ସାରା ରାଜ୍ୟରେ ଜିରୋ ନାଇଟ ମନା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-ନୂଆବର୍ଷ ପାଳନ ନେଇ ସାରା ରାଜ୍ୟରେ ଜିରୋ ନାଇଟ୍‌ ସେଲିବ୍ରେସନକୁ ବାରଣ କରାଯାଇଛି। କରୋନା ସକାଶେ ଜିରୋ ନାଇଟ ବାରଣ କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର ୩୧ ଓ ଜାନୁଆରୀ ୧ରେ ସମସ୍ତ ଉତ୍ସବାନୁଷ୍ଠାନରେ ରୋକ ଲଗାଯାଇଛି। ଏ ନେଇ ବୁଧବାର ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶନାମା ଜାରି କରିଛନ୍ତି।

Share