ଯୁବକକଙ୍କୁ ଗୋଡାଇ ହାଣିଲେ, ବାଇକ୍‌ ପୋଡ଼ି ଦେଲେ

ବ୍ରହ୍ମପୁର/ଗୋପାଳପୁର,(ନବୀନ ରାଜ ଆଚାରୀ)୧୬।୩: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ରାଳବ ଗାଁରେ ଆତଙ୍କ ଖେଳାଇଛନ୍ତି ୫ରୁ ୬ଜଣ ଯୁବକ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁରେ ଖଣ୍ଡା ବୁଲିବା ସହ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରାଯାଇଛି। ଫଳରେ ଯୁବକ ଜଣକ ଗୁରୁତର ଅବସ୍ଥାରେ ଏମ୍‌କେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସେ ହେଲେ ବି.ସନ୍ତୋଷ ପାତ୍ର।

ମିଳିଥିବା ସୂଚନା ମୁତାବକ, ସନ୍ତୋଷଙ୍କ ସହିତ ଗାଁର କେତେଜଣ ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଲାଗି ରହିଥିଲା। ଏହାକୁ କେନ୍ଦ୍ର କରି ଗ୍ରାମର ୫ରୁ ୬ଜଣ ଯୁବକ ଶୁକ୍ରବାର ରାତିରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ କରିଥିଲେ। ଫଳରେ ସନ୍ତୋଷଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଏହି ଘଟଣା ପରେ ଏକ ଗୋଷ୍ଠୀ ଅଭିଯୁକ୍ତମାନଙ୍କ ଏକ ବାଇକ୍‌ ପୋଡ଼ି ଦେଇଛନ୍ତି। ଅନ୍ୟପକ୍ଷେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri