ମୋରମ ଖୋଳିବା ବେଳେ ଦୁର୍ଘଟଣା, ଅତଡ଼ା ଧସି ମହିଳା ମୃତ

ରାୟଗଡ଼ା ଅଫିସ, ୧୪।୧୦: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଦୁଲୁଣିଗୁଡ଼ାରେ ମୋରମ ଖୋଳିବାବେଳେ ଦୁର୍ଘଟଣା ଘଟିଛି। ଅତଡ଼ା ଧସି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ଖବର ଲେଖା ଯିବା ପର୍ଯ୍ୟନ୍ତ ସେମାନଙ୍କ ପରିଚୟ ମିଳି ପାରିନାହିଁ। ସୂଚନାନୁଯାୟୀ, ମୋରମ ଖୋଳିବା ପାଇଁ ୫ଜଣ ମହିଳା ଯାଇଥିଲେ। ହଠାତ୍‌ ଅତଡ଼ା ଧସି ଯିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ସେହିଭଳି ଏହି ଦୁର୍ଘଟଣାରେ ଗୁରୁତର ମହିଳାଙ୍କୁ ଉଦ୍ଧାର କରାଯାଇ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘର କାମ ପାଇଁ ମହିଳାମାନେ ମୋରମ ଖୋଳୁଥିଲେ ବୋଲି ଜଣାପଡିଛି। କଲ୍ୟାଣସିଂହପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ପ୍ରସ୍ତୁତି ଆରମ୍ଭ

ବଡବିଲ,୧୪।୧୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ବଡବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ଗୁରୁବାର ଅପରାହ୍ନରେ ସ୍ଥାନୀୟ ବିକାଶ ମହଲ ସଭା ଗୃହରେ...

ଶିଶୁ ଦିବସରେ ଖୋଲିଲା ଶିଶୁ ଗୃହ: ଫାଇଦା ପାଇବେ ୮୦୦ ଶିଶୁ

ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ୍‌): ୩ ବର୍ଷ ପରେ ଶିଶୁଙ୍କ ପାଇଁ ଅଙ୍ଗନୱାଡି କେନ୍ଦ୍ରରେ ନାମ ଲେଖାଯିବା ସହ ସେମାନଙ୍କ ଶାରୀରିକ, ବୌଦ୍ଧିକ ବିକାଶ ପାଇଁ...

ସାଇକେଲରେ ଯାଉଥିଲେ ଦମ୍ପତି: ଧକ୍କାଦେଇ ଘୋଷାଡ଼ି ନେଲା ଟ୍ରକ୍‌

ଭଦ୍ରକ,୧୪।୧୧: ଭଦ୍ରକ ଜିଲା ଧାମରା-ଜାମୁଝାଡ଼ି ରାସ୍ତାର ବେତଡ଼ା ମାକେର୍ଟ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା...

୬ ଦିନ ହେଲା ନିଖୋଜ ଥିଲେ ଯୁବତୀ: ପୋଖରୀରୁ ମିଳିଲା ମୃତଦେହ

ଦଶପଲ୍ଲା,୧୪।୧୧: ନୟାଗଡ଼ ଜିଲା ଦଶପଲ୍ଲା ଥାନା ଶରୀରଗଣ୍ଡା ଗାଁ ପୋଖରୀରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା ମୁତାବକ, ୬ଦିନ...

କୃଷି ଜମିକୁ ଘରୋଇ ଜମି କରିବା ପାଇଁ ଲାଞ୍ଚ ନେଉଥିଲେ ଆର୍‌ଆଇ, ପଡ଼ିଲେ ଭିଜିଲାନ୍ସ ପଞ୍ଝାରେ

ଭଦ୍ରକ,୧୪ା୧୧(ସନାତନ ରାଉତ): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନରେ କାର୍ଯ୍ୟ କରୁଥିବା ଆର୍‌ଆଇ ଭାଗବତ ଖଟୁଆଙ୍କୁ ଓଡ଼ିଶା ଭିଜିଲାନ୍ସ କର୍ମଚାରୀ ମାଡ଼ି ବସିଛନ୍ତି। ଏକ ମ୍ୟୁଟେଶନ...

‘ଦେଶର ଉନ୍ନତି-ପ୍ରଗତିରେ ଶିଶୁମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବାଲିଗୁଡ଼ା,୧୪ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ...

ଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୧୪ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏକତାଳି ଗ୍ରାମରେ ଗୁୁରୁବାର ସକାଳେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡ଼ି ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ...

ଆସନ୍ତାକାଲିଠାରୁ ଐତିହାସିକ ବାଲିଯାତ୍ରା: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ,୧୪ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri