ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ

ବାଲୁଗାଁ,୧୨।୭: ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ସମ୍ପତ୍ତିକୁ ନେଇ ବଡ଼ ପୁଅ ସହ ଦୀର୍ଘ ଦିନରୁ ବିବାଦ ରହିଥିଲା। ଏଥିରେ ବାପାଉତ୍‌କ୍ଷିପ୍ତ ହୋଇ ବଡ଼ ପୁଅ ଘରକୁ ବୋମା ମାଡ଼ କରିଥିଲେ। ହେଲେ ବୋମାଟି ସାନ ପୁଅର ମୁଣ୍ଡରେ ବାଜିଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।

ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପରି କି ପୋଲିସ ଅଭିଯୁକ୍ତ ବାପା ଏବଂ ତାଙ୍କର ବଡ଼ପୁଅକୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଛନ୍ଦି ହୋଇ ଦଶହରା ପରେ ବି ହୋଇନାହାଁନ୍ତି...

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri