ଏକ ତରଫା ପ୍ରେମର କରୁଣ ପରିଣତି: ହୋଟେଲ ଛାତରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା!

ଭୁବନେଶ୍ୱରର,୧୫।୧୨: ଏକପାଖିଆ ପ୍ରେମରୁ ଗଲା ଜୀବନ। ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକ ଓୟୋ ହୋଟେଲ ଛାତରୁ ଡେଇଁପଡି ନିଜ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ଯୁବକ ନୟାଗଡ ଜିଲାର ଦୀପକ ନାୟକ ବୋଲି ଜଣାପଡିଛି।

ଖବର ଅନୁଯାୟୀ ଦୀପକ ଜଣେ ନୃତ୍ୟଶିଳ୍ପୀଙ୍କ ସହ ଏକପାଖିଆ ପ୍ରେମରେ ପଡ଼ିଥିଲେ। କିନ୍ତୁ ନୃତ୍ୟଶିଳ୍ପୀ ଜଣକ ପ୍ରେମକୁ ପ୍ରତ୍ୟାଖାନ କରିଥିଲେ, ଯାହା ହୁଏତ ତାଙ୍କୁ ଚରମ ପଦକ୍ଷେପ ନେବାକୁ ବାଧ୍ୟ କରିଥାଇପାରେ। ଘଟଣା ବିଷୟରେ ସୂଚନା ପାଇ ଭରତପୁର ପୋଲିସ ମୃତଦେହ ଜବତ କରିଛି ଏବଂ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ୍ମାନ କାର୍ଡ ପାଇଁ ଯାଉଥିବା ବେଳେ ମାଡ଼ିଗଲା ଟ୍ରକ

କଟକ,୧୧।୪: କଟକ ବାଲିଯାତ୍ରା ତଳ ପଡ଼ିଆରେ ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ, ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ...

ବିଜେଡିର ଭୀଷ୍ମ ମହାନ୍ତି ହେଲେ ଜିଲା ପରିଷଦ ଉପାଧ୍ୟକ୍ଷ

କେନ୍ଦ୍ରାପଡା, ୧୧ା୪(ଜଗନ୍ନାଥ ଧଳ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ଫାଙ୍କା ରହିଥିବା କେନ୍ଦ୍ରାପଡା ଜିଲା ପରିଷଦ ଉପାଧ୍ୟକ୍ଷ ପଦ ଶୁକ୍ରବାର ପୂରଣ ହୋଇଛି ା ଏହି...

ଘନୀଭୂତ ହେଲା ବାଣିଜ୍ୟ ଯୁଦ୍ଧ: ଆମେରିକୀୟ ସାମଗ୍ରୀ ଉପରେ ଶୁଳ୍କ ୧୨୫%କୁ ବୃଦ୍ଧି କଲା ଚାଇନା

ବେଜିଂ,୧୧।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବିଶାଳ ଶୁଳ୍କ ପ୍ରତିଜବାବରେ ଚାଇନା ଆମେରିକୀୟ ଉତ୍ପାଦ ଉପରେ ୧୨୫ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଛି।...

ବାପ, ପୁଅଙ୍କ ଆକ୍ରମଣରେ ବୃଦ୍ଧ ଆହତ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ନରସିଂହ ଦୋରା ନାମକ ଜଣେ ବୃଦ୍ଧଙ୍କୁ ତାଙ୍କ ପଡୋଶୀ ଏସ.କାମୁ ଦୋରା ଏବଂ ତାଙ୍କ ପୁଅ...

ବିଦ୍ୟାଳୟ ପରିଦର୍ଶନ କଲେ ବ୍ଲକ ଅଧ୍ୟକ୍ଷ, ଶ୍ରେଣୀ ଗୃହର ଅଭାବ ହେବ ଦୂର

କେସିଙ୍ଗା,୧୧।୪(ତୁମେଶର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ କସୃପଡାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟକୁ ବ୍ଲକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି ଶୁକ୍ରବାର ପରିଦର୍ଶନ କରି...

ଆବଶ୍ୟକ ପଡ଼ନ୍ତିନି ପୂଜକ, ମା’ଙ୍କୁ ନିଜ ହାତରେ ଶ୍ରଦ୍ଧାଳୁ ଖୁଆନ୍ତି ଭୋଗ

ତାଳଚେର,୧୧ା୪(ମନୋଜ ନନ୍ଦ): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ଅଗ୍ନିରୂପା ହିଙ୍ଗୁଳାଙ୍କ ପ୍ରସିଦ୍ଧ ବାର୍ଷିକ ଯାତ୍ରା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳ...

ଭୁବନେଶ୍ୱରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର,୧୧।୪: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ରାଜ୍ୟରେ ଆୟୁଷ୍ମାନ ଭାରତ...

ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା: ଜାଣନ୍ତୁ ଏହାର ଲାଭ, ଗୁରୁତ୍ୱ

ଭୁବନେଶ୍ୱର,୧୧।୪: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) ଶୁକ୍ରବାର ଓଡ଼ିଶାରେ ଆରମ୍ଭ ହୋଇଛି। AB-PMJAY ଏବଂ ପୂର୍ବରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image