Posted inଜାତୀୟ

ପ୍ରେମିକଙ୍କୁ ଭେଟିବା ପାଇଁ ବାଂଲାଦେଶରୁ ଭାରତ ଆସିଲେ ଯୁବତୀ: ଯୁବକ ଛୁ’

ଲକ୍ଷ୍ନୌ,୧୮।୧: ବାଂଲାଦେଶର ଜଣେ ମହିଳା ନିଜ ପ୍ରେମିକଙ୍କୁ ଭେଟିବା ପାଇଁ ୟୁପିର ମୁଙ୍ଗରବାଦଶାହପୁର ପୋଲିସ ଷ୍ଟେଷନ ଅଞ୍ଚଳର ଗରିଆନ୍‌ ଗ୍ରାମକୁ ଆସିଛନ୍ତି। ଟୁରିଷ୍ଟ ଭିସା ଆସିଥିବା ଯୁବତୀ ତାଙ୍କ ପ୍ରେମିକଙ୍କ ଘରେ ୧୫ ଦିନ ହେବ ରହିଆସୁଛି। କିନ୍ତୁ ତାଙ୍କ ପ୍ରେମିକ ଫେରାର୍‌ ହୋଇଯାଇଛନ୍ତି। ସୂଚନା ପାଇବା ପରେ ପ୍ରଶାସନ ତଦନ୍ତ ଆରମ୍ଭ କରିଛି।
ପୋଲିସ ଏବଂ ଅନୁସନ୍ଧାନକାରୀ ସଂସ୍ଥା ମହିଳାଙ୍କ ସୁରକ୍ଷା ତଥା ଅନ୍ୟାନ୍ୟ କାର୍ଯ୍ୟକଳାପ ସମ୍ପର୍କରେ ସୂଚନା ହାସଲ କରୁଛନ୍ତି। ଚାକିରି ପାଇଁ ଦୁବାଇରେ ବାଂଲାଦେଶର ମୁନ୍‌ସୀଗଞ୍ଜ ଜିଲାର ଲକ୍ଷ୍ମୀପୁର ଗାଁର ଫାତିମା ଅଖତର ଏବଂ ଗରିଆନ୍‌ ଗ୍ରାମର ଆଶଫାକ ଅହମ୍ମଦ ରହୁଥିଲେ। ଦୁହେଁ ଦୁଇ ବର୍ଷ ପୂର୍ବେ ଦୁବାଇରେ ଭେଟିଥିଲେ।
ଫାତିମାଙ୍କ ଅନୁଯାୟୀ ଦୁହେଁ ସେଠାରେ ଏକାଠି ରହିବା ଆରମ୍ଭ କରିଥିଲେ। ଦୁହେଁ ମଧ୍ୟ ବିବାହ କରଥିବା କୁହାଯାଉଛି। କିଛି ମାସ ପୂର୍ବରୁ ଦୁହେଁ ନିଜ ନିଜ ଦେଶକୁ ଫେରି ଆସିଥିଲେ। ୧୫ ଦିନ ପୂର୍ବରୁ ଫାତିମା ତାଙ୍କ ପ୍ରେମିକା ଆଶଫାକଙ୍କୁ ଭେଟିବା ପାଇଁ ଛଅ ମାସର ଟୁରିଷ୍ଟ ଭିସା ନେଇ ଗରିଆନ୍‌କୁ ଆସିଥିଲେ। କିନ୍ତୁ ପ୍ରେମିକ ଛୁ’ୁ ହେବା ପରେ ଏବେ ଘଟଣାର ମୋଡ଼ ବଦଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ଦିନରେ ୭୦ରୁ ଅଧିକ ବିମାନକୁ ଦିଆଗଲାଣି ବୋମା ଧମକ, ଏଥିରେ ରହିଛି…

ନୂଆଦିଲ୍ଲୀ,୧୯ା୧୦: ଏୟାରଲାଇନ୍‌ ପ୍ରତି ବିପଦ ବଢୁଛି। କିଛିଦିନ ଧରି ଲଗାତର ବିମାନକୁ ବୋମା ଧମକ ମିଳୁଛି। ଶନିବାର ୫ଟି ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ...

ଗୋଟିଏ ବୋମା ଧମକରେ କ୍ଷତି ହେଉଛି ୩କୋଟି, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: କିଛି ଦିନ ହେବ ଲଗାତାର ଭାବେ ଭାରତର ବିମାନଗୁଡ଼ିକୁ ବୋମା ଧମକ ମିଳୁଛି। ଶନିବାର ତିନୋଟି ଇଣ୍ଡିଗୋ ଏୟାରଲାଇନ୍ସ ଏବଂ କିଛି ବିମାନ ଆକାସା...

ରାଜନୀତିରେ ଏଣ୍ଟ୍ରି କଲେ ଜିତନ ରାମ ମାଂଝିଙ୍କ ବୋହୂ

ପାଟନା,୧୯।୧୦: ନଭେମ୍ବର ୧୩ରେ ବିହାରର ଚାରୋଟି ବିଧାନସଭା ଆସନରେ ଉପ-ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି, ଯେଉଁଥିରେ ବେଲାଗଞ୍ଜ ଏବଂ ଇମାମଗଞ୍ଜ ସିଟ ଗୟା ଜିଲାର ଅଟେ।...

ଜେଏମଏମ-କଂଗ୍ରେସ ମଧ୍ୟରେ ହେଲା ଆସନ ବୁଝାମଣା, ବାମଦଳ ପାଇଁ ଛାଡିଲେ ୧୧ ଆସନ

ରାଞ୍ଚି,୧୯।୧୦: ଇଣ୍ଡିଆ ମେଣ୍ଟ ଅନ୍ତର୍ଗତ ଝାଡ଼ଖଣ୍ଡରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା, କଂଗ୍ରେସ, ରାଷ୍ଟ୍ରୀୟ ଜନତା ଦଳ ଏବଂ ବାମ ଦଳ ଏକାଠି ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା...

ଥମୁନି ବୋମା ଧମକ, ଆଜିବି କିଛି ବିମାନକୁ ମିଳିଲା ବୋମାରେ ଉଡାଇ ଦେବାକୁ ଧମକ, ଏୟାରଲାଇନ୍ସ କହିଲା…

ନୂଆଦିଲ୍ଲୀ,୧୯।୧୦: ବିମାନକୁ ବୋମାରେ ଉଡାଇ ଦେବାକୁ ମିଳୁଥିବା ଧମକ ଯେମିତି ବନ୍ଦ ହେଉନାହିଁ। ଶନିବାର ମଧ୍ୟ ଅନେକ ବିମାନକୁ ବୋମା ଧମକ ଦିଆଯାଇଥିଲା। ଯେଉଁ କାରଣରୁ...

ଦୁବଇରୁ ବୁଲେଟ ପ୍ରୁଫ କାର ମଗାଇଲେ ସଲମାନ, ଏହାର ଦାମ୍‌ ରହିଛି…

ମୁମ୍ବାଇ,୧୯।୧୦: ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ଯଥେଷ୍ଟ ବୃଦ୍ଧି ପାଇଛି। ନିକଟରେ ପୋଲିସ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସୁଟର...

ବିମାନରେ ବୋମା ଅଛି… ଏମିତି ଏକ ମିଛ କଲ ପାଇଁ ଖର୍ଚ୍ଚ ହୋଇଥାଏ ୩ କୋଟି ଟଙ୍କା

ନୂଆଦିଲ୍ଲୀ,୧୯।୧୦: ଗତ କିଛି ଦିନ ହେବ ଦେଶରେ କେତେଜଣ ଅଜଣା ଅପରାଧୀ ବିମାନରେ ବୋମା ଲଗାଯାଇଥିବା ମିଥ୍ୟା କଲ କରି ବିମାନ କମ୍ପାନୀଗୁଡିକ ପାଇଁ ବ୍ୟାପକ...

ପରମାଣୁ ବୋମା ଟେଷ୍ଟିଂରେ ବ୍ୟବହାର ହୁଏ ଲକ୍ଷ ଲକ୍ଷ ଟନ୍‌ ଆଳୁ-ପିଆଜ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: ଦୁନିଆରେ କେବଳ ୯ଟି ଦେଶ ଅଛି ଯେଉଁମାନଙ୍କ ପାଖରେ ପରମାଣୁ ବୋମା ଅଛି। ଭାରତ ଏହି ଶକ୍ତଶାଳୀ ଦେଶ ମଧ୍ୟରୁ ଗୋଟିଏ। ଆପଣ ପରମାଣୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri