ଯୁବକଙ୍କୁ ପିଟିପିଟି ହତ୍ୟା, ସରପଞ୍ଚଙ୍କ ଘରେ ନିଆଁ ଲଗାଇଦେଲେ ଉତ୍ତ୍ୟେକ୍ତ ଲୋକେ

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧିନସ୍ଥ ଶ୍ରୀଜଙ୍ଗ ଗାଁରେ ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ପିଟିପିଟି ହତ୍ୟା କରିଥିବାର ଜଣାପଡ଼ିଛି।
କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ପିଟିଥିଲେ କିଛି ଲୋକ। ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅବସ୍ଥାରେ ବାଲେଶ୍ୱର ମେଡିକାଲରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଖନ୍ତାପଡ଼ା ଥାନା ଅନ୍ତର୍ଗତ ଇଞ୍ଚୁଡ଼ି ପଞ୍ଚାୟତର ସଞ୍ଜୟ ଦଳେଇ (୩୫)। ଗୁରୁବାର ସଞ୍ଜୟ ଏକ ଚିଙ୍ଗୁଡ଼ି ପୋଖରୀ ହିଡ଼ରୁ କିଛି ଲୁହାଛଡ଼ ନେଇ ଆସିଥିଲେ। ପୋଖରୀ ମାଲିକ ଟୁନାକୁ ଚୋରି ଅଭିଯୋଗରେ ଆଣି ଇଞ୍ଚୁଡ଼ି ସରପଞ୍ଚ ରମଣୀ ରଞ୍ଜନ ମହାଳିକଙ୍କ ଜିମା ଦେଇଥିଲେ। ପରେ ସରପଞ୍ଚଙ୍କ ସମର୍ଥକମାନେ ସଞ୍ଜୟଙ୍କୁ ନିସ୍ତୁକ ପିଟିଥିଲେ ଲୋକେ। ଗୁରୁତର ସଞ୍ଜୟଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ତାଙ୍କ ମୃତ୍ୟୁକୁ ନେଇ ଗାଁରେ ଚାପା ଉତ୍ତେଜନା ଜାରି ରହିଛି। ଉତ୍ତ୍ୟକ୍ତ ଲୋକେ ସରପଞ୍ଚଙ୍କ ଘର ଆଗରେ ନିଆଁ ଲଗେଇ ଦେଇଛନ୍ତି। ଘଟଣାସ୍ଥଳରେ ଏଯାଏ ପୋଲିସ ପହଞ୍ଚି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରୁପାଛାଉଣି ହେବ ଶ୍ରୀମନ୍ଦିର ରତ୍ନପଲଙ୍କ, ପତିତପାବନ ମନ୍ଦିର

ପୁରୀ,୧୫ା୧୧(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନଅର୍ଥରୁ ମିଳିଥିବା...

ତେଲେଙ୍ଗିରି ଜଳଭଣ୍ଡାରରେ ଫାଟ:ଲିକ୍‌ ହେଉଛି ପାଣି, ଫସଲ ପ୍ରଭାବିତ ହେବା ଆଶଙ୍କା

ଜୟପୁର/ବୋରିଗୁମ୍ମା, ୧୫।୧୧(ପବନ ପାଣିଗ୍ରାହୀ/ବିଜୟ ସାହୁ):କୋରାପୁଟ ଜିଲାରେ ଜଳସେଚନ ଲକ୍ଷ୍ୟ ନେଇ ଇନ୍ଦ୍ରାବତୀର ଉପନଦୀ ତେଲେଙ୍ଗିରିକୁ ନେଇ ଜୟପୁର ବ୍ଲକ ରାଣୀଗଡ଼ରେ ଏକ ଜଳଭଣ୍ଡାର ନିର୍ମାଣ ପାଇଁ...

ଆଜିଠୁ ଐତିହାସିକ କଟକ ବାଲିଯାତ୍ରା

କଟକ,୧୫।୧୧(ଶିଳ୍ପା ପ୍ରିୟଦର୍ଶିନୀ):ଏସିଆ ମହାଦେଶର ସର୍ବବୃହତ୍‌ ମୁକ୍ତାକାଶ ମେଳା ତଥା ଐତିହାସିକ କଟକ ବାଲିଯାତ୍ରା ଶୁକ୍ରବାରଠାରୁ ଆରମ୍ଭ ହେବ। ଅପରାହ୍ନ ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଯମୁନା’ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ: ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ 

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଅବସ୍ଥିତ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଆଖପାଖ ସ୍ଥାନରେ ମହାବଳ ବାଘୁଣୀ ‘ଯମୁନା’କୁ ନେଇ...

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌...

ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଭକ୍ତଙ୍କ ଦାନରୁ ମିଳିଛି ୩୦୦ରୁ ଊର୍ଦ୍ଧ୍ୱ କେଜି ରୁପା: ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର 

ପୁରୀ,୧୪ା୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ...

ଚାଷୀଙ୍କ ସହ ଖେଳିଲେ ସିଧା ପଠାଯିବ ଜେଲ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ବିଜେଡିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଚାଷୀଙ୍କ ସ୍ବାର୍ଥରେ ବାଧା ଆଣିଲେ ଜେଲ ପଠାଯିବ। ସମବାୟ ସପ୍ତାହରେ ସମବାୟ ବିଭାଗରେ ଦୁର୍ନୀତିଗ୍ରସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri