ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ରିଙ୍କୁ ସିଂ: ଜାଣନ୍ତୁ କାହିଁକି

ଲକ୍ଷ୍ନୌ,୨୭।୮: ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ଲକ୍ଷ୍ନୌରେ ଥିବା ତାଙ୍କ ସରକାରୀ ବାସଭବନରେ ଭେଟି ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ। ଏହି ସମୟରେ ତାଙ୍କୁ ଧଳା ଟି-ଶର୍ଟ ଏବଂ କଳା ପ୍ୟାଣ୍ଟରେ ଦେଖିବାକୁ ମିଳିଥିଲା।

ଏହି ସାକ୍ଷାତବେଳେ ଉତ୍ତରପ୍ରଦେଶର ସଂଖ୍ୟାଲଘୁ କଲ୍ୟାଣ ମନ୍ତ୍ରୀ ଡାନିସ୍‌ ଆଜାଦ ଅନସାରୀ ମଧ୍ୟ ଉପସ୍ଥିତ ଥିଲେ। ରିଙ୍କୁ ସୋସିଆଲ ମିଡିଆ ମାଧ୍ୟମରେ ଏହି ସାକ୍ଷାତର ଫଟୋ ଶେୟାର କରିଥିଲେ। ଦ୍ୱିତୀୟ ଫଟୋରେ, ରିଙ୍କୁ ମଧ୍ୟ ବ୍ୟାଟ ଉପରେ ଯୋଗୀଙ୍କ ଅଟୋଗ୍ରାଫ ନେଉଥିବାର ନଜର ଆସିଥିଲେ। ଏହି ଫଟୋଗୁଡ଼ିକର କ୍ୟାପସନ ଦେଇ ଭାରତୀୟ ବ୍ୟାଟ୍ସମ୍ୟାନ ଲେଖିଛନ୍ତି, ମାନ୍ୟବର ମୁଖ୍ୟ ଯୋଗୀ ଆଦିତ୍ୟନାଥ ଜୀଙ୍କୁ ଭେଟି ଅତ୍ୟନ୍ତ ଗର୍ବିତ ଅନୁଭବ କରୁଛି। ଏହି ସୁଯୋଗ ପାଇଁ ମୁଁ କୃତଜ୍ଞ।
ସୂଚନାଯୋଗ୍ୟ ଯେ, ଆଜିକାଲି ରିଙ୍କୁ ୟୁପି ଟି-୨୦ ଲିଗ ୨୦୨୪ରେ ଅଂଶଗ୍ରହଣ କରୁଛନ୍ତି। ଟିମ ଇଣ୍ଡିଆ ପାଇଁ ରିଙ୍କୁ ଏପର୍ଯ୍ୟନ୍ତ ୨ଟି ଦିନିକିଆ ଏବଂ ୨୩ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

କେନ୍ଦ୍ରକୁ ହାଇକୋର୍ଟ ଝଟକା: ସରକାର ଫେକ୍‌ ନ୍ୟୁଜ୍‌ର ସଂଜ୍ଞା ନିରୂପଣ କରିପାରିବେ ନାହିଁ

ମୁମ୍ବାଇ,୨୧ା୯:ସୂଚନା ଓ ପ୍ରଯୁକ୍ତି (ଆଇଟି) ଆଇନ ଅଧୀନରେ ଫ୍ୟାକ୍ଟ ଚେକିଂ ୟୁନିଟ୍‌ (ଏଫ୍‌ସିୟୁ) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସରକାର ଚଳାଇଥିବା ଉଦ୍ୟମକୁ ଝଟ୍‌କା ଲାଗିଛି।...

ଅସୁରକ୍ଷିତ ଖାଦ୍ୟ: ବର୍ଷକୁ ୪.୨ ଲକ୍ଷ ମୃତ୍ୟୁ

ନୂଆଦିଲ୍ଲୀ,୨୧ା୯: ବିଶ୍ୱରେ ଅସୁକ୍ଷିତ ଖାଦ୍ୟ ଖାଇ ପ୍ରତିବର୍ଷ ୬୦୦ ନିୟୁତ ଲୋକ ରୋଗଗ୍ରସ୍ତ ହେଉଥିବାବେଳେ ୪ ଲକ୍ଷ ୨୦ ହଜାର ପ୍ରାଣ ହରାଉଛନ୍ତି। ଅସୁରକ୍ଷିତ ଖାଦ୍ୟ...

ପାକ୍‌ ମନ୍ତବ୍ୟ: ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ଭର୍ତ୍ସନା

ନୂଆଦିଲ୍ଲୀ,୨୧ା୯: କର୍ନାଟକ ହାଇକୋର୍ଟର ବିଚାରପତି ବେଦବ୍ୟାସଚାର ଶ୍ରୀଶାନନ୍ଦ ନିକଟରେ ଏକ ମାମଲାର ଶୁଣାଣି ବେଳେ ଦେଇଥିବା ବିବାଦୀୟ ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ ରାଜ୍ୟର ମୁଖ୍ୟ ବିଚାରପତିଙ୍କଠାରୁ...

ଲୋକଙ୍କ ଆସ୍ଥା ସହ ଖେଳ

ନୂଆଦିଲ୍ଲୀ,୨୧ା୯: ତିରୁପତି ଲଡ଼ୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଏବଂ ମାଛ ତେଲ ରହିଥିବା ଅଭିଯୋଗ ଉପରେ କେନ୍ଦ୍ର ସରକାର ଶୁକ୍ରବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌....

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri