ଅଟୋ ଧକ୍କାରେ ମହିଳାଙ୍କ ଜୀବନ ଗଲା, ୨ ଗୁରୁତର

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ପଙ୍କାଳ ସାହି ଛକରେ ବୁଧବାର ଅପରାହ୍ନ ରେ ଏକ ଅଟୋ ଧକ୍କାରେ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି। ସେ ହେଲେ ବାଲିଆପଟାର ଭାଗ୍ୟ ବିଷୋୟୀ (୫୫)। ଏଥିସହ ଦୁଇଜଣ ଗୁରୁତର ହୋଇଛନ୍ତି। ଆହତମାନେ ହେଲେ ତମାଳ ନାୟକ ଏବଂ ଗୋଲା ଗୌଡ଼। ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ଏଥିସହ ଭାଗ୍ୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ ପଠାଇ ଦେଇଛି।
ଘଟଣାରୁ ପ୍ରକାଶ ଯେ ଭାଗ୍ୟ, ତମାଳ ଏବଂ ଅନ୍ୟ ଜଣେ ଗୋଲା ଗୌଡ଼ ପଙ୍କାଳ ସାହି ଛକରେ ଆଜି ରାସ୍ତା କଡ଼ରେ ଠିଆ ହୋଇଥିଲେ ଅନ୍ୟ କେଉଁଆଡେ ଯିବାକୁ। ଏହି ସମୟରେ ଏକ ଅଟୋ ଦ୍ରୁତ ଗତିରେ ଆସି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ସମ୍ପୃକ୍ତ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ଏଠାରେ ଭାଗ୍ୟ ମୃତ୍ୟୁବରଣ କରିଥିଲେ। ଅନ୍ୟ ଦୁଇଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ଥାନାଧିକାରୀ ଜୀବନାନନ୍ଦ ଜେନା ଘଟଣାର ଅଧିକ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲେ ସାଙ୍ଗ

ଖପ୍ରାଖୋଲ,୨୧।୩: ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅଧୀନ ପୁଟୁଳାମହୁଲ ଗାଁରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସାଙ୍ଗଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛନ୍ତି...

ଜଙ୍ଗଲ ବିନା ପ୍ରାଣୀ ଜଗତ ଅସମ୍ଭବ: ବର୍ତ୍ତମାନର ପିଢି ଆଗାମୀ ପିଢି କଥା ଚିନ୍ତା କରିବାକୁ ପଡିବ

ଭଞ୍ଜନଗର,୨୧୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଶୁକ୍ରବାର ଲାଲସିଂ ନର୍ସରୀ ପରିସରରେ ବନଖଣ୍ଡସ୍ତରୀୟ ବିଶ୍ବ ବନ ଦିବସ ପାଳିତ ହୋଇଯାଇଛି।...

ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୫ ହଜାର ଆଶାୟୀ

ଛତ୍ରପୁର,୨୧ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସ୍ପୋଟର୍‌ସ ଷ୍ଟାଡିଅମରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଥିଲା। ଏଥିରେ ୫ ହଜାର ଆଶାୟୀ...

୩୦ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ସରପଞ୍ଚ

ପରଜଙ୍ଗ,୨୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତର ସରପଞ୍ଚ ମକର ଚାନ୍ଦ ସାହୁ ପଞ୍ଚାୟତର ସିଏଫ୍‌ସି ଫଣ୍ଡ୍‌ ଟଙ୍କା ହଡ଼ପ ଅଭିଯୋଗରେ ବାନ୍ଧିଛି...

୩୦ ଘଣ୍ଟାରୁ ଅଧିକ ସମୟ ହେଲାଣି ୨ ବିଶିଷ୍ଠ ବ୍ୟବସାୟୀ ଘରେ ଚାଲିଛି ଆୟକର ଚଢାଉ

ଗଜପତି,୨୧।୩(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ଦୁଇ ବିଶିଷ୍ଠ ବ୍ୟବସାୟୀ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ପାରଳାଖେମୁଣ୍ଡିର ଦୁଇ...

ବେଆଇନ ହୁକା ବାର୍ ଉପରେ ଚଢାଉ; ତମାଖୁ, ଧୂମପାନ ସାମଗ୍ରୀ ଜବତ

ବ୍ରହ୍ମପୁର,୨୧ା୩: ସହରରେ ଚାଲିଥିବା ବେଆଇନ ହୁକା ବାର୍ ଉପରେ ଏକାଧିକ ଚଢାଉ କରି ହୁକା ପାତ୍ର, ତମାଖୁ ଉତ୍ପାଦ ଏବଂ ଅନ୍ୟାନ୍ୟ ଧୂମପାନ ସାମଗ୍ରୀ ଜବତ...

ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ଚଢ଼ାଉ: ମିଳୁଛି ପୁଳାପୁଳା ଟଙ୍କା

ଅନୁଗୋଳ,୨୧ା୩: ଅନୁଗୋଳର ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ବିଭାଗର ବଡ଼ ଧରଣର ରେଡ୍‌ ଜାରି ରହିଛି। ଶୁକ୍ରବାର ଦ୍ବିତୀୟ ଦିନରେ ଚଢ଼ାଉ ବେଳେ...

କଟକରେ ଚାଞ୍ଚଲ୍ୟ: ପୋଲିସ ପୋଷାକ ପିନ୍ଧି ମହାନଦୀକୁ ଡେଇଁ ପଡ଼ିଲେ…

କଟକ,୨୧।୩: କଟକ ମୁଣ୍ଡଳୀ ମହାନଦୀ ବ୍ରିଜ ଉପରେ ଶୁକ୍ରବାର ଜଣେ ଯୁବକଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ବ୍ୟାରେଜ ଗେଟ ଉପରେ ଚଢି ଯୁବକ ଜଣକ କିଛି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image