ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

ପାଟଣା ,୬।୧୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମରେ ଘର ଭିତରୁବୁଧବାର ସକାଳୁ ଯୁବକଙ୍କ ସନ୍ଦେହ ଜନକ ଭାବେ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ବ୍ରଜବନ୍ଧୁ ମହାନ୍ତଙ୍କ ପୁଅ ବିଜୟ କୁମାର ମହାନ୍ତ(୧୯)। ତାଙ୍କ ଶୋଇବା ଘରେ ସନ୍ଧ୍ୟାରେ ତାଙ୍କ ଝୁଲନ୍ତା ମୃତଦେହର ଗୋଡ ଭୂମିକୁ ଲାଗିଥିବା ଅବସ୍ଥାରେ ଘର ଲୋକେ ଦେଖିବାକୁ ପାଇ ପୋଲିସକୁ ଖବର ଦେଇଥିଲେ। ଶୋଇବା ଘର କବାଟ ଖୋଲା ରହିବା ଓ ମୃତଦେହର ଗୋଡ ତଳେ ଲାଗି ରହିଥିବାରୁ ଏହା ଆତ୍ମହତ୍ୟା କି ସୁପରି କଳ୍ପିତ ହତ୍ୟା ସ୍ପଷ୍ଟ ହୋଇ ନାହିଁ। ବିଜୟଙ୍କ ମା’ ଭଉଣୀ ସେ ଆତ୍ମହତ୍ୟା କରିବାର କୌଣସି କାରଣ ନ ଥିବାରୁ ପୋଲିସ ସାଇଣ୍ଟିଫିକ ଟିମ ଆଣିର ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି। ଏନେଇ ପାଟଣା ଥାନାରେ ୬୯/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ନେଟୱାର୍କ ପାଇଁ ତେଜିଲା ଆନ୍ଦୋଳନ: ବିଏସଏନଏଲର ଟାଳଟୁଳ ନୀତିକୁ ବିରୋଧ

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):ଏବେ ରାଜ୍ୟ ହେଉ କି କେନ୍ଦ୍ର ସରକାର ସେ ସରକାରୀ ହେଉ କି ବେସରକାରୀ, ଆବେଦନଠାରୁ ପ୍ରାପ୍ୟ ପର୍ଯ୍ୟନ୍ତ ବିନା ଅନଲାଇନ କାର୍ଯ୍ୟରେ...

ପଶ୍ଚିମବଙ୍ଗର ନକଲି ଡାକ୍ତରଙ୍କ ଓଡ଼ିଶା ମୁହାଁ,କୁୱାକ ଡାକ୍ତର କରୁଛନ୍ତି ମେଜର ଅପରେଶନ

ଭୋଗରାଇ,୬।୧୧( ପ୍ରଦୀପ ଦାସ ): ରାଜ୍ୟରେ ସରକାରୀ ଚିକିତ୍ସାଳୟ ଗୁଡିକରେ ଦୈନନ୍ଦିନ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ହେଲେ ଚିକିତ୍ସା କେନ୍ଦ୍ରରେ ଡାକ୍ତର, ନର୍ସ...

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ୪ ଏନ୍‌ଏସ୍‌ଏସ୍‌ ଛାତ୍ରୀଛାତ୍ରଙ୍କ ଆସାମ ଗସ୍ତ

ଭବାନୀପାଟଣା,୬।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ବ୍ୟୁରୋ ପକ୍ଷରୁ ୪ ଜଣ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ପୂର୍ବାଞ୍ଚଳ ପ୍ରି ଆର୍‌...

ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି, ଡିଇଓଙ୍କ ନିକଟରେ ଫେରାଦ ହେଲେ ଶିକ୍ଷୟିତ୍ରୀଶିକ୍ଷକ

ଲାଞ୍ଜିଗଡ,୬।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଭଟIଙ୍ଗ ପଦର ଅନ୍ତର୍ଗତ ଭଟIଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି କାର୍ଯ୍ୟକଳାପକୁ ନେଇ...

ଅଭିଯୋଗକୁ ରେଳ ବିଭାଗର ଖଣ୍ଡନ

ଢେଙ୍କାନାଳ,୬।୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ରେଞ୍ଜ ମୋଟଙ୍ଗା ଥାନା ମେରାମଣ୍ଡଳୀ ରେଳ ଷ୍ଟେଶନ ନିକଟରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ୪୯ ହାତୀ ରେଳଧାରଣା...

ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ଚିନ୍ତା ବଢୁଛିିି

କେନ୍ଦ୍ରାପଡ଼ା, ୬ା୧୧(ଜଗନ୍ନାଥ ଧଳ):ବିରଳ ଅଲିଭରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ବିଶ୍ୱପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ଶୁକ୍ରବାରଠାରୁ କଟକଣା ଆରମ୍ଭ ହୋଇଛି। ନଭେମ୍ବର ପହିଲାରୁ ଆରମ୍ଭ ହୋଇଥିବା...

ଭାଜପା ଟାର୍ଗେଟରେ ୭ ବ୍ଲକର ଅଧ୍ୟକ୍ଷା-ଅଧ୍ୟକ୍ଷ ପଦବୀ: ଅଜ୍ଞାତବାସରେ ୫୦ରୁ ଊର୍ଦ୍ଧ୍ୱ ସରପଞ୍ଚ, ସମିତି ସଭ୍ୟ

ଢେଙ୍କାନାଳ,୬ା୧୧(ରତନ ନାୟାର):ଢେଙ୍କାନାଳରେ ଭାଜପା ଟାର୍ଗେଟରେ ୭ଟି ବ୍ଲକର ଅଧ୍ୟକ୍ଷା ଅଧ୍ୟକ୍ଷ ପଦବୀ ା ନିର୍ବାଚନ ପରେ ରାଜ୍ୟରେ ଭାଜପା ସରକାର ଆସିବା ପରେ ବର୍ତ୍ତମାନ ଜିଲାରେ...

ମା’ ତାରାତାରିଣୀଙ୍କୁ ବି ଛାଡ଼ିଲେନି ଚୋର: କବାଟ ଭାଙ୍ଗି ଟଙ୍କା-ଅଳଙ୍କାର ଲୁଟିନେଲେ

ପୁରୁଷୋତ୍ତମପୁର,୬।୧୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ମୁଖ୍ୟ ଗେଟର କବାଟକୁ କେହି ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri