Posted inଖେଳ

ବିଶ୍ୱରେକର୍ଡ ସହ ସ୍ବର୍ଣ୍ଣ ଜିତିଲେ ଦୀପ୍ତି

ନୂଆଦିଲ୍ଲୀ,୨୦।୪: ଭାରତର ଦୀପ୍ତି ଜୀବାଞ୍ଜୀ ବିଶ୍ୱ ରେକର୍ଡ ସୃଷ୍ଟି କରି ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନସିପ ୨୦୨୪ ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଦୀପ୍ତି ୪୦୦ ମିଟର ରେସ୍‌ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ୫୫.୦୭ ସେକେଣ୍ଡରେ ୪୦୦ ମିଟର ରେସ୍‌କୁ ସମାପ୍ତ କରିଥିଲେ। ପ୍ୟାରିସରେ ଆୟୋଜିତ ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନଶିପରେ ଆମେରିକୀୟ ଆଥଲେଟ ବ୍ରେନା କ୍ଲାର୍କଙ୍କ ରେକର୍ଡ ସେ ଭାଙ୍ଗିଥିଲେ।
ଆମେରିକାର ବ୍ରେନ୍ନା କ୍ଲାର୍କ ପ୍ୟାରିସରେ ଚାଲିଥିବା ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନସିପରେ ୫୫.୧୨ ସେକେଣ୍ଡର ରେକର୍ଡ ସ୍ଥାପନ କରିଥିଲେ, ଯାହା ବର୍ତ୍ତମାନ ଭାଙ୍ଗି ଯାଇଛି। ପ୍ୟାରିସରେ ତୁର୍କୀର ଆଇସେଲ ଓଣ୍ଡର ୫୫.୧୯ ସେକେଣ୍ଡରେ ରେସ୍‌କୁ ସମାପ୍ତ କରିଥିଲେ ଏବଂ ଇକ୍ୟୁଏଡରର ଲିଜାନସେଲା ଆଙ୍ଗୁଲୋ ୫୬.୬୮ ସେକେଣ୍ଡରେ ରେସ୍‌କୁ ସମାପ୍ତ କରିଥିଲେ। ଆଇସେଲ ଓଣ୍ଡର ଦ୍ୱିତୀୟ ଏବଂ ଲିଜାନସେଲା ଆଙ୍ଗୁଲୋ ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲାଣ୍ଡକୁ ମିଳିଲା ଦିନିକିଆ-ଟି୨୦ର ନୂଆ ଅଧିନାୟକ

ନୂଆଦିଲ୍ଲୀ,୧୮।୧୨: ମିଚେଲ ସାଣ୍ଟନରଙ୍କୁ ଆଧିକାରୀକ ଭାବେ ନ୍ୟୁଜିଲାଣ୍ଡର ହ୍ବାଇଟ୍‌ ବଲ୍‌ ଟିମ୍‌ର ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ସେ କେନ୍‌ ଓ୍ବିଲିୟମସନଙ୍କ ସ୍ଥାନ ନେବେ, ଯିଏ...

ପୁଲଓ୍ବାମା ଶହୀଦଙ୍କ ପୁଅଙ୍କ ଜୀବନ ବଦଳାଇଦେଲେ ସେହ୍ବାଗ, ଟିମ୍‌ରେ ହେଲା ଚୟନ

ନୂଆଦିଲ୍ଲୀ,୧୮।୧୨: ୨୦୧୯ ଫେବୃଆରୀ ୧୪ରେ ପୁଲଓ୍ବାମାରେ ଆତଙ୍କବାଦୀମାନେ ସିଆର୍‌ପିଏଫ୍‌ ଯବାନଙ୍କ ବସ୍‌କୁ ଉଡାଇ ଦେଇଥିଲେ। ଏଥିରେ ୪୦ ଯବାନ ଶହୀଦ ହୋଇଥିଲେ। ଉକ୍ତ ଯବାନଙ୍କ ମଧ୍ୟରେ...

ଅଶ୍ୱିନଙ୍କ ସନ୍ନ୍ୟାସ ଘୋଷଣାର ସମୟକୁ ନେଇ ପ୍ରଶ୍ନ ଉଠାଇଲେ ଗାଭାସ୍କର, କହିଦେଲେ ଏମିତି

ବ୍ରିସବେନ,୧୮।୧୨: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ତଥା ନିଜ ସମୟର ଭେଟେରାନ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ରବିଚନ୍ଦ୍ରନ ଅଶ୍ୱିନଙ୍କ ଅବସର ଘୋଷଣା ନେଇ ପ୍ରଶ୍ନ ଉଠାଇଛନ୍ତି।...

ତୁମେମାନେ ମୋତେ ମାରିଦେବ…ଅଶ୍ୱିନଙ୍କ ଅବସର ପରେ ଏମିତି କାହିଁକି କହିଲେ ରୋହିତ?

ନୂଆଦିଲ୍ଲୀ,୧୮।୧୨: ଗାବା ଟେଷ୍ଟ ଡ୍ର’ ହେବା ପରେ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଅବସର ଘୋଷଣା କରି ସମସ୍ତଙ୍କୁ ଚମକାଇଦେଇଛନ୍ତି। ଏହା ପରେ ସେ ଅଧିନାୟକ...

ଇମୋଶନାଲ୍‌ ହେଲେ କୋହଲି, ଅଶ୍ୱିନଙ୍କୁ ନେଇ କହିଦେଲେ ଏମିତି କଥା

ନୂଆଦିଲ୍ଳୀ,୧୮।୧୨: ଗାବାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ ପରେ ରବିଚନ୍ଦ୍ରନ ଅଶ୍ୱିନ ଅବସର ଘୋଷଣା କରିଛନ୍ତି। ଅଶ୍ୱିନ ଆଉ ଅନ୍ତର୍ଜାତୀୟ କ୍ରିକେଟରେ...

ବର୍ଷା ବିଗାଡିଦେଳା ଖେଳ: ଗାବା ଟେଷ୍ଟ ଡ୍ର’

ବ୍ରିସବେନ,୧୮।୧୨: ବ୍ରିସବେନର ଗାବା ଠାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଡ୍ର ହୋଇଥିଲା। ଅଷ୍ଟ୍ରେଲିଆ ଜିତିବା ପାଇଁ ଭାରତକୁ...

୭୬୫ ଉଇକେଟ୍‌, ୪୩୯୪ ରନ୍‌..ଅଶ୍ୱିନଙ୍କ ୧୪ ବର୍ଷ କ୍ରିକେଟ୍‌ କ୍ୟାରିୟର୍‌ ଥିଲା ଏମିତି

ନୂଆଦିଲ୍ଲୀ,୧୮।୧୨: ଭାରତର କିମ୍ବଦନ୍ତୀ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ବର୍ଷା ଯୋଗୁ ଭାରତ ବନାମ ଅଷ୍ଟ୍ରେଲିଆ ବ୍ରିସବେନ ଟେଷ୍ଟକୁ ଡ୍ର...

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଲେ ଅଶ୍ୱିନ୍‌, ଗାବା ଟେଷ୍ଟ ପରେ କଲେ ଘୋଷଣା

ନୂଆଦିଲ୍ଲୀ,୧୮।୧୨: ଟିମ ଇଣ୍ଡିଆର ଭେଟେରାନ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ଅବସର ଘୋଷଣା କରିଛନ୍ତି। ତାଙ୍କୁ ଆଉ ଅନ୍ତର୍ଜାତୀୟ କ୍ରିକେଟରେ ଦେଖିବାକୁ ମିଳିବ ନାହିଁ। ଦ ଗାବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri