Posted inଖେଳ

ଯଶସ୍ବୀ ଜୟଶଓ୍ବାଲଙ୍କ ଗର୍ଲଫ୍ରେଣ୍ଡଙ୍କୁ ନେଇ ସୋସିଆଲ ମିଡିଆରେ ଖୁବ ଆଲୋଚନା

ନୂଆଦିଲ୍ଲୀ,୨୯।୧: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ପ୍ରଥମ ଟେଷ୍ଟ ଦମଦାର ଅନ୍ଦାଜରେ ଆରମ୍ଭ କରିଥିଲା। ଅନେକ ଖେଳାଳି ଟିମ ଇଣ୍ଡିଆରୁ ଉତ୍କୃଷ୍ଟ ଇନିଂସ ଖେଳିଥିଲେ। ସେହି ନାମଗୁଡ଼ିକ ମଧ୍ୟରୁ ଗୋଟିଏ ହେଲା ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟଶୱାଲ। ଏହି ମ୍ୟାଚର ପ୍ରଥମ ଇନିଂସରେ ଜୟଶୱାଲ ୮୦ ରନ ସଂଗ୍ରହ କରିଥିଲେ। କିନ୍ତୁ ଏହି ମ୍ୟାଚ ସମୟରେ ତାଙ୍କ ବ୍ୟାଟିଂ ବିଷୟରେ କମ ଆଲୋଚନା ହେଉଛି କିନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସହ ଜଡିତ ପ୍ରଶ୍ନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୋସିଆଲ ମିଡିଆରେ ଜଣେ ଝିଅର ଫଟୋ ଭାଇରାଲ ହୋଇଛି, ଯାହାର ନାମ ଜୟଶୱାଲଙ୍କ ସହ ଜଡିତ ଅଛି।

ସୋସିଆଲ ମିଡିଆରେ ଦାବି କରାଯାଇଛି ଯେ ମହିଳାଙ୍କ ଫଟୋ ଇଣ୍ଡିଆ ବନାମ ଇଂଲଣ୍ଡ ଟେଷ୍ଟରୁ ଆସିଛି। ଫଟୋରେ ଝିଅଟି ଧଳା ରଙ୍ଗର ଭାରତୀୟ ଟି-ସାର୍ଟ ପିନ୍ଧିଛନ୍ତି। ଏହା ସହିତ ପ୍ରାୟ ଏକ ବର୍ଷ ପୂର୍ବେ ଯଶାସ୍ବୀ ଜୟଶୱାଲଙ୍କ ଇନଷ୍ଟାଗ୍ରାମ ପୋଷ୍ଟ ମଧ୍ୟ ଭାଇରାଲ ହୋଇଛି। ଯେଉଁଥିରେ ସେ ଦୁଇଜଣ ମହିଳାଙ୍କ ସହ ନଜର ଆସିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ସେହି ଝିଅ, ଯାହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ ଭାଇରାଲ ହୋଇଥିବା ଫଟୋରେ ଝିଅଟି ଚଷମା ପିନ୍ଧିଛନ୍ତି। ଜୟଶୱାଲ ସେହି ପୁରୁଣା ପୋଷ୍ଟରେ ନିଜ ପରିବାରକୁ ଟ୍ୟାଗ କରିଛନ୍ତି। ଏସବୁ ସହିତ ମ୍ୟାଡି ହାମିଲଟନ ନାମକ ଏକ ଘରୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ ମଧ୍ୟ ଭାଇରାଲ ହେଉଛି, ଯାହାକୁ ପ୍ରଶଂସକମାନେ ସମାନ ଝିଅର ଆକାଉଣ୍ଟ ବୋଲି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନଙ୍କ ରେକର୍ଡ ଭାଙ୍ଗିଦେଲେ ଯଶସ୍ବୀ ଜୟସ୍ବାଲ

ମେଲବୋର୍ନ,୨୭।୧୨: ଅଷ୍ଟ୍ରେଲିଆ ବିପକ୍ଷ ମେଲବୋର୍ନ ଟେଷ୍ଟର ଦ୍ୱିତୀୟ ଦିନରେ ଭାରତ ୪ ଉଇକେଟ ହରାଇ ୧୬୪ ରନ ସଂଗ୍ରହ କରିଛି। ଏହି ସମୟ ମଧ୍ୟରେ ଟିମ...

ସ୍ମିଥଙ୍କ ଶତକ:ଅଷ୍ଟ୍ରେଲିଆ ୪୭୪ ରନ୍‌ରେ ଅଲଆଉଟ୍‌

ମେଲବୋର୍ନ,୨୭।୧୨:ମେଲବୋର୍ନ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୪୭୦ ରନ ସଂଗ୍ରହ କରିଛି। ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ଦଳ ୩୧୧ ସ୍କୋର ସହ ଇନିଂସ ଅଗ୍ରଗତି କରିବା...

କଳା ବ୍ୟାଣ୍ଡ୍‌ ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

ମେଲବୋର୍ନ,୨୭।୧୨: ବର୍ଡର-ଗାଭାସ୍କର ଟ୍ରଫି ୨୦୨୫-୨୫ର ଚତୁର୍ଥ ଟେଷ୍ଟ ମ୍ୟାଚ ଜାନୁଆରୀ ୨୬ରୁ ଖେଳାଯାଉଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏହି ଟେଷ୍ଟ ମ୍ୟାଚ ଖେଳାଯାଉଛି। ଅଷ୍ଟ୍ରେଲିଆ ଦଳ...

ସମସ୍ତଙ୍କ ସାମ୍ନାରେ ନିଜର ଭୁଲ ସ୍ବୀକାର କଲେ କୋହଲି, କହିଲେ-ହଁ, ମୁଁ…

ନୂଆଦିଲ୍ଲୀ,୨୬।୧୨: ବର୍ଡର-ଗାଭାସ୍କର ଟ୍ରଫିରେ କ୍ରିକେଟର ବିରାଟ କୋହଲିଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ପର୍ଥ ଟେଷ୍ଟରେ ଶତକ ଲଗାଇଥିଲେ ହେଁ ଆଗାମୀ ୩...

ପ୍ରଥମ ଦିନରେ ଅଷ୍ଟ୍ରେଲିଆର ଆଧିପତ୍ୟ ଜାରି: ୪ ବ୍ୟାଟ୍ସମ୍ୟାନ୍‌ ହାସଲ କଲେ ଅର୍ଦ୍ଧଶତକ

ମେଲବୋର୍ନ,୨୬।୧୨: ମେଲବୋର୍ନରେ ଖେଳାଯାଉଥିବା ବକ୍ସିଂ ଡେ ଟେଷ୍ଟର ପ୍ରଥମ ଦିନ ଆୟୋଜକ ଅଷ୍ଟ୍ରେଲିଆ ନାମରେ ହୋଇଥିଲା। ପାଞ୍ଚ ମ୍ୟାଚ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚରେ ୧୯...

ଏହି କାମ ପାଇଁ କୋହଲିଙ୍କ ଉପରେ ଲାଗିଲା ଜୋରିମନା

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ବିରାଟ କୋହଲି ପ୍ରଥମ ଅଧିବେଶନରେ ସାମ କନଷ୍ଟାସଙ୍କ ସହ ମୁହାଁମୁହିଁ ହୋଇଥିଲେ। ପଡ଼ିଆରେ ଝଗଡା...

୧,୧୧୨ ଦିନ ପରେ ଭାଙ୍ଗିଲା ରେକର୍ଡ: ବୁମ୍‌ରାଙ୍କ ମୁଣ୍ଡବିନ୍ଧା ବଢାଇଲେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌

ମେଲବୋର୍ନ,୨୬।୧୨: ଡିସେମ୍ବର ୨୬ରୁ ବକ୍ସିଂ ଡେ ଟେଷ୍ଟ ଆରମ୍ଭ ହୋଇଛି। ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଏହା ହେଉଛି ଚତୁର୍ଥ ଟେଷ୍ଟ ମ୍ୟାଚ। ଭାରତ ଏବଂ ଅଷ୍ଟ୍ରେଲିଆ...

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ

ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri