ଅଧିକ ପେଷ୍ଟର ବ୍ୟବହାର ଦାନ୍ତ ପାଇଁ ହୋଇପାରେ କ୍ଷତିକାରକ: ଜାଣନ୍ତୁ କେତେ ରହିବ ପେଷ୍ଟର ମାତ୍ରା

ଟୁଥ୍‌ପେଷ୍ଟର ବ୍ୟବହାର ଦାନ୍ତ ଓ ପାଟିକୁ ସୁସ୍ଥ ରଖିବା ସହିତ ମୁଖ ଦୁୁର୍ଗନ୍ଧରୁ ମୁକ୍ତି ଦେଇଥାଏ। ବ୍ରଶ୍‌ କରିବା ସମୟରେ ଯେତେ ଅଧିକ ଟୁଥ୍‌ପେଷ୍ଟର ବ୍ୟବହାର କରାଯିବ ସେତେ ଅଧିକ ଦାନ୍ତ ସଫା ହେବ ବୋଲି ଅନେକେ ଭାବନ୍ତି। ମାତ୍ର ଏହା ଭୁଲ୍‌। ଅଧିକ ପେଷ୍ଟ ବ୍ୟବହାର କରିବା ଫଳରେ ଦାନ୍ତକୁ କ୍ଷତିି ପହଞ୍ଚିଥାଏ।
ଦାନ୍ତ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ, ଅଧିକ ଟୁଥ୍‌ପେଷ୍ଟର ବ୍ୟବହାର ବ୍ୟକ୍ତିଙ୍କ ଅପେକ୍ଷା ଛୁଆଙ୍କୁ ଅଧିକ କ୍ଷତି ପହଞ୍ଚିଥାଏ। ପେଷ୍ଟରେ ଥିବା ଫ୍ଲୋରାଇଡ୍‌ ଦାନ୍ତକୁ ମଜଭୁତ କରୁଥିବା ମଇଳାକୁ ସଫା କରିବାର କାମ କରିଥାଏ। ଏଣୁ ଦାନ୍ତ ଘଷିବା ସମୟରେ ପେଷ୍ଟର ମାତ୍ରା ମଟର ମଞ୍ଜି ଆକାରରେ ରହିବା ଆବଶ୍ୟକ। ତେବେ ଏହା ଛୋଟ ପିଲାଙ୍କ କ୍ଷେତ୍ରରେ ମଧ୍ୟ ଅଧିକ। ଏଣୁ ସେମାନଙ୍କୁ ଆହୁରି କମ୍‌ ପରିମାଣରେ ପେଷ୍ଟ ଦେବା ଉଚିତ। କାରଣ ବଜାରରେ ମିଳୁଥିବା ଅନେକ ଟୁଥ୍‌ପେଷ୍ଟରେ ଫ୍ଲୋରାଇଡ୍‌ର ମାତ୍ରା ଭିନ୍ନ ଭିନ୍ନ ରହିଥାଏ। ଅଧିକ ପରିମାଣରେ ଫ୍ଲୋରାଇଡ୍‌ ଥିବା ପେଷ୍ଟରେ ଘଷିବା ଦ୍ୱାରା ଛୋଟ ପିଲାଙ୍କୁ କ୍ଷତି ପହଞ୍ଚାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଦୁଗ୍ଧ ଉତ୍ପାଦନରେ ସ୍ବାବଲମ୍ବୀ କରିଥିଲା ଶ୍ୱେତ ବିପ୍ଲବ

ସାରା ଦେଶରେ ନଭେମ୍ବର ୨୬ ତାରିଖକୁ ଜାତୀୟ ଦୁଗ୍ଧ ଦିବସ ଭାବେ ପାଳନ କରାଯାଏ। ଭାରତରେ ଶ୍ୱେତ ଆନ୍ଦୋଳନର ଜନକ ଡ. ଭର୍ଗିଜ କ୍ୟୁରିୟନଙ୍କ ଜନ୍ମ...

କିଡ୍‌ନୀ ଖରାପ ହେଲେ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରିଥାଏ। ତା’ ସହ ଅଦରକାରୀ...

ଜଳବାୟୁ ପରିବର୍ତ୍ତନ ପାଇଁ ପ୍ଲାଷ୍ଟିକ ପ୍ରଦୂଷଣ ଦାୟୀ

ଜଳବାୟୁ ପରିବର୍ତ୍ତନ ବର୍ତ୍ତମାନ ସମଗ୍ର ବିଶ୍ୱରେ ଏକ ପ୍ରମୁଖ ସମସ୍ୟା ଭାବରେ ଉଭା ହୋଇଛି। ଏହା ପଛରେ ତ ବିଭିନ୍ନ କାରଣ ରହିଛି। ତେବେ ଏଥିପାଇଁ...

ଦୀର୍ଘାୟୁ ପାଇଁ ଦିନଚର୍ଯ୍ୟା

ଆଧୁନିକ ଯୁଗରେ ମଣିଷ ଏକ ଯନ୍ତ୍ର ମାନବରେ ପରିଣତ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବନାହିଁ। ବସ୍ତୁବାଦୀ ଯୁଗରେ ମଣିଷର ନିଅଣ୍ଟ ପରିପୂର୍ଣ୍ଣ ହେଉନାହିଁ। ମୋବାଇଲ୍‌, ଟିଭି,...

ଓଜନ କମାଇବାର ଘରୋଇ ଉପାୟ…

ଫିଟ୍‌ ଆଣ୍ଡ ଫାଇନ୍‌ ରହିବାକୁ ହେଲେ ଶରୀରର ଓଜନକୁ ନିୟନ୍ତ୍ରଣରେ ରଖିବା ନିହାତି ଜରୁରୀ। ସେଥିପାଇଁ କିଏ କେତେ ଉପାୟ ଆପଣାଇଥାନ୍ତି। କିଛି ଲୋକ ଓଜନ...

ଘରେ ଝାଡ଼ୁକୁ ରଖୁଛନ୍ତି କି ଏମିତି ତେବେ ନିହାତି ଜାଣନ୍ତୁ…

ଝାଡ଼ୁ ଦ୍ବାରା ଘରକୁ କେବଳ ସଫା କରାଯାଏନି, ଐଶ୍ୱର୍ଯ୍ୟ ବୃଦ୍ଧିରେ ମଧ୍ୟ ଏହା ବେଶ୍‌ ସହାୟକ ହୋଇଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଘରେ ଝାଡ଼ୁକୁ କିପରି ବ୍ୟବହାର...

୨୦୨୫ରେ ଏହି ୩ ରାଶି ବ୍ୟକ୍ତିଙ୍କର ଚମକିବ ଭାଗ୍ୟ

ନୂତନ ବର୍ଷ ୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହି ବର୍ଷ କିଛି ରାଶିର ବ୍ୟକ୍ତିଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବାକୁ ଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ,...

ଶୀତଦିନେ ସୁସ୍ଥ ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ…

ସାଧାରଣତଃ ଶୀତଦିନେ ପାଳଙ୍ଗ ଶାଗ, ମେଥିଶାଗ, ସୋରିଷ ଶାଗ ଓ ମୂଳା ଶାଗ ଅଧିକ ପରିମାଣରେ ମିଳିଥାଏ। ଏଥିରେ ଭିଟାମିନ୍‌-ଏ, ଭିଟାମିନ୍‌ ‘ସି’, ଭିଟାମିନ୍‌ ‘ଇ’,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri