ଅନ୍ତବସ୍ତ୍ର ପିନ୍ଧି ନ ଥିବା ଯୋଗୁ ମହିଳାଙ୍କୁ ବିମାନରୁ ତଡି ଦେଲେ କ୍ରୁ ମେମ୍ବର

ଓ୍ବାଶିଂଟନ୍‌,୭।୨: ଅନ୍ତବସ୍ତ୍ର ପିନ୍ଧି ନ ଥିବା ଯୋଗୁ ଜଣେ ମହିଳାଙ୍କୁ ଫ୍ଲାଇଟ୍‌ରୁ ତଡି ଦିଆଯାଇଛି। ଲିସା ଆର୍ଚବୋଲ୍ଡ ନାମକ ଡେଲଟା ଫ୍ଲାଇଟରେ ସଲ୍ଟ ଲେକ ସିଟିରି ସାନ ଫ୍ୟାନ୍ସସିସକୋକୁ ଯାତ୍ରା କରୁଥିଲେ। ସେତେବେଳେ ଏୟାରଲାଇନ୍ସର କିଛି କ୍ରୁ ମେମ୍ବର ତାଙ୍କୁ ଅନ୍ତବସ୍ତ୍ର ପିନ୍ଧି ନ ଥିବା ଯୋଗୁ ବିମାନରୁ ବାହାରିଯିବା ପାଇଁ ଧମକ ଦେଇଥିଲେ।

ୟାହୁ ନ୍ୟୁଜ ରିପୋର୍ଟ ଅନୁଯାୟୀ, ମହିଳା ପେଶାରେ ଜଣେ ଡିଜେ। ସେ ଜାନୁଆରୀ ୨୨ରେ ୟୁଟାର ସନଡାସ ଫିଲ୍ମ ଫେଷ୍ଟିଭାଲରେ ଯୋଗ ଦେବା ପରେ ବିମାନ ଯୋଗେ ନିଜ ଘର ଆମେରିକାକୁ ଯାତ୍ରା କରୁଥିଲେ। ଯେଉଁଠାରେ ଏହି ଘଟଣା ଘଟିଥିଲା। ମହିଳା ଜଣକ କହିଛନ୍ତି, ମୋତେ ମୋ ସିଟ୍‌ରୁ ଉଠାଇ ନେବା ସହ ମୋ ପୋଷାକ ପରିଧାନକୁ ନେଇ କ୍ରୁ ମେମ୍ବରମାନେ ଗାଳି କରିବାକୁ ଲାଗିଥିଲେ। ସେମାନେ ମୋ ପରିଧାନକୁ ଆପତ୍ତିଜନକ ବୋଲି କହିଥିଲେ। ଯଦି ମୁଁ ପୋଷାକ ଉପରେ ଜ୍ୟାକେଟ୍‌ ପିନ୍ଧେ ତେବେ ଯାଇ ସେମାନେ ମୋତେ ଯାତ୍ରା କରିବାକୁ ଅନୁମତି ଦେବେ ବୋଲି ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁସରଣୀୟ ବ୍ୟକ୍ତିତ୍ୱ

ପ୍ରାଣକୃଷ୍ଣ ପରିଜା ଜଗତ୍‌ସିଂହପୁର ଜିଲା ଇଚ୍ଛାପୁରରେ ୧ ଏପ୍ରିଲ୍‌ ୧୮୯୧ରେ ଭାରତର ବିଶିଷ୍ଟ ଉଦ୍ଭିଦ ବିଜ୍ଞାନୀ ପ୍ରାଣକୃଷ୍ଣ ପରିଜା ଜନ୍ମଗ୍ରହଣ କରିଥିଲେ। ଗଛ ଶରୀର କ୍ରିୟାତତ୍ତ୍ୱ...

ଅଣ୍ଡର ଓ୍ବେୟାରକୁ ନେଇ ଏମିତି ଗାଇଡ ଲାଇନ ଜାରି କଳା ଏୟାର ଲାଇନ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ, ୧୮।୯: ଆମେରିକାର ଡେଲଟା ଏୟାରଲାଇନ୍ସ ଅନ୍ତବସ୍ତ୍ର ବା ଅଣ୍ଡର ଓ୍ବେୟାରକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛି। ଏହି ଦୁଇ ପୃଷ୍ଠାର ଗାଇଡଲାଇନ ବାହାରିବା...

ମାଲାମାଲ ହେଲା ବାଂଲାଦେଶ, ଆମେରିକା ପରେ ଏବେ…

ଢାକା,୧୮।୯: ଚଳିତ ଆର୍ଥିକ ବର୍ଷରେ ବାଂଲାଦେଶକୁ ଅତିରିକ୍ତ ୨ ବିଲିୟନ ଆମେରିକୀୟ ଡଲାର ପ୍ରଦାନ କରିବ ବୋଲି ବଶ୍ୱବ୍ୟାଙ୍କ ମଙ୍ଗଳବାର ଘୋଷଣା କରିଛି। ଗୁରୁତ୍ୱପୂର୍ଣ୍ଣ ସୁଧାର,...

ପେଜର କ’ଣ? କେମିତି ହୁଏ ବ୍ଲାଷ୍ଟ

ବେରୁତ,୧୮।୯: ଲେବାନନର ପେଜର୍‌ ବ୍ଲାଷ୍ଟରେ ଅତି କମରେ ନଅ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ପ୍ରାୟ ୩୦୦୦ଲୋକ ଆହତ ହୋଇଛନ୍ତି। ଲେବାନନର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ,...

ନିର୍ବାଚନ ପ୍ରଚାର ମଧ୍ୟରେ ମୋଦିଙ୍କୁ ଭେଟିବାକୁ କାହିଁକି କହିଲେ ଟ୍ରମ୍ପ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ଓ୍ବାଶିଂଟନ,୧୮।୯: ନଭେମ୍ବରରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟ ପ୍ରତିଯୋଗିତା ହେଉଛି ଡୋନାଲ୍ଡ ଟ୍ରମ୍ପ ଏବଂ କମଲା ହାରିସଙ୍କ ମଧ୍ୟରେ। ନିର୍ବାଚନ ପାଇଁ...

ମାତ୍ର ୩ ଗ୍ରାମ ବାରୁଦରେ ଥରି ଉଠିଲା ହିଜବୁଲ, ଜାଣନ୍ତୁ ପେଜର ବ୍ଲାଷ୍ଟର ପୁରା ପ୍ଲାନିଂ

ବେରୁତ,୧୮।୯: ଲେବାନନରେ ହଜାର ହଜାର ପେଜର୍‌ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ଲେବାନନ ମିଲିସିଆ ହିଜବୁଲ ବହୁ କ୍ଷତି ସହିଥିବା ଜଣାଯାଇଛି।...

ଅଚାନକ କମଲା ହାରିସଙ୍କ ପ୍ରଶଂସା କଲେ ଟ୍ରମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୧୮।୯: ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଆମେରିକାର ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ କମଲା ହାରିସ ଏବଂ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ...

ଲୋକଙ୍କ ଖାଦ୍ୟ ପାଇଁ ମରାଯିବ ୨୦୦ ହାତୀ

ହରାରେ, ୧୮।୯:ଏଲ୍‌ନିନୋ ପ୍ରଭାବରେ ଜିମ୍ବାଓ୍ବେ ଓ ଅନ୍ୟ ଦକ୍ଷିଣ ଆଫ୍ରିକୀୟ ଦେଶଗୁଡ଼ିକରେ ୪ ଦଶନ୍ଧି ମଧ୍ୟରେ ସବୁଠୁ ଉତ୍କଟ ମରୁଡ଼ି ସ୍ଥିତି ଦେଖାଦେଇଛି। ଏହାର ପ୍ରଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri