କଂଗ୍ରେସ । ଖାଲି ସେତିକି ନୁହେଁ ସବୁଠୁ ରୋଚକ...

ମିଶିଗଲେ ବିଜେଡି, କଂଗ୍ରେସ: ଭାଙ୍ଗିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବାଚସ୍ପତିଙ୍କ ବିବୃତି ଦାବି କଲା ବିଜେଡି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ଦାବି କରିଛନ୍ତି। ଏ ନେଇ କକ୍ଷତ୍ୟାଗ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image