Posted inଫୁରସତ

ହଠାତ୍‌ କୋମାରୁ ଉଠି ମହିଳା କହିଲେ, ମୁଁ ଭଗବାନଙ୍କୁ ଭେଟିଲି: ଆଉ ତା’ପରେ…

ଯେତେ ପ୍ରକାର ରୋଗ ବଢୁଛି, ଚିକିତ୍ସା ବିଜ୍ଞାନରେ ସେତେ ଅଧିକ ଅଗ୍ରଗତି ହୋଇଛି। ପ୍ରାୟ ସମସ୍ତ ରୋଗର ଚିକିତ୍ସା ବର୍ତ୍ତମାନ ସମ୍ଭବ ହୋଇଛି। କିନ୍ତୁ ବେଳେବେଳେ ଏପରି କିଛି ଚମତ୍କାର ଘଟେ, ଯାହା ପ୍ରକୃତି ଏବଂ ଭଗବାନଙ୍କ ଉପରେ ଲୋକଙ୍କ ବିଶ୍ୱାସ ବଢିଯାଏ। ଆମେରିକାରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ମହିଳା ଦାବି କରିଛନ୍ତି ଯେ ସେ ଭଗବାନଙ୍କୁ ଭେଟିଛନ୍ତି। କେବଳ ଏତିକି ନୁହେଁ, ସେ ଏହା ମଧ୍ୟ କହିଛନ୍ତି ଯେ ସେ ଏହାର ପ୍ରମାଣ ଡାକ୍ତରଙ୍କୁ ଦେଇଛନ୍ତି।
ପେନି ୱିଥ୍‌ବ୍ରୋଡ୍‌ ନାମକ ଜଣେ ମହିଳା ହଠାତ୍‌ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କଲେ। ତାଙ୍କ ପରିବାର ସଦସ୍ୟ ତାଙ୍କୁ ଏକ ବଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ସେ କୋମାକୁ ପଳାଇଥିଲେ। ତାଙ୍କୁ ଅକ୍ସିଜେନ୍‌ ସହାୟତାରେ ରଖାଯାଇଥିଲା।
ଏହି ସମୟରେ ହଠାତ୍‌ ସେ କୋମାରୁ ବାହାରି ଆସି ଦାବି କରିଥିଲେ ଯେ, ସେ କୋମାକୁ ଯିବା ପରେ ଭଗବାନଙ୍କୁ ଭେଟିଛନ୍ତି। ତାଙ୍କ ଦାବିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପ୍ରଥମେ ସେ ଏକ ଉଜ୍ଜ୍ୱଳ ଆଲୋକ ଦେଖିଲେ ଏବଂ ପରେ ଭଗବାନ ତାଙ୍କ ସାମ୍ନାରେ ଦେଖାଗଲେ। ଏହାପରେ ମହିଳା ଭଗବାନଙ୍କୁ ତାଙ୍କ ସଂଘର୍ଷ ଏବଂ ପରିବାରର ଦୁଃଖ ବିଷୟରେ ଜଣାଇଥିଲେ। ଭଗବାନ ଏହାର ଉତ୍ତର ଦେଇ କହିଥିଲେ, ଏହି ଯନ୍ତ୍ରଣା ପରବର୍ତ୍ତୀ ସମୟରେ ଖୁସି ଆଣିବ। କୋମାରୁ ଫେରିବା ପରେ ନର୍ସ ଜଣଙ୍କ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରେ କପଡ଼ା ବାନ୍ଧି ସ୍ପିଡ୍‌ ଟାଇପିଂ

ଭୋପାଳ: ଭାରତରେ ପିଲା ହୁଅନ୍ତୁ ଅବା ଯୁବକ, ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ରହିଥାଏ। ମଧ୍ୟପ୍ରଦେଶର ରେୱା ଜିଲା ନିବାସୀ ବିକାଶ ତ୍ରିପାଠୀ(୩୦)ଙ୍କର ଏପରି ଏକ...

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri