Posted inଖେଳ

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟର ଦ୍ୱିତୀୟ ଦିନରେ ଏହି ଉପଲବ୍ଧି ହାସଲ କରିଛନ୍ତି। ତେବେ ସେ ଚଳିତ ବର୍ଷ ଏଭଳି ଉପଲବ୍ଧି ହାସଲ କରିଥିବା ପ୍ରଥମ ଭାରତୀୟ ମଧ୍ୟ ପାଲଟିଛନ୍ତି। ଇଂଲଣ୍ଡର ତାରକା ବ୍ୟାଟ୍ସମ୍ୟାନ୍‌ ଜୋ ରୁଟ୍‌ ୧୪ ଟେଷ୍ଟରେ ୫୯.୩୧ ହାରରେ ୫ ଶତକ ଏବଂ ୪ ଅର୍ଦ୍ଧଶତକ ସହ ୧୩୦୫ ରନ୍‌ କରି ତାଲିକା ଶୀର୍ଷରେ ଅଛନ୍ତି।
୨୦୨୪ରେ ଏଯାବତ ଖେଳିଥିବା ୧୦ ଟେଷ୍ଟରେ ଯଶସ୍ବୀ ୭୫.୮୮ ଷ୍ଟ୍ରାଇକ୍‌ ରେଟ୍‌ରେ ୧୦୦୭ରନ୍‌ କରିଥିଲେ। ଗତ ବର୍ଷ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଡେବ୍ୟୁ କରି ୧୭୧ ରନ୍‌ କରିବା ପରେ ସେ ଆଗକୁ ବଢ଼ି ଚାଲିଛନ୍ତି। ଏବେ ତାଙ୍କର ଆଗାମୀ ଲକ୍ଷ୍ୟ ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ସିରିଜ ଉପରେ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ...

ଗମ୍ଭୀରଙ୍କ ଅଦ୍ଭୁତ ଷ୍ଟ୍ରାଟେଜି: ଶେଷ ଓଭରରେ କଲେ ଏମିତି ମିଳିଲା ତୁରନ୍ତ ସଫଳତା

ଧର୍ମଶାଳା,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ଏକ ଅଦ୍ଭୁତ ରଣନୀତି...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ...

ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍‌

ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି।...

ବିସିସିଆଇର କଡ଼ା ନିର୍ଦ୍ଦେଶ: ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ୨ଟି ମ୍ୟାଚ୍ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ସମସ୍ତ ଜାତୀୟ ଦଳର ଖେଳାଳିଙ୍କ ପାଇଁ ଏକ କଡ଼ା ନିୟମ ଲାଗୁ କରିଛି। ଆସନ୍ତା ଡିସେମ୍ବର ୨୪ରୁ...

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri