ବଚସାରୁ ଆକ୍ରମଣ: ଚାଲିଗଲା ଯୁବକଙ୍କ ଜୀବନ

କୁନ୍ଦୁରା,୫।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ଏବଂ ବୈପାରୀଗୁଡ଼ା ସୀମାନ୍ତ ଗୁଣ୍ଡାଳ ବ୍ରିଜ ନିକଟରେ ବଚସାରୁ ଆକ୍ରମଣ କରିବା ଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୈପାରୀଗୁଡ଼ା ବ୍ଲକ୍‌ ଚେରେକା ପଞ୍ଚାୟତ ଅଧୀନ ଝଡିଗୁଡା ଗ୍ରାମର ମନୋହର ହରିଜନ(୪୦)।

ସୂଚନାଯୋଗ୍ୟ, ତାଙ୍କୁ ଏକ ମାରଣାସ୍ତ୍ରରେ ପେଟରେ ଆକ୍ରମଣ କରାଯାଇଥିଲା। ଏହାପରେ ମନୋହରଙ୍କୁ କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କେଉଁ କାରଣରୁ ବଚସା ହୋଇ ହତ୍ୟା କାଣ୍ଡ ଘଟିଛି ତାହାର ତଦନ୍ତ ଚାଲିଥିବା ଥାନା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ଜିଲାପାଳଙ୍କୁ ଭାଜପା ଜିଲା ସଭାପତିଙ୍କ ଦୁର୍ବ୍ୟବହାର ଅଭିଯୋଗ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଅତିରିକ୍ତ ଜିଲାପାଳ (ଏଡିଏମ୍‌) ନିହାର ରଞ୍ଜନ କହଁରଙ୍କୁ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ...

ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା: ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପ୍ୟାରେଡ଼ ପଡିଆଠାରେ ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା...

ବିନା ସେଫ୍ଟିରେ ଚାଲିଛି ପାଣି ଟାଙ୍କି ନିର୍ମାଣ

ଗଞ୍ଜାମ,୨୧ା୩(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଓ ୧୨ ଦାମୋଦରପୁର କାଳୀମନ୍ଦିରସ୍ଥିତ କଲେଜ ରୋଡ୍‌ଠାରେ ବହୁ ଉଚ୍ଚତା ବିଶିଷ୍ଟ ପାଣି ଟାଙ୍କି...

ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍‌କୋ ସମ୍ପୂର୍ଣ୍ଣ...

ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ

ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ...

ଶିଶୁବାଟିକାରେ ନାମଲେଖାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର

ଦେବଗଡ଼,୨୧।୩(ଶଶାଙ୍କ ଶେଖର ଝାଙ୍କର): ସମଗ୍ର ଶିକ୍ଷା ଦେବଗଡ଼ ଆନୁକୂଲ୍ୟରେ ଜିଲାର ସରକାରୀ ବିଦ୍ୟାଳୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁମାନଙ୍କ ଶିଶୁବାଟିକା ଓ ୬ ବର୍ଷରୁ ଊଦ୍ଧ୍ୱର୍ର୍...

ଓଲଟିଲା ବରଯାତ୍ରୀ ଗାଡ଼ି: ଜଣଙ୍କ ଜୀବନ ଗଲା, ୬ ଆହତ

ଭବାନୀପାଟଣା,୨୧ା୩: କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ...

ଦହିବରା ଖାଇ ଶତାଧିକ ଅସୁସ୍ଥ

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୧ା୩: ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥିବା ଦହିବରା ଖାଇ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image