ସାହିତି୍ୟକା ହାନ୍‌ କାଙ୍ଗ୍‌ ପାଇବେ ସାହିତ୍ୟ ପାଇଁ ନୋବେଲ ପୁରସ୍କାର

ସିଓଲ,୧୦ା୧୦: ଦକ୍ଷିଣ କୋରିଆ ଲେଖକ ହାନ୍‌ କାଙ୍ଗ୍‌ଙ୍କୁ ୨୦୨୪ ସାହିତ୍ୟରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା।
ଏହି ପୁରସ୍କାର ସ୍ବିଡେନ ଏକାଡେମୀ ଦ୍ୱାରା ପ୍ରଦାନ କରାଯାଇଛି ଏବଂ ଏହାର ମୂଲ୍ୟ ୧.୧ ମିଲିୟନ ଡଲାର।
ହାନ୍‌ କାଙ୍ଗ ୧୯୭୦ରେ ଦକ୍ଷିଣ କୋରିଆର ଗ୍ବାଙ୍ଗଜୁରେ ଜନ୍ମଗ୍ରହଣ କରିଥିଲେ। ସେ ସାହିତି୍ୟକ ପୃଷ୍ଠଭୂମିରୁ ଆସିଛନ୍ତି, ତାଙ୍କ ପିତା ଜଣେ ପ୍ରତିଷ୍ଠିତ ଔପନ୍ୟାସିକ। ସେ ୧୯୯୩ରେ ମୁନ୍‌ହାକ୍‌-ଗଓ୍ବା-ସାହୋ। ଶୀତ ସଂଖ୍ୟାରେ ‘ସିଓଲରେ ଶୀତ’ ସମେତ ପାଞ୍ଚଟି କବିତା ପ୍ରକାଶ କରି କବି ଭାବରେ ତାଙ୍କର ସାହିତ୍ୟିକ ଡେବ୍ୟୁ କରିଥିଲେ। ପରବର୍ତ୍ତୀ ବର୍ଷ ସେ ଉପନ୍ୟାସକାର ଭାବରେ କ୍ୟାରିଅର୍‌ ଆରମ୍ଭ କରିଥିଲେ ୧୯୯୪ରେ ସିଲ ସିନ୍ମୁନ ବସନ୍ତ ସାହିତ୍ୟ ପ୍ରତିଯୋଗିତା ‘ରେଡ ଆଙ୍କର୍‌’ସହିତ ସେ ତାଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ସଂଗ୍ରହକୁ ୟୋସୁ (ମୁଞ୍ଜି ପ୍ରକାଶନ କମ୍ପାନୀ) ୧୯୯୫ରେ ପ୍ରକାଶ କରିଥିଲେ। ସେ ଆର୍ଟ କାଉନସିଲ କୋରିଆର ସହଯୋଗରେ ୧୯୯୮ରେ ୩ ମାସ ପାଇଁ ଆଇଓ ବିଶ୍ୱବିଦ୍ୟାଳୟର ଅନ୍ତର୍ଜାତୀୟ ଲେଖା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜାକୁ ନେଇ ୟୁ ଟର୍ନ ନେଲା ବାଂଲାଦେଶ, କହିଲା ଏହା କେବଳ ହିନ୍ଦୁ ନୁହେଁ ସମସ୍ତଙ୍କର ଉତ୍ସବ…

ଢାକା,୧୦।୧୦: ବାଂଲାଦେଶରେ ଶେଖ ହାସିନା କ୍ଷମତାରୁ ବିଦାୟ ନେବା ପରେ ସେଠାରେ ଥିବା ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟକୁ ଟାର୍ଗେଟ କରାଯାଇଛି ଏବଂ ସେମାନଙ୍କ ବିରୋଧରେ କ୍ରମାଗତ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସାରେ ଶତମୁଖ ଡୋନାଲ୍ଡ ଟ୍ରମ୍ପ: କହିଲେ-‘ମୋର ବନ୍ଧୁ, ସୁନ୍ଦର ମଣିଷ’

ନୂଆଦିଲ୍ଲୀ,୯ା୧୦: ଯୁକ୍ତରାଷ୍ଟ୍ରର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିବା ସହ ତାଙ୍କୁ ତାଙ୍କର...

