ଆମ୍ବ ଗଛରୁ ପଡି ଯୁବକ ଗୁରୁତର

ବଲାଙ୍ଗୀର, ୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ସୁଦପଡା ଆମ୍ବ ଗଛରୁ ପଡ଼ି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଯୁବକ ରାଜା ପୋଢ (୪୦) ବୋଲି ଜଣାପଡିଛି।

ସୂଚନାଥାଉ କି, ଶନିବାର ସଂଧ୍ୟାରେ ସୁଦପଡା ଗ୍ୟାସ ଗୋଦାମ ଘର ପାଖରେ ଥିବା ଆମ୍ବ ତୋଟାକୁ ଆମ୍ବ ତୋଳିବା ପାଇଁ ଯାଇ ଗଛରୁ ଖସି ପଡି ଯୁବକଜଣକ ଗୁରୁତର ଆହତ ହୋଇଥିଲେ। ଆଜି ସକାଳୁ ତାଙ୍କୁ ସେଠାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ପ୍ରଥମେ ତାଙ୍କ ତଣ୍ଟି କାଟି ଅଖା ବସ୍ତାରେ ଭର୍ତ୍ତି କରାଯାଇଛି ହତ୍ୟା ଉଦ୍ୟମ କରାଯାଇଥିବା ପ୍ରଚାରିତ ହେବାରୁ ସହରରେ ଚାଞ୍ଚଲ୍ୟ ଖେଳିଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ପଥର ଛେଚି ହତ୍ୟା: ମୃତଦେହ ଜବତ

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ଥାନା ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ଶେରଗଡ଼ ବ୍ଲକ କାଳିଆଘାଇ ଗ୍ରାମ...

Modi Jeddah Visit: ସାଉଦି ଆରବ ଗସ୍ତରେ ବାହାରିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ଏହା ପଛର ଏଜେଣ୍ଡା

ନୂଆଦିଲ୍ଲୀ,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାଉଦି ଆରବ ଗସ୍ତରେ ଯାଇଛନ୍ତି। ସେ ଦୁଇ ଦିନ ପାଇଁ Jeddahରେ ରହିବେ। ପ୍ରଧାନମନ୍ତ୍ରୀ ମୋଦି ଯୁବରାଜ ମହମ୍ମଦ...

Mahesh Babu Summon: ଦକ୍ଷିଣ ଭାରତୀୟ ଅଭିନେତା ମହେଶ ବାବୁଙ୍କୁ EDର ସମନ

ଚେନ୍ନାଇ,୨୨।୪: ହାଇଦ୍ରାବାଦସ୍ଥିତ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅଭିନେତା ମହେଶ ବାବୁଙ୍କୁ ଏପ୍ରିଲ ୨୭ ରେ ହାଜର ହେବାକୁ...

ମିଳିତ ମହାମଞ୍ଚ ପକ୍ଷରୁ ବ୍ରାହ୍ମଣୀଗାଁରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ, ପ୍ରଥମ ଦିନରେ ବାଜିମାରିଲା ଏମ୍‌.ଖାତିଗୁଡ଼ା ଦଳ

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ )- କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ମିଳିତ ମହାମଞ୍ଚ ପକ୍ଷରୁ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ ହୋଇଯାଇଛି। ସୋମବାର ମୁଖ୍ୟ ଅତିଥିଭାବେ ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ...

IPL 2025 ମଧ୍ୟରେ CSKର ଏହି ଖେଳାଳିଙ୍କ ପିତାଙ୍କ ମୃତ୍ୟୁ, ଭାଙ୍ଗିପଡିଲେ…

ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025ର ୩୮ତମ ମ୍ୟାଚରେ, ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗସକୁ ୯ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଯେତେବେଳେ...

ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ

ରାୟଗଡ଼ା/ପଦ୍ମପୁର,୨୨।୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର)- ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପ୍ରଥମ ଥର ନରମିଲେ Russia ରାଷ୍ଟ୍ରପତି ପୁଟିନ

ମସ୍କୋ,୨୨।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ଇରାନ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ସହଭାଗୀତା ଚୁକ୍ତିକୁ ଅନୁମୋଦନ କରିଛନ୍ତି। ପୂର୍ବରୁ, Russia ସଂସଦ ଏହି...

ବଢୁଛି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ, ଟ୍ରମ୍ପ ସରକାରଙ୍କ ମଧ୍ୟରେ ବିବାଦ

ଓ୍ବାଶିଂଟନ,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଟ୍ରମ୍ପ ପ୍ରଶାସନ ହାର୍ଭାର୍ଡକୁ ୨.୨ ବିଲିୟନ ଡଲାରର ପାଣ୍ଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image