ଲୋକପ୍ରିୟ ‘ମୋନାଲିସା’ ପେଣ୍ଟିଂ ଉପରେ ସୁପ୍‌ ଫିଙ୍ଗିଦେଲେ ମହିଳା, ଆଉ ତା’ପରେ…

ପ୍ୟାରିସ,୩୦।୧: ଦୁନିଆର ସବୁଠାରୁ ଲୋକପ୍ରିୟ ପେଣ୍ଟିଂ ଲିଓନାର୍ଡ ଦା ଭିନସିଙ୍କ ମୋନାଲିସା ସବୁଠି ପରିଚିତ। ଏହି ପେଣ୍ଟିଂ ପ୍ୟାରିସର ମ୍ୟୁଜିୟମରେ କଡା ସୁରକ୍ଷା ବଳୟରେ ରହିଛି। କିନ୍ତୁ ନିକଟରେ କିଛି ମହିଳା ଏହି ପେଣ୍ଟିଂ ଉପରେ ସୁପ୍‌ ପକାଇ ଦେଇଥିଲେ। ଯାହାକୁ ନେଇ ମ୍ୟୁଜିୟମରେ ହଇଚଇ ସୃଷ୍ଟି ହୋଇଥିଲା।

କହିରଖୁଛୁ କି, ଫ୍ରାନ୍ସର କିଛି ପ୍ରଦର୍ଶନକାରୀ ପୋଷକ ଭୋଜନ ଦାବିରେ ବିରୋଧ ପ୍ରଦର୍ଶନ କରୁଥିଲେ। କାରଣ ଫ୍ରାନ୍ସରେ ଏବେ ଖାଦ୍ୟ ସଙ୍କଟ ଦେଖାଦେଇଛି। ଏହି ସମୟରେ ସେମାନେ ମ୍ୟୁଜିୟମ ଭିତରେ ପଶି ପେଣ୍ଟିଂ ଉପରେ ସୁପ୍‌ ଫିଙ୍ଗିିଥିଲେ। କିନ୍ତୁ ପେଣ୍ଟିଂର କିଛି କ୍ଷତି ହୋଇ ନ ଥିବା ଜଣାପଡିଛି। କାରଣ ପେଣ୍ଟିଂ ବୁଲେଟ୍‌ ଫ୍ରୁଫ୍‌ ଗ୍ଲାସ ଭିତରେ ରହିଛି। ଏହା ପୂର୍ବରୁ କିଛିଜଣ ପେଣ୍ଟିଂରେ କେକ୍‌ ପକାଇ ଦେଇଥିଲେ। ଯାହାପରେ ଏହି ଚିତ୍ରକଳାର ସୁରକ୍ଷା ଦାୟିତ୍ୱ ବଢାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ସହ ବିଦ୍ୟୁତ୍‌ ଚୁକ୍ତିର ସମୀକ୍ଷା କରିବ ବାଂଲାଦେଶ

ଢାକା,୨୪ା୧୧: ଆଦାନୀ ଗ୍ରୁପ୍‌ ସହ ବାଂଲାଦେଶ ସରକାର ପୂର୍ବରୁ କରିଥିବା ବିଦ୍ୟୁତ୍‌ ଚୁକ୍ତିର ସମୀକ୍ଷା କରାଯାଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ସମୟରେ ୨୦୦୯ରୁ ୨୦୨୪...

ଖୁବ୍‌ଶୀଘ୍ର ଦେବାଳିଆ ହେବାକୁ ଯାଉଛି ଆମେରିକା, ଏହାର ସମାଧାନ ପାଇଁ ଏମିତି କହିଲେ ଏଲନ ମସ୍କ

ଓ୍ବାଶିଂଟନ,୨୪ା୧୧: ଆମେରିକାର ଅର୍ଥନୀତିକୁ ନେଇ ଟେସ୍‌ଲା ତଥା ସ୍ପେସ୍‌ ଏକ୍ସ ମାଲିକ ଏଲନ ମସ୍କ ନିକଟରେ ଚିନ୍ତିତ ହୋଇଛନ୍ତି। ଆମେରିକାର ଅର୍ଥନୀତି ବିଷୟରେ ମସ୍କ ତାଙ୍କ...

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା...

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri