ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ: ପରିବାରକୁ ଆର୍ଥିକ ସହାୟତା ପ୍ରଦାନ ଲାଗି ଦାବି କଲେ ଗ୍ରାମବାସୀ

ସଇଁତଳା,୧୭।୩(ରାଖାଲ ପ୍ରସାଦ ଶତପଥି) : ସଇଁତଳା ଥାନା ଅନ୍ତର୍ଗତ ବରାହମାଲ ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣାରେ ଜଣକ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କୁମ୍ଭାରୀ ଗ୍ରାମର ଆଲୋକ ଓରଫ ଧନେଶର ରଣା (୩୫)। ପୋଲିସ ଏସଆଇ ଆଲୋକ ଭୋଇଙ୍କ ସୂଚନା ଅନୁସାରେ, କୁମ୍ଭାରୀ ଗ୍ରାମର ଆଲୋକ ଏବଂ ତାଙ୍କ ସାଙ୍ଗ ଅଜିତ ଓରଫ ଦୁର୍ଯ୍ୟୋଧନ ମଲ୍ଲିକ (୩୫) ଏକ ସିଡି ଡି଼ଲକ୍ସ ବାଇକ ନଂ. ଓଡ଼ି-୦୩-୯୩୯୧ରେ ଭବାନୀପାଟଣାରୁ ସୋମବାର ସନ୍ଧ୍ୟାରେ ଫେରୁଥିଲେ। ସଇଁତଳା ଥାନା ଅନ୍ତର୍ଗତ ବରାହମାଲ ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଦୁହେଁ ଜାତୀୟ ରାଜପଥ ୨୬ ଉପରେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସଇଁତଳା ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଉପସ୍ଥିତ ଡାକ୍ତର ଆଲୋକଙ୍କୁ ମୃତ ଘୋଷଣା କରିଥିବାବେଳେ ଅଜିତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡ଼ିକାଲକୁ ପଠାଇଥିବା ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବ ସହ ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ କରିବାପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ। ଅଜିତଙ୍ଗ ଦୁଇ ବର୍ଷର ଏକ ପୁତ୍ର ଥିବାବେଳେ ସେ ଭବାନୀପାଟଣାରେ ଦିନ ମଜୁରିଆ ଭାବରେ କାର୍ଯ୍ୟ କରୁଥିଲେ। ତାଙ୍କ ପରିବାର ଅତ୍ୟନ୍ତ ଗରୀବ ଶ୍ରେଣୀର ହୋଇଥିବାରୁ ତାଙ୍କୁ ପ୍ରଶାସନ ତରଫରୁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ମହୁଲ ଫୁଲ ସଂଗ୍ରହ କରିବାରେ ବ୍ୟସ୍ତ ଲୋକେ

ଖଜୁରୀପଡ଼ା, ୨୧।୩ (ବିଦୁର ବେହେରା): ଆସିଛି ଫଗୁଣ ମାସ ସମସ୍ତଙ୍କ ମନରେ ଆନନ୍ଦ ଉଲ୍ଲାସ ଦେଖାଯାଉଛି। ଏହି ମାସରେ ମହୁଲ ଗଛରେ ମହୁଲ ଫୁଲ ହୋଇ...

ଟାଟା ଷ୍ଟିଲ୍‌ରେ ଅଘଟଣ: ୮ ଶ୍ରମିକ ଆହତ

ଯାଜପୁର,୨୧।୩: ଯାଜପୁର ଜିଲା କଳିଙ୍ଗନଗର ସ୍ଥିତ ଟାଟା ଷ୍ଟିଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଷ୍ଟିଲ ମେଲ୍‌ଟିଂ ସପ୍‌ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି।...

ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ...

ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଶିଶୁ ବାଟିକା: ଏପ୍ରିଲ ୨ରେ ପ୍ରବେଶ ଉତ୍ସବ

ଝରିଗାଁ,୨୧।୩(କିଶୋର ଚନ୍ଦ୍ର ମଣ୍ଡଳ): ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଶିଶୁ ବାଲ ବାଟିକା । ଏପ୍ରିଲ ୨ରେ ପ୍ରବେଶ ଉତ୍ସବ ଏବଂ ଖଡି ଛୁଆଁ ।...

ସାଙ୍ଗଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲେ ସାଙ୍ଗ

ଖପ୍ରାଖୋଲ,୨୧।୩: ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅଧୀନ ପୁଟୁଳାମହୁଲ ଗାଁରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସାଙ୍ଗଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛନ୍ତି...

ଜଙ୍ଗଲ ବିନା ପ୍ରାଣୀ ଜଗତ ଅସମ୍ଭବ: ବର୍ତ୍ତମାନର ପିଢି ଆଗାମୀ ପିଢି କଥା ଚିନ୍ତା କରିବାକୁ ପଡିବ

ଭଞ୍ଜନଗର,୨୧୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଶୁକ୍ରବାର ଲାଲସିଂ ନର୍ସରୀ ପରିସରରେ ବନଖଣ୍ଡସ୍ତରୀୟ ବିଶ୍ବ ବନ ଦିବସ ପାଳିତ ହୋଇଯାଇଛି।...

ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୫ ହଜାର ଆଶାୟୀ

ଛତ୍ରପୁର,୨୧ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସ୍ପୋଟର୍‌ସ ଷ୍ଟାଡିଅମରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଥିଲା। ଏଥିରେ ୫ ହଜାର ଆଶାୟୀ...

୩୦ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ସରପଞ୍ଚ

ପରଜଙ୍ଗ,୨୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତର ସରପଞ୍ଚ ମକର ଚାନ୍ଦ ସାହୁ ପଞ୍ଚାୟତର ସିଏଫ୍‌ସି ଫଣ୍ଡ୍‌ ଟଙ୍କା ହଡ଼ପ ଅଭିଯୋଗରେ ବାନ୍ଧିଛି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image