Posted inଖେଳ

୨୦ ଓଭରରେ ୩୪୪ ରନ୍‌ କରି ବିଶ୍ୱ ରେକର୍ଡ କଲା ଏହି ଟିମ୍‌

ନୂଆଦିଲ୍ଲୀ,୨୩।୧୦: ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ଇତିହାସରେ ସବୁଠାରୁ ବଡ଼ ସ୍କୋରର ନୂଆ ରେକର୍ଡ କରିଛି ଜିମ୍ବାଓ୍ବେ। ସିକନ୍ଦର ରାଜାଙ୍କ ଅଧିନାୟକତ୍ୱରେ ଦଳ ଗାମ୍ବିଆ ବିପକ୍ଷ ଟି୨୦ ମ୍ୟାଚ୍‌ରେ ୩୪୪ ରନ୍‌ର ଇନିଂସ ଖେଳି ବିଶ୍ୱ ରେକର୍ଡ କରିଛି। ଏହାପୂର୍ବରୁ ଏହି ରେକର୍ଡ ନେପାଳର ଥିଲା, ଯିଏକି ମଙ୍ଗୋଲିଆ ବିପକ୍ଷରେ ୩୧୪ ରନ୍‌ କରିଥିଲେ।

କେନିଆ ରାଜଧାନୀ ନାଇରୋବିରେ ପୁରୁଷ ଟି୨୦ ବିଶ୍ୱକପ୍‌ର ଆଫ୍ରିକା ଉପ-ଅଞ୍ଚଳର ଯୋଗ୍ୟତା ମ୍ୟାଚ୍‌ ଖେଳାଯାଉଛି। ଏହି ଟୁର୍ନାମେଣ୍ଟରେ ଜିମ୍ବାଓ୍ବେ ଏବଂ ଗାମ୍ବିଆ ଅକ୍ଟୋବର ୨୩ରେ ମୁହାଁମୁହିଁ ହୋଇଥିଲେ। ଏହି ମ୍ୟାଚ୍‌ରେ ଜିମ୍ବାଓ୍ବେ ବ୍ୟାଟ୍ସମ୍ୟାନ୍‌ ୨୦ ଓଭରରେ ୩୪୪ ରନ୍‌ର ବିଶାଳ ସ୍କୋର କରି ଇତିହାସ ରଚିଛନ୍ତି। ଦଳ ପକ୍ଷରୁ ସିକନ୍ଦର ରଜା ଏବଂ କ୍ଲାଇଭ୍‌ ମଣ୍ଡାଡେ ୪୦ ବଲରେ ୧୪୧ ରନ୍‌ ଭାଗିଦାରି କରିଥିଲେ। ତେବେ ଏହି ସ୍କୋର ଯୋଗୁ ଦଳ ଏସିଆନ ଗେମ୍ସରେ ନେପାଳର ୩୧୪ ରନ୍‌ର ବିଶ୍ୱ ରେକର୍ଡକୁ ଭାଙ୍ଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପର୍ଥରେ ବଡ଼ ରେକର୍ଡ କଲେ କେ.ଏଲ୍‌ ରାହୁଲ

ପର୍ଥ,୨୨।୧୧: ପର୍ଥ ଟେଷ୍ଟରେ କେ.ଏଲ ରାହୁଲ ଏକ ସ୍ବତନ୍ତ୍ର ରେକର୍ଡ କରିଛନ୍ତି। ପର୍ଥରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ପ୍ରଥମ...

ଆସିଗଲା ତାରିଖ: ଏହି ଦିନରୁ ଆରମ୍ଭ ହେବ ଆଇପିଏଲ ୨୦୨୫ !

ନୂଆଦିଲ୍ଲୀ,୨୨।୧୧: ଆଜିକାଲି ଆଇପିଏଲ ୨୦୨୫ ମେଗା ନିଲାମ ଖବର ଚର୍ଚ୍ଚାରେ ଅଛି। ଏହି ସମୟରେ ଆଇପିଏଲ ୨୦୨୫ ଆରମ୍ଭ ହେବାର ତାରିଖ ସାମ୍ନାକୁ ଆସିଛି। ଏକ...

ପର୍ଥରେ ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି, ଡେବ୍ୟୁ କଲେ ନୀତିଶ କୁମାର, ହର୍ଷିତ ରାଣା

ନୂଆଦିଲ୍ଲୀ,୨୨ା୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଆଜି (୨୨ ନଭେମ୍ବର) ଠାରୁ ପର୍ଥରେ ହୋଇଛି। ଭାରତୀୟ ଦଳର...

ନିଜ ନିଷ୍ପତ୍ତିରେ ସମସ୍ତଙ୍କୁ ଚମକାଇଦେଲେ ରୋହିତ ଶର୍ମା: ଏବେ….

ନୂଆଦିଲ୍ଳୀ,୨୧।୧: ନିକଟରେ ରୋହିତ ଶର୍ମା ଦ୍ୱିତୀୟ ଥର ପାଇଁ ପିତା ହୋଇଛନ୍ତି। ସେ ପତ୍ନୀ ରିତିକା ସଜଦେହଙ୍କ ସହ ସମୟ ବିତାଇବା ପାଇଁ ଅଷ୍ଟ୍ରେଲିଆ ବିପକ୍ଷ...

କେ ଏଲ୍‌ ରାହୁଲଙ୍କୁ ଓପନିଂ ପାଇଁ ପଠାଇବି ନାହିଁ…ପ୍ରଶ୍ନ ଉଠାଇଲେ ପୂଜାରା

ନୂଆଦିଲ୍ଲୀ,୨୧।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ପର୍ଥରେ ଖେଳାଯିବ। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ଏହି ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆର ବ୍ୟାଟିଂ ଅର୍ଡର...

ମୁମ୍ବାଇର ପ୍ରଥମ ମୁକାବିଲା ଖେଳିବେ ନାହିଁ ହାର୍ଦ୍ଦିକ, ସାମ୍ନାକୁ ଆସିଲା ବଡ଼ କାରଣ; ଜାଣନ୍ତୁ କିଏ ନେବ ନେତୃତ୍ୱ…

ନୂଆଦିଲ୍ଲୀ,୨୧।୧୧: ଆଇପିଏଲ୍‌ ୨୦୨୫ ଲାଗି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ରିଟେନ୍‌ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ହେଲେ ସେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଖେଳିବେ ନାହିଁ। ଆପଣ ଭାବୁଥିବେ...

ଅଷ୍ଟ୍ରେଲିଆ ବଜାରରେ ବଢୁଛି ‘କୋହଲିଙ୍କ ବ୍ୟାଟ୍‌’ କ୍ରେଜ୍‌: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସିଡନୀ,୨୧।୧୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪କୁ ନେଇ ଭାରତୀୟ ଏବଂ ଅଷ୍ଟ୍ରେଲିୟ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍‌ ରହିଛି। କଙ୍ଗାରୁ ଦଳ ବିପକ୍ଷରେ ବିରାଟ କୋହଲିଙ୍କ ଭଲ ରେକର୍ଡ...

ଭାରତକୁ ପୁଣି ଝଟ୍‌କା: ବର୍ଡର-ଗାଭାସ୍କର ଟ୍ରଫି ପୂର୍ବରୁ ଦଳରୁ ବାଦ୍‌ ପଡ଼ିଲେ ଷ୍ଟାର୍‌ ବୋଲର୍‌

ନୂଆଦିଲ୍ଲୀ,୨୧।୧୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ ଆରମ୍ଭ ପୂର୍ବରୁ ଭାରତୀୟ ଦଳକୁ ଝଟ୍‌କା ପରେ ଝଟ୍‌କା ଲାଗୁଛି। ଗୋଟିଏ ପଟେ ଅଧିନାୟକ ରୋହିତ ଶର୍ମା ତାଙ୍କ ପରିବାର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri