୩୫ ଫୁଟ କୂଅରେ ପଡ଼ିଗଲେ ମହିଳା, ପରେ…

ପାଟଣା,୭।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପଶି ପଞ୍ଚାାୟତ କାଶିପୁର ଗ୍ରାମର ଜଣେ ୫୦ବର୍ଷର ମହିଳା କ୍ଷୀରୋଦିନି ମହାନ୍ତ ଶୁକ୍ରବାର ସାରେ ୩୫ ଫୁଟ କୂଅରେ ପଡ଼ିଯାଇଥିଲେ।
ମୁଣ୍ଡ ବୁଲାଇ ଦେବାରୁ ଘର ନିକଟ କୂଅରେ ସେ ଗଳି ପଡ଼ିଥିଲେ। ୩୫ଫୁଟ ତଳକୁ କୂଅରୁ ପାଟଣା ଅଗ୍ନିଶମ ବାହିନୀ ତାଙ୍କୁରାତିରେ ସୁରକ୍ଷିତ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ଉଦ୍ଧାର କାର୍ଯ୍ୟରେ ଅଗ୍ନିଶମ ବିଭାଗର ହାବିଲଦାର ବିଜୟ ନାଏକ, ଅଗ୍ନିକ ତରୁଣ କୁମାର ନାୟକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଶାଳୀଙ୍କୁ ବଳାତ୍କାର କରୁଥିଲେ ଭିଣେଇ, ସେ ଗର୍ଭବତୀ ଥିବା ଜଣାଇବା ପରେ…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଏକ ଗାଁରେ ଅଭାବନୀୟ ଘଟଣା ଘଟିଛି। ୧୦ମ ଶ୍ରେଣୀରେ ପାଠ ପଢୁଥିବା ଜଣେ ନାବାଳିକା...

ବଜ୍ରାପାତରେ ଯୁବକ ଗୁରୁତର

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ୍‌ ଛଣମେରି ପଞ୍ଚାୟତ ପେଣ୍ଡୁରାଖାଳି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରାପାତରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ...

ବଡ଼ ବୟାନ ଦେଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ, ଖୁବଶୀଘ୍ର ଭାରତ କରିବ ଆକ୍ରମଣ

ନୂଆଦିଲ୍ଲୀ,୨୮।୪: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ସୋମବାର କହିଛନ୍ତି ଯେ ଗତ ସପ୍ତାହରେ କାଶ୍ମୀରରେ ପର୍ଯ୍ୟଟକମାନଙ୍କ ଉପରେ ହୋଇଥିବା ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ...

ମା’ ବଡରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଝାଲିଆଗୋଛାକୁ ହରାଇ ଛେଦାଭୂମୀ ଚାମ୍ପିୟନ

ଭଞ୍ଜନଗର,୨୮।୪ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପଞ୍ଚାୟତ ଝାଲିଆଗୋଛା ଠାରେ ଚାଲିଥିବା ମା’ ବଡରାଉଳ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ସୋମବାର...

ଅଶ୍ୱିନଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮ା୪: ଅବସରପ୍ରାପ୍ତ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସୋମବାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ପୂର୍ବତନ ଭାରତୀୟ କ୍ରିକେଟର ଏହି ସମ୍ମାନଜନକ ପୁରସ୍କାର ରାଷ୍ଟ୍ରପତି ଦ୍ରୌପଦୀ...

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ...

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ...

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ ADG ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image