ରଥ ନିର୍ମାଣ ପାଇଁ ବରଗଡ଼ରୁ ପୁରୀ ଯିବ କାଠ: ଆଜିଠାରୁ ପଦ୍ମପୁରରେ କାଠ ପାଇଁ ସର୍ଭେ କାର୍ଯ୍ୟ

ବରଗଡ଼, ୨୫।୩(ପ୍ରେମାନନ୍ଦ ଖମାରୀ): ପୁରୀ ରଥଯାତ୍ରାର ରଥ ନିର୍ମାଣ ପାଇଁ ଏଥର ବରଗଡ଼ରୁ ପୁରୀକୁ କାଠ ଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରକ୍ରିୟା ଆରମ୍ଭ କରିଛି। ଏହି କ୍ରମରେ ଶ୍ରୀମନ୍ଦିର ପ୍ରଶାସନର ଏକ ୪ଛଣିଆ ଟିମ୍ ବରଗଡ଼ ଅଭିମୁଖେ ଆସୁଛନ୍ତି। ମଙ୍ଗଳବାର ସେମାନେ ଏଠାକୁ ପହଞ୍ଚିବେ। ତେବେ ସେମାନେ କାଠ ଚିହ୍ନଟ ପାଇଁ ପ୍ରଥମେ ପଦ୍ମପୁର ଅଞ୍ଚଳର ଜଙ୍ଗଲକୁ ଯିବେ ଏବଂ କାଠ ଚିହ୍ନଟ କରିବେ। କାଠ ପସନ୍ଦ ହେଲେ ତାହା ପୁରୀକୁ ନିଆଯିବ ବୋଲି ବରଗଡ଼ ଡିଏଫଓ ବିକ୍ରମଦେବ ପଟ୍ଟନାୟକ କହିଛନ୍ତି। ତେବେ କାଠ ଚିହ୍ନଟ ସର୍ଭେ ସମୟରେ ସେ ମଧ୍ୟ ଉପସ୍ଥିତ ରହିବେ ବୋଲି ଡିଏଫଓ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ରେ କଳାହାଣ୍ଡି ଆସିବେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟକ୍ରମ ସଫଳ ପାଇଁ ଜିଲାବାସୀଙ୍କୁ ନିବେଦନ

ଭବାନୀପାଟଣା,୨୮ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୩୦ ତାରିଖ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ ରହିଛି। ଏହି ସମୟରେ ସେ ଜିଲାର...

୨ରୁ ନୂଆ ପାଠପଢ଼ା: ଘରକୁ ଯାଇ ନିମନ୍ତ୍ରଣପତ୍ର ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୮ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ୫ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କ ନାମଲେଖା ନିମନ୍ତେ ଘରକୁ ଘର ବୁଲି ଅଭିଭାବକଙ୍କୁ ସଚେତନ...

ପୂରଣ ହେଉନି ଟ୍ୟାପ୍‌ରେ ପାଣି ପାଇବା ସ୍ବପ୍ନ

ଝାରସୁଗୁଡ଼ା,୨୮।୩(ଆଶିଷ ରଞ୍ଜନ ଦାଶ): ପ୍ରତ୍ୟେକ ପରିବାର ନିକଟରେ ୨୦୨୪ ଶେଷ ସୁଦ୍ଧା ଟ୍ୟାପ ଯୋଗେ ବିଶୁଦ୍ଧ ପିଇବା ପାଣି ପହଞ୍ଚାଇବା ପାଇଁ ସରକାର ଘୋଷଣା କରିଥିଲେ।...

ଡିଏସ୍‌ସିର ହେଉଛି ଅପବ୍ୟବହାର

ଭବାନୀପାଟଣା,୨୮ା୩(ଉତ୍ତମ କୁମାର ଦାଶ): ଅନୁନ୍ନତ ଅଞ୍ଚଳରେ ଶିକ୍ଷାର ଅଭାବ ଥିବା ଜନପ୍ରତିନିଧି ଓ ଅଙ୍କୁଶ ନ ଥିବା ସରକାରୀ ବ୍ୟବସ୍ଥା ଭିତରେ କୋଟି କୋଟି ଟଙ୍କାର...

ଶିକାରୀ ଗୁଳିରେ ଛେଳି ଚରାଳି ଗୁରୁତର

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାମଗିରି ଥାନା ଅନ୍ତର୍ଗତ ସାନକରଞ୍ଜ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଶିକାରୀ ଗୁଳିରେ ଜଣେ ଛେଳି ଚରାଳି ଗୁରୁତର ହୋଇଛନ୍ତି।...

୨ ଯାଆଙ୍କ ମଧ୍ୟରେ ଝଗଡ଼ା: ପାଣିରେ ପଡ଼ି ଜଣଙ୍କର ଚାଲିଗଲା ଜୀବନ

ଏମ୍‌ଭି,୭୯, ୨୭ା୯(ଭିକି ବାରିକ): ଦୁଇ ଯାଆଙ୍କ ମଧ୍ୟରେ ଝଗଡ଼ା ହୋଇ ଠେଲାପେଲା ହେବାରୁ ଦୁହେଁ ଜମିଥିବା ପାଣିରେ ପଡ଼ିଯାଇଥିଲେ। ପାଣିରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା...

ଶିଳ୍ପ ବିହୀନ କନ୍ଧମାଳରେ ଗ୍ରାଫାଇଟ୍‌ ସନ୍ଧାନ: ଭୂତତ୍ତ୍ୱବିତ୍‌ଙ୍କ ଦ୍ୱାରା ସର୍ଭେ କାର୍ଯ୍ୟ ଜୋରଦାର

ଦାରିଙ୍ଗବାଡ଼ି,୨୮ା୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଏବଂ କୁମ୍ଭାରିପଦର ଅଞ୍ଚଳରେ ଗ୍ରାଫାଇଟ୍‌ର ସନ୍ଧାନ ମିଳିଛି। ଏହାକୁ ନେଇ ବ୍ରହ୍ମପୁରରୁ ଭୂତତ୍ତ୍ୱବିତ୍‌ ବୈଜ୍ଞାନିକମାନେ...

ହାତୁଡ଼ିରେ ପିଟି ବାପାଙ୍କୁ ହତ୍ୟା କଲେ ପୁଅ

ଫୁଲବାଣୀ/ଫିରିଙ୍ଗିଆ,୨୭ା୩(ରାକେଶ କୁମାର ରାଉତ/ବିମଳ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପବିଙ୍ଗିଆ ପଞ୍ଚାୟତ ଲାମପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟଛି। ବାପା ଡକେଣା ଦିଗାଲଙ୍କୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image