କପାମଣ୍ଡି ମେଶିନରେ ଶ୍ରମିକଙ୍କ ହାତ କଟିଗଲା

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି କପାମଣ୍ଡିରେ କାମ କରୁଥିବା ବେଳେ ମଙ୍ଗଳବାର ଜଣେ ଶ୍ରମିକଙ୍କ ଡ଼ାହାଣ ହାତ ପାପୁଲି କଟି ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ଗ୍ରାମର କବିନାଥ ଗୌଡ (୨୬)। କବିନାଥ କାମ କରୁଥିବା ବେଳେ କପା ପ୍ରୋସେଶିଂ ୟୁନିଟ ମେଶିନରେ ତାଙ୍କ ଅସାବଧନତା ହେତୁ ନିଜ ଡ଼ାହାଣ ହାତ ପାପୁଲି ପଶିଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।କବିନାଥ ୨ ମାସ ହେଲା ଦିଗପହଣ୍ଡି କପାମଣ୍ଡିରେ ଶ୍ରମିକ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

ଆମ କଳିକା କେନ୍ଦ୍ର ଉଦ୍‌ଘାଟିତ: ଶିଶୁମାନଙ୍କ ଲାଳନପାଳନରେ ହେବ ସହାୟକ

କେନ୍ଦୁଝର,୨୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକେ ଆମ କଳିକା କେନ୍ଦ୍ର (କ୍ରେଚ୍‌) କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି।...

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୧୪ରୁ ଖୋଲିବ ଧାନମଣ୍ଡି

ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପାଇଁ ବୁଧବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image