ରସାୟନ ବିଜ୍ଞାନରେ ଡେଭିଡ ବେକର, ଡେମିସ ହାସାବିସ୍ ଏବଂ ଜନ୍ ଜମ୍ପର୍ଙ୍କୁ ମିଳିବ ନୋବେଲ୍

ନୂଆଦିଲ୍ଲୀ,୯ା୧୦: ଆମେରିକାର ବୈଜ୍ଞାନିକ ଡେଭିଡ ବେକର ଏବଂ ଜନ୍ ଜମ୍ପର ଏବଂ ବ୍ରିଟେନର ଡେମିସ୍ ହାସାବିସଙ୍କୁ ରସାୟନ ବିଜ୍ଞାନରେ ୨୦୨୪ ନୋବେଲ ପୁରସ୍କାର ମିଳିବ। ପ୍ରୋଟିନର...

ଶ୍ରୀଲଙ୍କାରେ ଚାଇନାର ଯୁଦ୍ଧ ଜାହାଜ

ନୂଆଦିଲ୍ଲୀ,୯ା୧୦: ଚାଇନାର ଏକ ସାମରିକ ପ୍ରଶିକ୍ଷଣ ଜାହାଜ ଶ୍ରୀଲଙ୍କାର କଲମ୍ବୋ ବନ୍ଦରରେ ପହଞ୍ଚିଛି। ଏଥିପାଇଁ ଶ୍ରୀଲଙ୍କାର ନୂଆ ସରକାର ଦେଇଥିବା ଅନୁମତିକୁ ଏହାର ବହିର୍ବ୍ୟାପାର ମନ୍ତ୍ରୀ...

ପଦାର୍ଥ ବିଜ୍ଞାନରେ ନୋବେଲ ଜିତିଲେ ଜନ୍ ହୋପଫିଲଡ ଓ ଜିଓଫ୍ରେ ହିଣ୍ଟନ

ନୂଆଦିଲ୍ଲୀ,୮।୧୦: ଆମେରିକୀୟ ବୈଜ୍ଞାନିକ ଜନ୍ ହୋପଫିଲ୍ଡ ଏବଂ ବ୍ରିଟେନ-କାନାଡିୟ ବୈଜ୍ଞାନିକ ଜିଓଫ୍ରେ ହିଣ୍ଟନଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ମିଳିଛି। ଏହି ଦୁଇ ବୈଜ୍ଞାନିକ ମେଶିନ୍...

ପାକିସ୍ତାନ ଯାଇ ଭାରତକୁ କାହିଁକି ପ୍ରଶଂସା କଲେ ଜାକିର ନାୟକ

ଇସଲାମାବାଦ,୮।୧୦: ଭାରତ ବିରୋଧରେ ବିଷ ଓଗାଳୁ ଥିବା ଜାକିର ନାୟକ ବର୍ତ୍ତମାନ ପାକିସ୍ତାନ ଗସ୍ତରେ ଅଛନ୍ତି। ସେ ୨୮ଅକ୍ଟୋବର ପର୍ଯ୍ୟନ୍ତ ପାକିସ୍ତାନରେ ରହିବାକୁ ଯାଉଛନ୍ତି। ତେବେ...

୩ ଦଶନ୍ଧିରେ ନଦୀଗୁଡ଼ିକ ପାଇଁ ୨୦୨୩ ସବୁଠୁ ଶୁଷ୍କ ବର୍ଷ

ଜେନେଭା, ୮।୧୦: ନିକଟରେ ବିଶ୍ୱବ୍ୟାପୀ ଦେଖାଦେଇଥିବା ଜଳ ସଙ୍କଟର ଏକ ଚିନ୍ତାଜନକ ବିଷୟକୁ ବିଶ୍ୱ ପାଣିପାଗ ସଙ୍ଗଠନ(ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ସୋମବାର ଜାରି ହୋଇଥିବା ‘ଷ୍ଟେଟ ଅଫ୍‌ ଗ୍ଲୋବାଲ...

ବର୍ଷକରେ ଧ୍ୱଂସସ୍ତୂପ ପାଲଟିଛି ଗାଜା

ତେଲ୍‌ ଆଭିଭ୍‌/ଗାଜା ଷ୍ଟ୍ରିପ୍‌,୮ା୧୦: ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧକୁ ସୋମବାର ବର୍ଷେ ପୂରିଛି। ଇସ୍ରାଏଲ୍‌ର ଆକ୍ରମଣରେ ଗାଜା ବର୍ଷକ ମଧ୍ୟରେ ଏକପ୍ରକାର ଧ୍ୱଂସସ୍ତୂପରେ ପରିଣତ ହୋଇଥିବା ସାଟେଲାଇଟ୍‌ ଫଟୋରୁ ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri