ବିଶ୍ୱ ମଧୁମେହ ଦିବସ

ଆସିକା, ୧୪ା୧୧ (ଡି.ଏନ୍‌.ଏ.): ଆସିକା ବସ୍‌ଷ୍ଟାଣ୍ଡସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ଶନିବାର ପୂର୍ବାହ୍ନରେ ବିଶ୍ୱ ମଧୁମେହ ଦିବସ ପାଳିତ ହୋଇଛି। କେନ୍ଦ୍ର ସଞ୍ଚାଳିକା ପ୍ରଭାତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅବସରପ୍ରାପ୍ତ ନିର୍ଦ୍ଦେଶକ ତଥା ଶିଶୁରୋଗ ବିଶେଷଜ୍ଞ ଡା. ଶ୍ୟାମଘନ ବିଶ୍ୱାଳ ମୁଖ୍ୟଅତିଥି ରୂପେ ଯୋଗଦେଇ ମଧୁମେହ ରୋଗ ବିଷୟରେ ଆଲୋଚନା କରିବା ସହ ନିରାକରଣ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓକିଲ ସଂଘର ପୂର୍ବତନ ସଭାପତି ସୁରେନ୍ଦ୍ର ନାଥ ପଣ୍ଡା ଓ ଆଇନଜୀବୀ ସୁଧାଂଶୁ ପାଣିଗ୍ରାହୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକ୍‌ ଲିଷ୍ଟେଡ୍‌ କମ୍ପାନୀକୁ ପରୀକ୍ଷା ପରିଚାଳନା ଦାୟିତ୍ୱ…

ଭୁବନେଶ୍ୱର,୨୪ା୯ (ଅନୁରାଧା ମହାରଣା): ରାଜ୍ୟରେ ସରକାରୀ ପଦପଦବୀରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଛି ଦୁର୍ନୀତି ବିରୋଧୀ ଛାତ୍ର ସଂଗଠନ। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଗଠନର...

ମା’ ଲଙ୍କେଶ୍ୱରୀଙ୍କ ବିଜୟର ପର୍ବ ଖଣ୍ଡାବସା

ଖଣ୍ଡାବସାର ନାମକରଣ: ଜୁନାଗଡ଼ ସହର ବଙ୍ଗଳା ଛକ ନିକଟରେ ଦୀର୍ଘ ଦଶନ୍ଧି ଧରି କୁଳଦେବୀ ଭାବରେ ମା’ ଲଙ୍କେଶ୍ୱରୀ ପୂଜା ପାଇଆସୁଛନ୍ତି। ପୂର୍ବକାଳରେ ନାଗବଂଶୀୟ ରାଜାମାନେ...

ପୋଲିସ ମେଳି ପ୍ରସଙ୍ଗ, ଅଡୁଆରେ ଅଫିସର

ଭୁବନେଶ୍ୱର,୨୪ା୯(ସତ୍ୟଜିତ୍‌ ରାଉତ): ଭରତପୁର ଥାନା ନିର୍ଯାତନା ଘଟଣାରେ ଏକପାଖିଆ ନିଷ୍ପତ୍ତି ନିଆଯାଇ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଅଭିଯୋଗ ଉଠାଇ ଏହା ପ୍ରତିବାଦରେ ଗତ ୨୧ ତାରିଖ ଅପରାହ୍ନରେ...

ଫେରିଯିବ ମୌସୁମୀ, ଆଉ ୪ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୩ା୯(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା...

ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ପୋତିହୋଇ ରହିଛି ମୂର୍ତ୍ତି

କୋଣାର୍କ,୨୪ା୯(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ବାଲି ତଳେ ବହୁ ପୁରାତନ ମୂର୍ତ୍ତି ପୋତି ହୋଇରହିଛି।  ଜାତୀୟ ଭୂ-ଭୌତିକୀୟ ଗବେଷଣା ସଂସ୍ଥା (ଏନ୍‌ଜିଆର୍‌ଆଇ)...

ଦେଶରେ ପ୍ରଥମ: ଆଇଆଇଏମ୍‌ ସମ୍ବଲପୁର ପାଠପଢ଼ା ଶୈଳୀରେ ସୃଷ୍ଟି ହେବ ନୂତନ ଅଧ୍ୟାୟ

ସମ୍ବଲପୁର,୨୩ା୯(ପ୍ରମୋଦ ବହିଦାର): ଆଇଆଇଏମ୍‌ ସମ୍ବଲପୁରରେ ବଦଳିବ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶୈଳୀ। ପ୍ରଫେସରଙ୍କ ବଦଳରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)। ଯାହା ସମଗ୍ର ଦେଶରେ ପ୍ରଥମ...

କଣ୍ଟାଗାଁ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ତେନ୍ତୁଳିଖୁଣ୍ଟି ବନ୍ଦ

ତେନ୍ତୁଳିଖୁଣ୍ଟି, ୨୩।୯(ଚିଦାନନ୍ଦ ସାହୁ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ର କଣ୍ଟାଗାଁରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ସପ୍ତାହେ ବିତିଯାଇଥିଲେ ମଧ୍ୟ ପୋଲିସ ହାତ...

ଜିଲାପାଳଙ୍କ ଜନ ଶୁଣାଣି: ୧୦୮ ଅଭିଯୋଗ ପଞ୍ଜୀକୃତ

କୋକସରା,୨୩ା୯ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର କୋକସରା ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ସ୍ନେହାପ୍ରଭା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri