ଅଙ୍ଗଦାନ ପାଇଁ ସଚେତନତା: ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି ଭେଟିଲେଣି ୭୩ ହଜାର ଲୋକଙ୍କୁ

ଓ୍ବାଶିଂଟନ,୧୯।୧: ଅଙ୍ଗଦାନ ନେଇ ସଚେତନତା ସୃଷ୍ଟି ପାଇଁ ଆମେରିକାରେ ବାସ କରୁଥିବା ଜଣେ ଭାରତୀୟ ନିଜର ପ୍ରୟାସ ଅବ୍ୟାହତ ରଖିଛନ୍ତି। ଅନୀଲ ଶ୍ରୀବାସ୍ତବ ଏବଂ ତାଙ୍କ ସ୍ତ୍ରୀ ଦୀପାଳି ଇତିମଧ୍ୟରେ ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି ୭୩ ହଜାର ଲୋକଙ୍କୁ ଭେଟି ଏନେଇ ସଚେତନତା ସୃଷ୍ଟି ଜାରି ରଖିଛନ୍ତି। ଏହି ସମୟ ମଧ୍ୟରେ ସେ ଏକ ଲକ୍ଷ କିମି ଯାତ୍ରା କରି ସାରିଛନ୍ତି। ପେଶାରେ ବ୍ୟବସାୟୀ ଥିବା ଅନୀଲ ୨୦୧୪ରେ ତାଙ୍କ ଭାଇଙ୍କୁ ନିଜର କିଡ୍‌ନୀ ଦାନ କରିସାରିଛନ୍ତି। ୧୯୯୭ରୁ ୨୦୦୬ ମଧ୍ୟରେ ଅନୀଲ ରେଡ଼ିଓ ଟକ୍‌ ଶୋ ମାଧ୍ୟମରେ ଲିମ୍ପ୍‌କା ବୁକ୍‌ ଅଫ୍‌ ରେକର୍ଡରେ ନିଜର ନାମ ସ୍ଥାନୀତ କରିଛନ୍ତି। ମାର୍ଚ୍ଚରେ ଅନୀଲ ଅଙ୍ଗଦାନ ସମ୍ପର୍କରେ ସଚେତନତା ପାଇଁ ନ୍ୟୁୟର୍କରୁ ଆର୍ଜେଣ୍ଟିନା ପର୍ଯ୍ୟନ୍ତ ଯାତ୍ରା କରିବେ ବୋଲି ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ...

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର...

ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ

କୁଏତ ସିଟି,୨୨।୧୨: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri