Posted inଫୁରସତ

ପବନ ଟର୍ବାଇନର ବ୍ଲେଡରେ ସାଇକେଲ ଚଳାଉଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ…

ପ୍ରାୟତଃ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଫଟୋ ଭାଇରାଲ ହୋଇଥାଏ। ଯାହାକୁ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। ଭାଇରାଲ ଭିଡିଓରେ, ଜଣେ ବ୍ୟକ୍ତି ଏପରି ଆଶ୍ଚର୍ଯ୍ୟଜନକ ପ୍ରଦର୍ଶନ ଦେଖାଉଛନ୍ତି ଯାହାକୁ ଦେଖି ଯେକେହି ଏହାକୁ ବିପଜ୍ଜନକ ନ କହି ରହି ପାରିବେ ନାହିଁ। ଏ ଭଳି କାର୍ଯ୍ୟ କରିବା ପୂର୍ବରୁ ଅନେକ ଥର ଚିନ୍ତା କରିବାକୁ ପଡ଼ିବ। କାରଣ ବେଳେବେଳେ ଏହିପରି ସାଂଘାତିକ ଷ୍ଟଣ୍ଟଗୁଡ଼ିକ ସମସ୍ତେ କରିପାରିବେ ନାହିଁ। ଏହି ଭିଡିଓ ଯାହା ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ଏଥିରେ ଜଣେ ବ୍ୟକ୍ତି ପବନ ଟର୍ବାଇନର ବ୍ଲେଡରେ ସାଇକେଲ ଚଳାଉଥିବାର ଦେଖାଯାଏ । ଭିଡିଓରେ, ବ୍ୟକ୍ତି ଜଣକ କ୍ୟାମେରାକୁ ପ୍ରତ୍ୟେକ ଦିଗରୁ କ୍ୟାପଚର କରୁଥିବା ନଜର ଆସିଛନ୍ତି ଶେଷରେ, ବ୍ୟକ୍ତି ଜଣକ ୱିଣ୍ଡମିଲର ବ୍ଲେଡରେ ଠିଆ ହୋଇ ହାତରେ ସାଇକେଲକୁ ଉଠାଉଥିବା ଦେଖାଯାଏ ।
ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ସପ୍ତାହକୁ ୧୮ ହଜାର କି.ମି. ଯାତ୍ରା

ବେଜିଂ: ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଖବର ସମସ୍ତଙ୍କ ହୃଦୟ ଜିତିପାରିଛି। ଅଷ୍ଟ୍ରେଲିଆରେ ପଢ଼ୁଥିବା ଚାଇନାର ଜଣେ ଛାତ୍ର ନିଜ ଅଧ୍ୟୟନ ଓ ପ୍ରେମିକାଙ୍କ...

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା...

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri