ଅଧିକ ଆୟ ସତ୍ତ୍ୱେ ପାଖରେ ରହୁନାହିଁ ଅର୍ଥ, ଏଥିରୁ ମୁକ୍ତି ଲାଗି କରନ୍ତୁ ଏପରି ପୂଜା

ଚଳିତବର୍ଷ ଗଣେଶ ଚତୁର୍ଥୀ ସେପ୍ଟେମ୍ବର ୨ରେ ପଡୁଥିବାବେଳେ ଏହି ଦିନରେ ଘରେ ପୂଜାର୍ଚ୍ଚନା କରିବା ଫଳରେ ସୁଖଶାନ୍ତି ବଢ଼ିଥାଏ। କିଛି ଲୋକ ଅଛନ୍ତି ଯେଉଁମାନଙ୍କ ଆୟ ଅଧିକ ହୋଇଥିଲେ ମଧ୍ୟ ଘରେ ଅନେକ ସମୟରେ ଅର୍ଥର ଅଭାବ ରହିଥାଏ। ଗଣେଶ ଚତୁର୍ଥୀରେ ଏମିତି କିଛି ପୂଜା କରନ୍ତୁ ଯେଉଁଥିରେ ଅର୍ଥ ସମସ୍ୟା ଦୂର ହୋଇଥାଏ। ଜାଣନ୍ତୁ ଏ ସମ୍ପର୍କରେ…

ସିନ୍ଦୁର ଗଣେଶଙ୍କ ପ୍ରିୟ ହୋଇଥାଏ। ତେଣୁ ତାଙ୍କୁ ପୂଜା କରିବା ସମୟରେ ‘ସିନ୍ଦୁରଂ ଶୋଭନଂ ରକଂ ସୌଭାଗ୍ୟଂ ସୁଖବର୍ଦ୍ଧନମ’ ମନ୍ତ୍ର ଉଚାରଣ କରିବା ଉଚିତ୍‌। ଧ୍ୟାନ ରଖିବେ ମନ୍ତ୍ର ଉଚାରଣ ସମୟରେ ହିଁ ଗଣେଶଙ୍କୁ ସିନ୍ଦୁର ଲଗାଇବେ। ପରେ ନିଜେ ଲଗାଇବେ।

ଟଙ୍କା ସମସ୍ୟା ଦୂର ଲାଗି:
ପ୍ରତିଦିନ ଗଣେଶଙ୍କୁ ସମିପତ୍ର ଚଢ଼ାଇବା ସହ ଶୁଦ୍ଧ ଲଡ଼ୁ ଭୋଗ ଲଗାନ୍ତୁ। ମନେ ରଖିବେ ଦୂବ ତାଙ୍କ ପାଦ ନୁହେଁ ବରଂ ମଥାରେ ଚଢ଼ାଇବା ଉଚିତ୍‌।

ପରିବାରର ଶୁଖ ସାନ୍ତି ପାଇଁ:
ବିଘ୍ନ ବିନାଶନଙ୍କୁ ଅକ୍ଷତ ଚଢ଼ାଇବା ସମୟରେ ”ଓମ୍‌ ଗଣ ଗଣପତୟେ ନମଃ ମନ୍ତ୍ର ଉଚ୍ଚାରଣ କରନ୍ତୁ ।

ଏହା ସହ ତାଙ୍କ ନିକଟରେ ଶୁଦ୍ଧ ଘିଅରେ ଦୀପ ଲଗାଇବା ସହ ଗଣେଣ ପୂରାଣ ପାଠ କରିବା ଫଳରେ ଏହି ସମସ୍ୟାରୁ ମୁକ୍ତି ମିଳିଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅଧିକ ବର୍ଷ ବଞ୍ଚନ୍ତି ଏହି ଲୋକେ

କିଛି ଗବେଷଣାରୁ ଜଣାପଡ଼ିଛି ଯେ,ଜାପାନର ଲୋକେ ଦୀର୍ଘ ବର୍ଷ ବଞ୍ଚନ୍ତି।ସେମାନଙ୍କ ଦୀର୍ଘାୟୁ ହେବା ପଛରକାରଣ କ’ଣ ଜାଣନ୍ତୁ ସେ ସମ୍ପର୍କରେ… ଜାପାନର ଲୋକଙ୍କୁ ଦେଖି ସେମାନଙ୍କ...

ଏମିତି ଡାଇନିଂ ଦେଖିଲେ

ଏହି ବଡ଼ ମସୃଣ ଅଣ୍ଡାକୃତିର ଜିନିଷଟିକୁ ଦେଖି ଭାବୁଥିବେ ଏତେ ବଡ଼ ଅଣ୍ଡା ପୁଣି କେଉଁଠୁ ଆସିଲା? ତେବେ ପ୍ରକୃତରେ ଏହା ଅଣ୍ଡା ନୁହେଁ, ବରଂ...

ଫୋନ ବ୍ୟବହାରକାରୀ ସାବଧାନ, ବାବା ଭେଙ୍ଗା କଲେ ଏମିତି ଭବିଷ୍ୟବାଣୀ

ନୂଆଦିଲ୍ଲୀ: ବାବା ଭେଙ୍ଗା ଅନେକ ପ୍ରକାରର ଭବିଷ୍ୟବାଣୀ କରିବା ସମସ୍ତେ ଜାଣନ୍ତି। ତାଙ୍କ ମୃତ୍ୟୁ ପୂର୍ବରୁ, ବାବା ଏପରି ଅନେକ ଭବିଷ୍ୟବାଣୀ କରିଥିଲେ ଯାହା ଆଜିର...

Shocking News: ବିନା ବେକରେ ଦେଢ଼ ବର୍ଷ ଯାଏ ବଞ୍ଚିଲା କୁକୁଡ଼ା, ଚମତ୍କାର ଦେଖି ଆଶ୍ଚର୍ଯ୍ୟ ହେଲେ ବୈଜ୍ଞାନିକ

ଯଦି କାହାର ବେକ କଟିଯାଏ, ତେବେ ସେ କ’ଣ ବଞ୍ଚିପାରିବ? ଏହି ପ୍ରଶ୍ନର ସ୍ପଷ୍ଟ ଉତ୍ତର ହେବ – ନା। ହେଲେ ଆମେ ଆପଣଙ୍କୁ ଏପରି...

ପ୍ରଥମ ଦରମା ବୋଉକୁ ଦେଇଥିଲି

ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ମଙ୍ଗଳାଯୋଡ଼ି ଗ୍ରାମପଞ୍ଚାୟତର ନୂଆପଡ଼ା ଗାଁର ଏକ ପାଇକ ପରିବାରରେ ମୋ ଜନ୍ମ। ମୁଁ  ଘରର ପ୍ରଥମ ସନ୍ତାନ। ଗାଁଟି ନିପଟ...

କ’ଣ ପାଓ୍ବାର ବ୍ୟାଙ୍କ୍‌ ବ୍ୟବହାର କରିବା ଦ୍ୱାରା ଫୋନ ଖରାପ ହୋଇଯାଏ? ଜାଣନ୍ତୁ…

ଆଜିକାଲି ସ୍ମାର୍ଟଫୋନର ବ୍ୟବହାର ଏତେ ବୃଦ୍ଧି ପାଇଛି ଯେ ଚାର୍ଜିଂ ସମସ୍ୟା ଏକ ସାଧାରଣ ସମସ୍ୟା ହୋଇଗଲାଣି। ସ୍ମାର୍ଟଫୋନ ଚାର୍ଜ କରିବା ପାଇଁ ପାୱାର ବ୍ୟାଙ୍କର...

Baba Vanga Prediction: ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏହି ୩ରାଶିର ଲୋକ ହେବେ କୋଟିପତି!

ବାବା ଭେଙ୍ଗା ୩ଟି ରାଶି ବିଷୟରେ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଦୁନିଆରେ ଏକରୁ ଅଧିକ ପ୍ରସିଦ୍ଧ ଭବିଷ୍ୟବକ୍ତା ଥିଲେ, ଯାହାଙ୍କର ଅନେକ ଭବିଷ୍ୟବାଣୀ ସତ ହୋଇଛି।...

Air Cooler: କୁଲର୍‌ କେତେ ପ୍ରକାରର? ଏବେ କିଣିବାକୁ ଭାବୁଥିଲେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି । ଦିନକୁ ଦିନ ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ବୃଦ୍ଧି ପାଉଥିବା ଯୋଗୁ ଘରେ କୁଲର ଏବଂ ଏସି ଆରମ୍ଭ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image