ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ: ଏତିକି ବର୍ଷ ବୟସରେ ନେଲେ ଶେଷ ବିଦାୟ

ଲଣ୍ଡନ,୨୭ା୧୧: ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଜନ୍‌ ଆଲ୍‌ଫ୍ରେଡ୍‌ ଟିନିସ୍‌ଉଡ୍‌ଙ୍କର ୧୧୨ ବର୍ଷରେ ପରଲୋକ ହୋଇଯାଇଛି। ଇଂଲଣ୍ଡର ସାଉଥପୋର୍ଟ କେୟାର ହୋମ୍‌ରେ ସୋମବାର ତାଙ୍କର ଦେହାନ୍ତ ହୋଇଥିବା ପରିବାର ଲୋକେ କହିଛନ୍ତି।୧୯୧୨ ଅଗଷ୍ଟ ୨୬ରେ ଟିନିସ୍‌ଉଡ୍‌ଙ୍କ ଜନ୍ମ। ସେ ତାଙ୍କ ଜୀବନକାଳରେ ୨ଟି ବିଶ୍ୱଯୁଦ୍ଧ ଏବଂ ୨୪ ଜଣ ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କୁ ଦେଖିଛନ୍ତି। ୨୦୨୦ରେ ଗିନିଜ ବୁକ୍‌ ଅଫ୍‌ ରେକର୍ଡ ତାଙ୍କୁ ବ୍ରିଟେନ୍‌ର ସବୁଠୁ ବୟସ୍କ ବ୍ୟକ୍ତି ଭାବେ ସ୍ବୀକୃତି ଦେଇଥିଲା। ୨୦୨୪ ଏପ୍ରିଲରେ ୧୧୪ ବର୍ଷୀୟ ଜୁଆନ ସିସେଣ୍ଟ ପେରେଜ ମେରାଙ୍କ ମୃତ୍ୟୁ ପରେ ଟିନିସ୍‌ଉଡ୍‌ ବିଶ୍ୱର ସବୁଠୁ ବରିଷ୍ଠ ବ୍ୟକ୍ତି ଭାବେ ସ୍ବୀକୃତି ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଶରୀରର ମାଂସ ଖାଇବା ସହ ଖପୁରୀରେ…ଅଘୋରୀମାନେ ଏମିତି କରନ୍ତି ଲୋମଟାଙ୍କୁରା ସାଧନା

ଆଘୋରୀ… ସାଧୁମାନଙ୍କର ଏକ ସମ୍ପ୍ରଦାୟ ଯାହାଙ୍କୁ ନେଇ ସମସ୍ତଙ୍କଠାରେ କୌତୁହଳ ରହିଛି। ସେମାନଙ୍କ ଦୁନିଆ ରହସ୍ୟପୂର୍ଣ୍ଣ ବୋଲି କୁହାଯାଏ। ଅଘୋରୀମାନେ ଶ୍ମଶାନରେ ରହିବା ସହ ସେଠାରେ...

ଭାରତର ନାଁ ନେଇ ପାକିସ୍ତାନକୁ ସତର୍କ କରାଇଲା ତାଲିବାନ

କାବୁଲ,୫।୧: ଦୀର୍ଘ ଦିନ ଧରି ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସୀମା ବିବାଦ ଏକ ପ୍ରମୁଖ ପ୍ରସଙ୍ଗ ହୋଇଆସୁଛି ଯାହା ନିକଟ ଅତୀତରେ ଗଭୀର ହେବାରେ...

କେଶ ଝଡ଼େ, ହେଲେ ନିଶ ଦାଢ଼ି ଝଡ଼େନା କାହିଁକି? ଜାଣନ୍ତୁ…

କେଶ ଝଡ଼ିବା ଏବେ ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଯାହାକୁ ଦେଖିବ ସେ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ କେବେ ଭାବିଛନ୍ତି କି...

ଚାଇନା ଫୁଡ ମାର୍କେଟରେ ଲାଗିଲା ନିଆଁ, ୮ ମୃତ ୧୫ ଗୁରୁତର

ବେଜିଂ,୪।୧: ଚାଇନାର ଉତ୍ତର ସହର ଝାଙ୍ଗଜିଆକୋ ସହରର ଏକ ଫୁଡ ମାର୍କେଟରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୮ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ...

ପାକିସ୍ତାନ ଦଶା ଭୋଗିବ ବାଂଲାଦେଶ: ଭାରତର ସାହାଯ୍ୟ ସତ୍ତ୍ୱେ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତି

ନୂଆଦିଲ୍ଲୀ,୪।୧: ଭାରତ ସହିତ ଖରାପ ସମ୍ପର୍କ ବାଂଲାଦେଶକୁ ପ୍ରଭାବିତ କରିବା ଆରମ୍ଭ କରିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଖାଦ୍ୟ ଯୋଗାଣ ସଙ୍କଟ ଏବଂ ବୃଦ୍ଧି ପାଉଥିବା...

ଦୃଷ୍ଟିବାଧିତଙ୍କ ସୃଜନଶୀଳତା ପାଇଁ ବ୍ରେଲି

ମନର କଥା ଏବଂ ସୃଜନଶୀଳତାର ପରିପ୍ରକାଶ ପାଇଁ ସଭିଙ୍କ ମନରେ ଥାଏ ବହୁ ଉତ୍କଣ୍ଠା। ମାତ୍ର ଦୃଷ୍ଟିବାଧିତଙ୍କ ଭଳି କେତେକଙ୍କ ପକ୍ଷରେ ଅକ୍ଷର ଚିହ୍ନିବା, ପଢ଼ିବା...

୨୦ ହଜାର ଡଲାରର ହୀରା ଉପହାର

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୪ା୧: ୨୦୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତବେଳେ ସେଠାକାର ରାଷ୍ଟ୍ରପତିଙ୍କ ସ୍ତ୍ରୀ ଜିଲ୍‌ ବାଇଡେନ୍‌ଙ୍କୁ ୨୦,୦୦୦ ଡଲାର (ପ୍ରାୟ ୧୭.୧୫ ଲକ୍ଷ ଟଙ୍କା) ମୂଲ୍ୟର...

ହସିନାଙ୍କୁ ମାଗୁଛି ବାଂଲାଦେଶ, ହେଲେ ୟୁନୁସ ସରକାର କରିଦେଲେ ଏମିତି ଭୁଲ, ଏବେ ଭାରତ କ’ଣ କରିବ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୩।୧: ବାଂଲାଦେଶ ବାରମ୍ବାର ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବି କରୁଛି। ସେ ଭାରତକୁ ନିବେଦନ କରିଛି। ଏବେ ପ୍ରଶ୍ନ ହେଉଛି ଭାରତ ଶେଖ ହସିନାଙ୍କୁ ହସ୍ତାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri