ଛେଳି ପାଇଁ ଡାଳ ସଂଗ୍ରହ କରୁଥିଲେ, ଚାଲିଗଲା ଜୀବନ

ଟିକିରି,୨୮ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅଧୀନ ସୋରିଷପଦର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଉଚ୍ଚଶକ୍ତି ସମ୍ପନ୍ନ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବ୍ଲକ ଅନ୍ତର୍ଗତ ସେମିଳିଗୁଡ଼ା ଗ୍ରାମର ଜୟମନ ନାଏକ(୫୦)।

ସୂଚନା ଅନୁଯାୟୀ, ଜୟମନ ଛେଳି ପାଇଁ ଗଛରୁ ଡାଳ ସଂଗ୍ରହ କରିବାକୁ ନିକଟସ୍ଥ ସେମିତିଗୁଡ଼ା ଗ୍ରାମକୁ ଯାଇଥିଲେ। ଡାଳ କାଟିବା ସମୟରେ ନିମ୍ବଗଛ ଉପର ଦେଇ ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ଓଷପଡ଼ା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ଜୟମନଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବେଆଇନ ନିର୍ମାଣକାରୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ’

କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବିନା ପାର୍କିଂ ବ୍ୟବସ୍ଥାରେ ବ୍ୟବସାୟିକ କେନ୍ଦ୍ର ଗଢ଼ି ଉଠିଥିବାରୁ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ିଛି। ସେହିପରି ସରକାରୀ ଜମିରେ...

‘କେବଳ ଖାଦ୍ୟ ନିରାପତ୍ତା ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ବିହନ ସଂରକ୍ଷଣ ଜରୁରୀ’

କୋରାପୁଟ,୧୩ା୧୧(ଅମିତାଭ ବେହେରା): ପାରମ୍ପରିକ କୃଷି ଜୈବ ବିବିଧତାକୁ ସୁରକ୍ଷିତ ରଖିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର ଲାଣ୍ଡିଗୁଡ଼ାସ୍ଥିତ ସିଟି...

ମାଓବାଦୀଙ୍କ ବର୍ବରତା: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ କଲେ ହତ୍ୟା

ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି । ସେ ହେଲେ ସୁବଳ ଦୁଲାରୁ...

ଅପରେଶନବେଳେ ଜଙ୍ଗଲରୁ ୩ ମିଲିସିଆଙ୍କୁ ଗିରଫ କଲେ ସୁରକ୍ଷାବାହିନୀ

ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ବିଜାପୁର ନେମେଡ ଅଞ୍ଚଳରୁ ୩ ମିଲିସିଆଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋନୁ ଓୟମ, ସନୁ ଲେକାମ ଓ...

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କହିଲେ ସହରର ବିକାଶ ଲାଗି…

ପୁରୁଷୋତ୍ତମପୁର,୧୩ା୧୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ବୁଧବାର ସନ୍ଧ୍ୟାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ...

ଲୁହାରଡ୍‌ ଚୋରି କରି ଜେଲ୍‌ ଗଲେ ୮

କେସିଙ୍ଗା,୧୩ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଡୁମେର ମୁଣ୍ଡା ଗ୍ରାମସ୍ଥିତ କେସିଙ୍ଗା ଏନ୍‌ଏସିର ଆବର୍ଜନା ଗୃହଠାରୁ ଲୁହାରଡ୍‌ ଚୋରି ଘଟଣାରେ ୮ଜଣ ଚୋରଙ୍କୁ...

ହତ୍ୟାକାରୀଙ୍କୁ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ହତ୍ୟା ମାମଲାର କେନ୍ଦୁଝର ଅତିରିକ୍ତ ଜିଲା ଦୌରାଜଜ୍‌ ମମିତା ଦାସ ବୁଧବାର ଦୋଷୀ ସାବ୍ୟସ୍ତ କରି ରାୟରେ ସଦର ବ୍ଲକ ମଇଦାନ...

ମାଣ୍ଡିପଙ୍କାକୁ ଜଳଯୋଗାଣ ପରେ ଏବେ ରାସ୍ତା କାର୍ଯ୍ୟ ଆରମ୍ଭ

ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ବାସି ଜାଉ ଖାଇ ଦୁଇ ଜଣଙ୍କ ଅକାଳ ବିୟୋଗ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri