ମହାଳୟାରେ ବଜ୍ର ମହାକାଳୀଙ୍କୁ ପୂଜାର୍ଚ୍ଚନା କଲେ ମହିଳା

ଦାରିଙ୍ଗବାଡି,୨।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବୁଧବାର ମହାଳୟା ଅବସରରେ ବଜ୍ର ମହାକାଳୀଙ୍କ ପୂଜାର୍ଚନା କରାଯାଇଛି । ଦିନ ତମାମ ଉପବାସ ବ୍ରତ କରି ଘରର ପୁଅ ଝିଅଙ୍କ ମଙ୍ଗଳ କାମନା କରି ଏହି ପୂଜାର୍ଚ୍ଚନା କରାଯାଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏହି ପୂଜା ବଡ଼ ଧୂମଧାମରେ ପାଳନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ

ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା...

ମା’ ମାହେଶ୍ୱରୀଙ୍କ ପୂଜାର୍ଚ୍ଚନା: ଡୁମାଳ ସମାଜର ବିକାଶକୁ ଗୁରୁତ୍ୱ

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ନଦୀଖଣ୍ଡି ସାଇ ମନ୍ଦିର ପରିସରରେ ରବିବାର ଡୁମାଳ ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ...

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ।  ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ...

ମଦ ବିରୋଧରେ ତାତିଲେ ମହିଳା

କୁତ୍ରା,୨୭ା୪(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଧୀନ ବୁଡାକଟା ଗ୍ରାମର ମହିଳାମାନେ ରବିବାର ମଦ ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ୫୦ରୁ ଊର୍ଦ୍ଧ୍ୱ ମହିଳା...

ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ: ବିଧାୟକ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଶ୍ରୀବିଘ୍ନରାଜ ଚାରିଟେବୁଲ ଏବଂ ସମ୍ଭବ ସାହିତ୍ୟ ପରିବାର ପକ୍ଷରୁ ରାଜ୍ୟସ୍ତରୀୟ ଭଞ୍ଜ ସାହିତ୍ୟ ଆଲୋଚନାଚକ୍ର ଶନିବାର ଭୁବନେଶ୍ବରସ୍ଥିତ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ହୋଇଛି...

ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ...

ଶ୍ରୀରାମଚରିତ ମାନସ କଥାମୃତ ଉଦ୍‌ଯାପିତ

ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ...

ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image