ଅବସାଦରୁ ଦୂରେଇ ରହିବା ପାଇଁ ସପ୍ତାହରେ ଥରେ କରନ୍ତୁ ଏପରି…

ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମାନସିକ ଅବସାଦର ଶିକାର ହୋଇଥାନ୍ତି। ତେବେ ଏଥିରୁ ଦୂରେଇ ରହିବାର ରହିଛି ସହଜ ଉପାୟ। କାନ୍ଦିଲେ ମନରୁ ଅବସାଦ ଦୂର ହୋଇ ମାନସିକ ଶାନ୍ତି ମିଳିଥାଏ। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌ କ୍ଷରଣ ହୋଇଥାଏ। ଏହାକୁ ଷ୍ଟ୍ରେସ୍‌ ହରମୋନ୍‌ କୁହାଯାଇଥାଏ। ଏହାଦ୍ୱାରା ମାନସିକ ଚାପରୁ ମିଳିଥାଏ ମୁକ୍ତି। ସେହିପରି କାନ୍ଦିବା ଦ୍ୱାରା ଆଖିରେ ଥିବା ମଇଳା ବାହାରି ଆସେ। ଲୁହରେ ଲାଇସୋଜାଇମ୍‌ ନାମକ ଏକ ପ୍ରକାର ରାସାୟନିକ ପଦାର୍ଥ ରହିଥାଏ। ଏହା ଅପକାରୀ ବ୍ୟାକ୍ଟେରିଆକୁ ନଷ୍ଟ କରେ। କାନ୍ଦିବା ଯୋଗୁ ମନ ହାଲକା ହେବା ଦ୍ୱାରା ନୂଆ ଚିନ୍ତାଧାରା ସୃଷ୍ଟି ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣକୁ କମ୍‌ ଦେଖାଇଥାଏ ଏହି କଲର ଆଉଟ୍‌ଫିଟ୍‌

ଷ୍ଟାଇଲିଶ୍‌ ଓ ଗ୍ଲାମର୍ସ ଦେଖାଯିବା ପାଇଁ ହେଲେ ପ୍ରଥମେ ନିଜ ଆଉଟ୍‌ଫିଟ୍‌ ଉପରେ ଧ୍ୟାନଦେବାକୁ ହେବ। ତେବେ ବ୍ଲାକ୍‌ କଲର ଆଉଟ୍‌ଫିଟ୍‌ ମୋଟାପଣକୁ କମ୍‌ ଦେଖାଇଥାଏ।...

ସକାଳୁ ସକାଳୁ ପିଲାମାନଙ୍କୁ ରେଡିକରି ସ୍କୁଲ ପଠାଇବାକୁ ଥକି ପଡୁଛନ୍ତି କି, ଜାଣନ୍ତୁ…

ପିଲାଙ୍କ ସକାଳୁଆ ସ୍କୁଲ ହେଲେ  ସେମାନଙ୍କୁ ରେଡି କରୁଥିବା ଲୋକଟି ହିଁ ବେଶି ଥକିପଡେ। ଆଜିର ଜୀବନଶୈଳୀ ଲେଟ୍‌ରେ ଶୋଇବା ଲେଟ୍‌ରେ ଉଠିବା ପାଇଁ ଏହି...

ଜାଣନ୍ତୁ ବେଲପତ୍ର କିପରି କରିଦେବ ସୁନ୍ଦର

ତ୍ୱଚାରେ ଯଦି ବିଭିନ୍ନ ପ୍ରକାର ଦାଗ ରହିଥାଏ ଅଥବା କୁଣ୍ଡାଇ ହେଉଥାଏ ତେବେ ବେଲପତ୍ରକୁ ବାଟି ସେହି ସ୍ଥାନରେ ଲଗାନ୍ତୁ। କିଛିଦିନ ପରେ ଏହି ସମସ୍ୟା...

ଶରୀରକୁ ସୁସ୍ଥ ରଖେ ରଜନୀଗନ୍ଧା

ରଜନୀଗନ୍ଧାର ନାମ ନେବା ମାତ୍ରେ ଆମ ଆଖି ସାମ୍ନାରେ ଏକ ସତେଜ ଧଳା ସୁଗନ୍ଧିତ ଫୁଲର ପ୍ରତିଛବି ଉଙ୍କି ମାରୁଥାଏ। ଔଷଧୀୟ ଗୁଣରେ ପରିପୂର୍ଣ୍ଣ ଏହି...

ପିଜୁଳିରେ ରହିଛି ଅନେକ ପୋଷକତତ୍ତ୍ୱ, ମାତ୍ର ଏହି ରୋଗୀଙ୍କୁ ଖାଇବା ମନା, ଜାଣନ୍ତୁ କାହିଁକି…

ପିଜୁଳି ଏମିତି ଏକ ଫଳ ଯାହା ବହୁତ ସ୍ବାଦିଷ୍ଟ ଏବଂ ପୁଷ୍ଟିକର ଭାବରେ ବିବେଚନା କରାଯାଏ। ଅଧିକାଂଶ ଲୋକ ଏହାକୁ ଖାଇବାକୁ ପସନ୍ଦ କରନ୍ତି। ବିଶେଷକରି...

ଚିନାବାଦାମ ଖାଇଲେ ଦୂର ହୁଏ ଏସବୁ ସମସ୍ୟା…

ଚିନାବାଦାମରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ସବୁଠାରୁ ଖାସ୍‌ କଥା ହେଲା, ଏହାକୁ ଖାଇଲେ ଦୃଷ୍ଟି ଶକ୍ତି ଆହୁରି ପ୍ରଖର ହୋଇଥାଏ। ‘ପ୍ରଖର...

ମୁଣ୍ଡବ୍ୟଥା ହେଉଥିଲେ ଆପଣାନ୍ତୁ ଏହି ଉପାୟ

ଆଜିକାଲି ମୁଣ୍ଡବିନ୍ଧା ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଏଥିରୁ କେତେକାଂଶରେ ଉପଶମ ପାଇବାକୁ ହେଲେ ତାହାର ଉପାୟ ହାତ ପାଆନ୍ତାରେ ରହିଛି। ପ୍ରଥମ କଥା...

ଫ୍ୟାଟ୍‌ ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ ହୋଇଯାନ୍ତୁ ସାବଧାନ: ନଚେତ୍‌…

ମନଲୋଭା ଖାଦ୍ୟ ଦେଖିଲେ ତାହାକୁ ଖାଇବାକୁ ପ୍ରାୟ ଅନେକଙ୍କ ମନରେ ଆଗ୍ରହ ସୃଷ୍ଟି ହୋଇଥାଏ। ହେଲେ ନିଜକୁ ସୁସ୍ଥ ରଖିବା ପାଇଁ ଖାଦ୍ୟପେୟ ଉପରେ ନିୟନ୍ତ୍ରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri