ଜାଳ ସଂଗ୍ରହ କରିବାକୁ ଯାଇ ଗଛରୁ ପଡ଼ି ଯୁବକଙ୍କ ମୃତ୍ୟୁ

ପାଟଣା,୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୂଷା ଖୋରି ଗ୍ରାମର ଜଣେ ୪୫ବର୍ଷୀୟ ଯୁବକ ମଙ୍ଗଳବାର ପୂର୍ବାହ୍ନରେ ଗଛରୁ ପଡ଼ି ପ୍ରାଣ ହାନୀ ଘଟିଛି। ମୃତକ ଜଣକ ହେଉଛନ୍ତି ଗୋବର୍ଦ୍ଧନ ଦାସ।

ସୂଚନା ଅନୁଯାୟୀ ସେ ଜଙ୍ଗଲକୁ ଜାଳ ସଂଗ୍ରହ କରିବାକୁ ଯାଇଥିବା ବେଳେ ଗଛରୁ ଖସି ମୃତ୍ୟୁ ବରଣ କରିଛନ୍ତି। ସେ ଘର ପାଖ ଜଙ୍ଗଲରେ ଗଛ ଉପରକୁ ଉଠି କାଠ କାଟୁଥିବା ସମୟରେ ଅସାବଧାନତା ଯୋଗୁଁ ଖସି ପଡିଥିଲେ।

ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ହେଁ ସେଠାରେ ଡାକ୍ତର ଗୋବର୍ଦ୍ଧନଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣା ସ୍ଥଳରେ ଏଏସଆଇ ନୂଆସ ଲୁଗୁନ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ମନ୍ଦିର ଉନ୍ନୟନ ପାଇଁ ବିଡିଓଙ୍କୁ ଭେଟିଲେ ପ୍ରତିନିଧି ଦଳ

ଗଞ୍ଜାମ,୨୧ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ଶୈବପୀଠ। ଉକ୍ତ ଶୈବପୀଠର ଉନ୍ନତିକରଣ ନିମନ୍ତେ ସୋମବାର ବଟେଶ୍ୱର ଐତିହ୍ୟ ସଂରକ୍ଷଣ...

ଶିକ୍ଷା ବିଭାଗ ଗାଇଡ୍‌ଲାଇନ୍‌କୁ ଖୋଲାଖୋଲି ଉଲ୍ଲଂଘନ: ସ୍କୁଲ ପରିଚାଳନା କମିଟି ସଭାପତିଙ୍କୁ ନେଇ ଚର୍ଚ୍ଚା

ଗଞ୍ଜାମ,୨୧ା୪(ବିଦ୍ୟାଧର ସାହୁ): ସରକାରୀ ସ୍କୁଲଗୁଡ଼ିକ ନିମନ୍ତେ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତ। ପୋଷାକ, ବୁଟ, ବହି, ସ୍କୁଲ ବ୍ୟାଗ ଇତ୍ୟାଦି ମାଗଣାରେ ସରକାର ଯୋଗାଇ...

ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ

ଢେଙ୍କାନାଳ,୨୧ା୪(ରତନ ନାୟାର): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଏକ ଅଭାବନୀୟ କାଣ୍ଡ। ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ ନାମକ...

ବିନା ସୂଚନା ଫଳକରେ ଉନ୍ନୟନ କାର୍ଯ୍ୟ

ନବରଙ୍ଗପୁର,୨୧।୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ୍‌ର ବିଭିନ୍ନ ସ୍ଥାନରେ ବିନା ସୂଚନା ଫଳକରେ ବହୁ ଉନ୍ନୟନ କାର୍ଯ୍ୟ ଚାଲିଥିବା ଦେଖିବାକୁ ମିଳିଛି । କିଏ ଓ କେଉଁ...

ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ

ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ...

ଚକଡ଼ା ପ୍ରଭାବ: କ୍ଷେତରେ ସ୍ଥିତି ଅନୁଧ୍ୟାନ କଲା କୃଷି ବିଭାଗ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ରବି ଧାନଚାଷ ଆରମ୍ଭରୁ ପାଗ ଅନୁକୂଳ ଥିଲା। ଫଳରେ ଏଥର ବରଗଡ଼ ଜିଲାରେ ରବି ଧାନ ଫସଲ ଭଲ ହୋଇଛି। କିନ୍ତୁ ଧାନ...

ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!

ଡେଲାଙ୍ଗ,୨୧ା୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ...

ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image