ବାଇକ ଦୁର୍ଘଟଣା ନେଲା ଯୁବକଙ୍କ ଜୀବନ

ବାଲିଗୁଡା,୧୨।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତ ପୁନିନାଟ ଗ୍ରାମ ନିବାସୀ ଲିଲୁ ଦିଗାଲ (୩୦) ବାଇକ ଦୁର୍ଘଟଣାରେ ବୁଧବାର ସକାଳେ ମୃତ୍ୟୁବରଣ କରିଥିବା ଜଣାପଡିଛି l

ଘଟଣାରୁ ପ୍ରକାଶ ଯେ, ପୁନିନାଟ ନିକଟରେ ରାସ୍ତା କାମ ଚାଲିଥିବାବେଳେ କୌଣସି ସଚେତନତା ବାର୍ତ୍ତା ମରା ଯାଇନଥିବାରୁ ମଙ୍ଗଳବାର ରାତି ନଅଟା ବେଳେ ଲିଲୁ କୌଣସି କାମରେ ନିଜ ବାଇକ ଯୋଗେ ବାଲିଗୁଡାକୁ ଆସୁଥିବା ବେଳେ ହଠାତ ଭାରସାମ୍ୟ ହରାଇ ବାଇକଟି ଓଲଟି ପଡିବାରୁ ଲିଲୁ ଗୁରୁତର ଆହତ ହୋଇ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତୀ ହୋଇ ପ୍ରାଥମିକ ଚିକିତ୍ସା ପରେ ଫୁଲବାଣୀ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇ ଥିଲା l ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ...

ଏଣିକି ନିଜ ଲଢ଼େଇ ଲଢ଼ିବେ ଛାତ୍ରୀ

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଛାତ୍ରୀମାନଙ୍କ ନିମିତ୍ତ ଉଦ୍ଦିଷ୍ଟ ଆତ୍ମରକ୍ଷା ତାଲିମ ଶିବିର  ଉଦ୍‌ଯାପିତ ହୋଇଯାଇଛି। ପ୍ରଶିକ୍ଷିକା ଜ୍ୟୋତ୍ସ୍ନା...

ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ 

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ ): ସାମାନ୍ୟ ଝିପିଝିପି ବର୍ଷାରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ। ଏଭଳି ଘଟଣା ଦେଖିବାକୁ ମିଳିଛି  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି...

ଅକ୍ଷର ପଟେଲଙ୍କୁ ୧୨ଲକ୍ଷ ଜରିମାନା

ନୂଆଦିଲ୍ଲୀ, ୧୪ା୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଆଇପିଏଲ୍‌ ଗେମ୍‌ରେ ସ୍ଲୋ ଓଭର ରେଟ୍‌ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଅକ୍ଷର ପଟେଲକଙ୍କୁ ୧୨ ଲକ୍ଷ ଟଙ୍କ...

ସିଏସ୍‌କେରେ ଯୋଗ ଦେବେ ଆୟୁଷ

ଚେନ୍ନାଇ,୧୩ା୪: ଋତୁରାଜ ଗାଏକ୍ୱାଡଙ୍କ ବଦଳ ଖେଳାଳି ଭାବେ ଆୟୁଷ ମହାତ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରେ ଯୋଗ ଦେବେ। ଏଲବୋରେ ଫ୍ରାଚକର ଯୋଗୁ ଗାଏକ୍ୱାଡ...

ମହୋତ୍ସବର ଦ୍ୱିତୀୟ ଦିନ: ଚଳଚ୍ଚିତ୍ର ଦେଖିଲେ ୧୫ ଶହ ଛାତ୍ରୀଛାତ୍ର

ଭବାନୀପାଟଣା,୧୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନରେ ଚାଲିଥିବା ଅନ୍ତର୍ଜାତୀୟ ଶିଶୁ ଓ ଯୁବ ଚଳଚ୍ଚିତ୍ର ମହୋତ୍ସବ ସୋମବାର...

‘ଆମ ରୁଚି ଆମ ଖାଦ୍ୟ’ ସମାରୋହ ପିଠାପଣା ଆମ ସଂସ୍କୃତିର ଏକ ଅଙ୍ଗ

ନୂଆପଡ଼ା,୧୪ା୪ (ମକାରୁ ବେମାଲ): ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ରାଜ୍ୟ ସରକାରଙ୍କ ନଗର...

ୱାକଫ୍ ଆଇନ ବିରୋଧରେ ପଶ୍ଚିମବଙ୍ଗରେ ପୁଣି ହିଂସା, ଦକ୍ଷିଣ ୨୪ ପରଗନା ଜିଲାରେ ପୋଲିସ ଗାଡ଼ି ପୋଡ଼ିଦେଲେ ଲୋକେ

ନୂଆଦିଲ୍ଲୀ,୧୪ା୪: ୱାକଫ ସଂଶୋଧନ ଆଇନ ବିରୋଧରେ ସୋମବାର (୧୪ ଏପ୍ରିଲ, ୨୦୨୫) ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା ଦେଖାଦେଇଛି। ଦକ୍ଷିଣ ୨୪ ପରଗନାର ଭାଙ୍ଗରରେ, ପ୍ରଦର୍ଶନକାରୀମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image