‘ଠିକ୍‌ ଭାବେ ତପସ୍ୟା କରିଥିଲେ ଓଡ଼ିଆ କହିପାରିଥାନ୍ତେ, ତପସ୍ୟା ଶବ୍ଦଟା ତାଙ୍କ ମୁହଁରେ ଶୋଭାପାଉନି’

ଭୁବନେଶ୍ୱର,୮ା୧୧(ଅନିଲ ଦାସ): କନ୍ଧମାଳ ଜିଲାରେ ଆମ୍ବଟାକୁଆ ଖାଇ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟଣାରେ ନବୀନଙ୍କ ଅଭିଯୋଗର ଜବାବ ଦେଇ ଭାଜପା ବରିଷ୍ଠ ନେତା ତଥା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଏହା ବିଷାକ୍ତ ଖାଦ୍ୟଜନିତ ମୃତ୍ୟୁ ବୋଲି ଡାକ୍ତର କହି ସାରିଛନ୍ତି। ତେଣୁ ଏନେଇ ଅଯଥା ରାଜନୀତି କରା ନ ଯାଉ। ୨୪ ବର୍ଷର କଥା ଛାଡ଼, ବାର ବର୍ଷ ଧରି ଯଦି ଠିକ୍‌ ଭାବେ ତପସ୍ୟା କରିଥାଆନ୍ତେ, ତାହାହେଲେ ନବୀନ ଭଲଭାବରେ ଓଡ଼ିଆ କହିପାରି ଥାଆନ୍ତେ। ସିଏ ଆଦୌ ତପସ୍ୟା କରିନାହାନ୍ତି। ୨୪ ବର୍ଷ କାଳ ସେମାନଙ୍କ ବିଧାୟକ ଓ ମନ୍ତ୍ରୀମାନେ ରାଜ୍ୟକୁ ଲୁଟିଛନ୍ତି। କେତେ ଲୁଟିଛନ୍ତି, ତାହାର ହିସାବ ନାହିଁ। ତେଣୁ ତପସ୍ୟା ଶବ୍ଦଟା ତାଙ୍କ ମୁହଁରେ ଶୋଭାପାଉନି। ତାଙ୍କ ସମୟରେ ରାୟଗଡ଼ା ଜିଲା କାଶୀପୁରରେ ଆମ୍ବଟାକୁଆ ଖାଇ ୧୬ ଜଣଙ୍କ ମୃତ୍ୟୁ ଘଟିଥିଲା। ସେତେବେଳେ କ’ଣ ଚାଉଳର ଅଭାବ ଥିଲା କି ବୋଲି ମନ୍ତ୍ରୀ ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ, କନ୍ଧମାଳ ଜିଲାରେ ଆମ୍ବଟାକୁଆ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଅସୁସ୍ଥ ହୋଇଥିଲେ। ଅସୁସ୍ଥଙ୍କର ଏବେ ମଧ୍ୟ ଚିକିତ୍ସା ଚାଲିଛି। ଏହାକୁ ନେଇ ବିରୋଧୀ ଦଳ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ନାହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଅନୁଗତ ନିରୁଭାଇ: ଶେଷ ଦର୍ଶନ କରିବାକୁ ଯିବେ ମୋହନ

କେନ୍ଦୁଝର,୨୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ଜନତା ପାର୍ଟି ନଗର ମଣ୍ଡଳର ବରିଷ୍ଠ କାର୍ଯ୍ୟକର୍ତ୍ତା ନିରଞ୍ଜନ ଶତପଥୀ (ନିରୁଭାଇ)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ରବିବାର ଛାତିରେ ଯନ୍ତ୍ରଣା...

ସକାଳୁ ସକାଳୁ ଯାଜପୁର ଟାଉନ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍: ଚାଲିଛି ତନାଘନା

ଭୁବନେଶ୍ୱର,୨୫ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଅଆଯାଇଛି । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତେବେ ସୋମବାର ସକାଳୁ...

ଆଜି ଅବପାତରେ ପରିଣତ ହେବ ଲଘୁଚାପ, ୨୭ରୁ ବର୍ଷିବ

ଭୁବନେଶ୍ୱର,୨୫ା୧୧: ସୋମବାର ଅବପାତରେ ପରିଣତ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।...

ନିର୍ଯାତନାର କାହାଣୀ ବଖାଣିଲେ ବାଂଲାଦେଶୀ ଦେହଜୀବୀ

ଭୁବନେଶ୍ୱର,୨୫ା୧୧(ସତ୍ୟଜିତ୍‌ ରାଉତ): କଟକରେ ବାଂଲାଦେଶର ଜଣେ ନାବାଳିକା ଉଦ୍ଧାର ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସ ଅଧିକ ତନାଘନା ଚଳାଇଛି। ତେବେ କଟକ ସହ ଭୁବନେଶ୍ୱରରେ...

ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୫ା୧୧(ଅନିଲ ଦାସ): ଆସନ୍ତା ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ବାଚସ୍ପତିଙ୍କ ଚାମ୍ବରରେ ସର୍ବଦଳୀୟ...

ବିଜେଡିକୁ ଧୈର୍ଯ୍ୟ ରଖିବାକୁ ପଡ଼ିବ କହିଲେ…

ଭୁବନେଶ୍ୱର, ୨୫।୧୧(ସୁନିତ୍‌ ମିଶ୍ର):ଗଣତନ୍ତ୍ରରେ ହିଂସାକୁ କେହି ସମର୍ଥନ କରିବା ଉଚିତ ନୁହେଁ। ବିଜେଡି କେଉଁ ଅର୍ଥରେ ଏହାକୁ ସମର୍ଥନ କରୁଛି ତାହା ବୁଝାପଡ଼ୁନି। ସେମାନେ ଏହାକୁ...

ଆଇନଶୃଙ୍ଖଳା ପରିସ୍ଥିତି ନ ସୁଧୁରିଲେ ଆନ୍ଦୋଳନ: ବିଜେଡି

ଭୁବନେଶ୍ୱର,୨୫।୧୧(ଅନିଲ ଦାସ): ରାଜ୍ୟରେ ଭାଜପା କ୍ଷମତାକୁ ଆସିବାର ୫ ମାସ ପୂରିଯାଇଥିଲା ବେଳେ ଆଇନ ଶୃଙ୍ଖଳା କେବଳ ବିପର୍ଯ୍ୟସ୍ତ ହୋଇନି, ରାଜ୍ୟ ପୋଲିସ ବାହିନୀକୁ ସରକାରୀ...

ସୁଜୁକି ଇଣ୍ଡିଆର ମାଇଲେଜ ରାଲି

ଭୁବନେଶ୍ୱର,୨୫।୧୧ (ଅଭୟ ଦାଶ): ସୁଜୁକି ମୋଟରସାଇକେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମାଇଲେଜ ରାଲି’ ର ଶୁଭାରମ୍ଭ ସର୍ବଭାରତୀୟ ସ୍ତରରେ ଆରମ୍ଭ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri