୧୦ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୨।୫(ବ୍ୟୁରୋ): କାଳବୈଶାଖୀ ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ବିଶେଷକରି ୧୦ଟି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି । ଏହି ଜିଲାଗୁଡ଼ିକ ହେଲେ ନୂଆପଡ଼ା,ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ଏହି ସବୁ ଜିଲାରେ ଝଡ଼ପବନ ସହ ଘଡ଼ଘଡ଼ି ଓ ବର୍ଷା ହେବାର ସମ୍ଭାବନା ରହିଛି । ୩୦ରୁ ୪୦ କିଲୋମିଟର ମଧ୍ୟରେ ପବନ ମଧ୍ୟ ବହିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର...

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା।...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ...

ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା...

ଧରାପଡ଼ିଲେ ରସୁଲଗଡ଼ ବିଚ୍‌ ରାସ୍ତାରେ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ, ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ୱର,୮ା୧: ରାଜଧାନୀର ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି। ଉକ୍ତ ଘଟଣାରେ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍କାଡ୍‌ ନୟାଗଡ଼...

ପିକ୍‌ନିକ୍‌ ପାଇଁ ବାଦୁବାଡ଼ିରେ ଜମୁଛି ଭିଡ଼, ଭୋଜିଭାତ କରି ମଜା ଉଠାଉଛନ୍ତି ଲୋକେ

ରାଇକିଆ,୮ା୧(ପ୍ରଦୀପ ବେହେରା): ଏବେ ଚାଲିଛି ପିକ୍‌ନିକ୍‌ ଋତୁ। ସବୁଠି ବଣଭୋଜିର ଆସର। କନ୍ଧମାଳ ଜିଲା ନୂଆଗାଁ ବ୍ଲକର ଗୁଞ୍ଜିବାଡ଼ି ନିକଟରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବାଦୁବାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri