ବ୍ରିଜ୍‌ ତଳୁ ଯୁବତୀଙ୍କ ଦରପୋଡ଼ ମୃତଦେହ ଉଦ୍ଧାର, ହତ୍ୟା ପରେ ଜାଳି ଦେଇଥିବା ସନ୍ଦେହ

ବଣାଇଁ,୧୨।୨(ପ୍ରଦୀପ ତ୍ରିପାଠୀ): ଚାନ୍ଦିପୋଷ ଥାନା କୁମ୍ଭାକେଲା ବ୍ରିଜ୍‌ ତଳୁ ଯୁବତୀଙ୍କ ଦରପୋଡ଼ ମୃତଦେହ ଉଦ୍ଧାର କରାଯାଇଛି। ଯୁବତୀଙ୍କ ପରିଚୟ ମିଳିପାରି ନ ଥିଲା ବେଳେ ତଣ୍ଟି କାଟି କେହି ହତ୍ୟା କରିବା ପରେ ପେଟ୍ରୋଲ ଢାଳି ପୋଡିଦେଇଥିବା ନେଇ ପ୍ରାଥମିକ ତଦନ୍ତରୁ ପୋଲିସ ସନ୍ଦେହ କରୁଛି ।

ଖବର ପାଇ ଚାନ୍ଦିପୋଷ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଥାନାରେ ଏକ ହତ୍ୟା ମାମଲା ନମ୍ବର ୧୭/୨୦୨୫ ରୁଜ୍ଜୁ କରି ତଦନ୍ତ ଜାରି ରଖିଛି । ହତ୍ୟା ଓ ପ୍ରମାଣ ନଷ୍ଟ ନେଇ ଦଫା ଲଗାଇ ପୋଲିସ ଆଜି ଶବକୁ ସୁନ୍ଦରଗଡ଼ ଜିଲା ଚିକିତ୍ସାଳୟକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।

ଯେହେତୁ ଯୁବତୀଙ୍କ ପରିଚୟ ଅସ୍ପଷ୍ଟ ରହିଛି ତେଣୁ ୭୨ ଘଣ୍ଟା ଶବକୁ ରଖାଯିବ ଓ ତା ପରେ କେହି ଦାବିଦାର ନ ବାହାରିଲେ ସତ୍କାର କରାଯିବ ବୋଲି ପୋଲିସ ସୂଚନା ଦେଇଛି l ବଣାଇଁ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଏହିଭଳି ଅପରାଧ, ଅପରାଧି ସୁଚିନ୍ତିତ ହତ୍ୟାକାଣ୍ଡ ଭିଆଇ ପ୍ରମାଣ ନଷ୍ଟ ପ୍ରତି ଅଧିକ ଧ୍ୟାନ ଦେଇ ପରୋକ୍ଷରେ ପୋଲିସ ପାଇଁ ଚ୍ୟାଲେଞ୍ଜ ଦେଉଥିବା ନେଇ ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ବରଯାତ୍ରୀ ଗାଡ଼ି: ଡ୍ରାଇଭର ମୃତ, ୬ ଗୁରୁତର

କୋକସରା,୨୧ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ନଂ. ଜାତୀୟ ରାଜପଥର କଳାହାଣ୍ଡି ଜିଲା କୋକସରା ଥାନା ଚିଲିଗୁଡା ଗାଁ ନିକଟରେ ଶୁକ୍ରବାର ଏକ ବରଯାତ୍ରୀ ଗାଡି ଭାରସାମ୍ୟ...

କର୍ତ୍ତବ୍ୟରେ ଅବହେଳା: ୫ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ଼,୨୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ କାର୍ଯ୍ୟରେ ଅବହେଳା କାରଣରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ୫ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ସହିତ...

କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସ୍ବାସ୍ଥ୍ୟ ପରୀକ୍ଷା କଲେ…

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା।...

ବିଦେଶୀମାନଙ୍କୁ ବେଆଇନ ସିମ କାର୍ଡ ବିକ୍ରି, ଗୋପାଳପୁର ପୋର୍ଟ କର୍ମଚାରୀ ସମେତ ୨ଗିରଫ

ଛତ୍ରପୁର,୨୧।୩(ସନ୍ତୋଷ ପାଢ଼ୀ ): ଗୋପାଳପୁର ପୋର୍ଟକୁ ଜାହାଜରେ ଆସୁଥିବା ବିଦେଶୀମାନଙ୍କୁ ବେଆଇନ ଭାବେ ସିମ ବିକ୍ରି ମାମଲାରେ ଗଞ୍ଜାମ ଜ଼ିଲା ଆର୍ଯ୍ୟପଲ୍ଲୀ କତୁରୁ ଅଞ୍ଚଳର ଦୁଇଜଣ...

ବିଦ୍ୟୁତ ବିଭାଗ ଯନ୍ତ୍ରୀଙ୍କ ଦବଙ୍ଗଗିରି, ଚାଷୀଙ୍କୁ ମାରପିଟ୍‌, ଚାପା ଉତ୍ତେଜନା

ବରଗଡ଼, ୨୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଜରିମୂଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା ସମୟରେ ବିଦ୍ୟୁତ ବିଭାଗର ଜଣେ କନିଷ୍ଠ...

୧୭ ବର୍ଷ ପରେ ଧରିଲା ଭିଜିଲାନ୍ସ

ବଲାଙ୍ଗୀର,୨୧।୩(ସୁନୀଲ କୁମାର ମହାନ୍ତି): ୧୭ ବର୍ଷ ପରେ ଗିରଫ ହେଲେ ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପର ଭୂଅର୍ଜନ ଅଧିକାରୀ ବିନାୟକ ଗଡ଼ନାୟକ। ୨୦୦୮ ମସିହାରେ ଗଡ଼ନାୟକଙ୍କ...

୧୧ଦିନ ପରେ ମିଳିଲା ନିଖୋଜ ଶିଶୁର ମୃତ ଶରୀର ଠାବ କଲା ପୋଲିସ

ରାୟଗଡା,୨୧।୩( ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ୧୫ନମ୍ବର ୱାର୍ଡ ଘାଗୁଡିମାଳ ଗ୍ରାମର ଏକ ୧୩ମାସର ଶିଶୁ ପୁତ୍ରର ମୃତ...

କଂଗ୍ରେସ ନେତା ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ

ଭୁବନେଶ୍ୱର,୨୧।୩: ବଡ଼ କଂଗ୍ରେସ ନେତାଙ୍କ ପରଲୋକ। ଆଳି ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୬ ବର୍ଷରେ ତାଙ୍କର ମୃତ୍ୟୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image