Posted inଜାତୀୟ

ଉତ୍ତର ପ୍ରଦେଶରେ ଇଲେକ୍ଟ୍ରିକ ଗାଡ଼ି ଉପରେ ୩ ବର୍ଷ ପର୍ଯ୍ୟନ୍ତ ଲାଗିବ ନାହିଁ କୌଣସି ଟ୍ୟାକ୍ସ

ଲକ୍ଷ୍ନୌ,୫ ।୩: ଇଲେକ୍ଟ୍ରିକ ଗାଡ଼ି କ୍ରୟକୁ ପ୍ରୋତ୍ସାହନ ଦେବାକୁ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟ ସରକାର ୩ ବର୍ଷ ପର୍ଯ୍ୟନ୍ତ ଇଲେକ୍ଟ୍ରିକ ଗାଡ଼ି କ୍ରୟ ଉପରେ ରୋଡ ଟ୍ୟାକ୍ସ ଓ ରେଜିଷ୍ଟ୍ରେଶନ ଶୁଳ୍କ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି । ଶୁକ୍ରବାର ରାଜ୍ୟ ସରକାର ଏକ ବୟାନରେ ଏହା କହିଛନ୍ତି ।
ସରକାରଙ୍କ ଅନୁଯାୟୀ, ୩ ବର୍ଷର ଗଣନା ୧୪ ଅକ୍ଟୋବର ୨୦୨୨ରୁ କରାଯିବ । କେବଳ ସେତିକି ନୁହେଁ ଯଦି କୌଣସି ବ୍ୟକ୍ତି ରାଜ୍ୟରେ ନିର୍ମିତ ଇଲେକ୍ଟ୍ରିକ ଗାଡ଼ି କ୍ରୟ କରିବେ ତେବେ ତାଙ୍କୁ ୩ ବର୍ଷ ନୁହେଁ ବରଂ ୫ ବର୍ଷ ପର୍ଯ୍ୟନ୍ତ କୌଣସି ଟ୍ୟାକ୍ସ ଦେବାକୁ ପଡିବ ନାହିଁ । ସରକାରଙ୍କ ପକ୍ଷରୁ ଉତ୍ତର ପ୍ରଦେଶର ସମସ୍ତ ଜିଲାର ଆରଟିଓକୁ ତତ୍କାଳ ପ୍ରଭାବ ପାଇଁ ନିର୍ଦ୍ଦେଶ ସୁନିଶ୍ଚିତ କରିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri