ଆଖିବୁଜିଲେ ପ୍ରସିଦ୍ଧ ଅଭିନେତ୍ରୀ

ଉଭୟ ହିନ୍ଦୀ ଏବଂ ବଙ୍ଗାଳୀ ଫିଲ୍ମରେ ଚମତ୍କାର ଅଭିନୟ ପାଇଁ ଜଣାଶୁଣା ପ୍ରଖ୍ୟାତ ଅଭିନେତ୍ରୀ ସ୍ମୃତି ବିଶ୍ୱାସ ନାରଙ୍ଗଙ୍କ ପରଲୋକ ଘଟିଛି। ବୟସ ସମ୍ବନ୍ଧୀୟ ସମସ୍ୟା ହେତୁ ଅଭିନେତ୍ରୀ ୧୦୦ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଖ୍ରୀଷ୍ଟିଆନ ରୀତିନୀତି ସହିତ ତାଙ୍କର ଅନ୍ତିମ ସଂସ୍କାର ଆଜି ସମ୍ପନ୍ନ ହୋଇଛି।
୧୯୩୦ ରୁ ୧୯୬୦ ଦଶକ ମଧ୍ୟରେ ତିନି ଦଶନ୍ଧି ଧରି ସ୍ମୃତି ନେକ ଦିଲ, ଅପରାଜିତା ଏବଂ ମର୍ଡନ ଗର୍ଲ ଭଳି ଅନେକ ସଫଳ ଫିଲ୍ମରେ ଅଭିନୟ କରିଥିଲେ। ସ୍ମୃତି ୧୦ ବର୍ଷ ବୟସରେ ବଙ୍ଗଳା ଫିଲ୍ମ ସନ୍ଧ୍ୟାରେ ଶିଶୁ କଳାକାର ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଆରତୀଙ୍କୁ ଛାଡ଼ପତ୍ର ଦେଇ ଏହି ତରୁଣୀଙ୍କ ହାତ ଧରିଲେ ଜୟମ ରବି? ଫଟୋ ଦେଖି ପ୍ରଶଂସକ ଚକିତ…

ହାଇଦ୍ରାବାଦ: ପୁଣି ଥରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଦକ୍ଷିଣ ଭାରତୀୟ ଅଭିନେତା ଜୟମ ରବି। ପ୍ରଥମ ପତ୍ନୀ ଆରତୀଙ୍କଠାରୁ ଛାଡ଼ପତ୍ର ନେବା ପରେ ସେ...

ନିଆଁ ଲଗାଇ କ୍ଷମା ମାଗିଲେ ମନ୍ତ୍ରୀ

ହାଇଦ୍ରାବାଦ: ତେଲଙ୍ଗାନାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କୋଣ୍ଡା ସୁରେଖା ବୁଧବାର ଅଭିନେତ୍ରୀ ସାମନ୍ଥା ଓ ଅଭିନେତା ନାଗା ଚୈତନ୍ୟଙ୍କ ବିବାହ ବିଚ୍ଛେଦକୁ ନେଇ ଏକ ବିବାଦୀୟ...

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ...

୫୧ ବର୍ଷ ପୁରୁଣା ବିବାହ କାର୍ଡରୁ ଅମିତାଭଙ୍କୁ ନେଇ ବଡ଼ ଖୁଲାସା! ମିଳିଲା ଏଭଳି ପ୍ରମାଣ…

ବମ୍ବେ: ୧୯୭୩ ମସିହା ଜୁନ୍‌ ୩ ତାରିଖରେ ଜୟା ବଚ୍ଚନଙ୍କ ହାତ ଧରିଥିଲେ ବିଗ୍‌ ବି ଅମିତାଭ ବଚ୍ଚନ। ଏହି ବିବାହକୁ ୫୦ ବର୍ଷରୁ ଅଧିକ...

୧୬୦ କୋଟିର ଫିଲ୍ମ ରିଲିଜ ହେବା ପୂର୍ବରୁ ଡିସଚାର୍ଜ ହେଲେ ରଜନୀକାନ୍ତ

ମୁମ୍ବାଇ: ବହୁ ପ୍ରତୀକ୍ଷିତ ମୁଭି ‘ବୈତାୟାନ’ର ରିଲିଜ ପୂର୍ବରୁ ସୁପରଷ୍ଟାର ରଜନୀକାନ୍ତଙ୍କୁ ଅକ୍ଟୋବର ୩ତାରିଖ ରାତି ପ୍ରାୟ ୧୧ଟା ସମୟରେ ଚେନ୍ନାଇର ଆପୋଲୋ ହସ୍ପିଟାଲରୁ ଡିସଚାର୍ଜ...

ନାଗା ଚୈତନ-ସାମନ୍ଥାଙ୍କ ଛାଡପତ୍ରକୁ ନେଇ ଉଠିଲା ଝଡ଼: ବର୍ଷିଲେ ନାଗାର୍ଜୁନ

ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁଙ୍କ ଛାଡପତ୍ର ହୋଇଛି। ଉଭୟ ଆଗକୁ ବଢିଛନ୍ତି। ନାଗା ଏବେ ଅଭିନେତ୍ରୀ ଧୂଲିପାଲାଙ୍କୁ ଡେଟ୍‌ କରୁଛନ୍ତି।...

କେବେ ଆସିବ ସେହି ଶୁଭଦିନ: ଦିନ ଗଣୁଛନ୍ତି ବରୁଣ

ବରୁଣ ଧାଓ୍ବନ ଏବେ ଦିନ ଗଣିବାରେ ବ୍ୟସ୍ତ। କାରଣ ସେ ଯେଉଁ ଫିଲ୍ମଟିକୁ ନେଇ ଢ଼େର ଆଶା ବାନ୍ଧି ବସିଛନ୍ତି ତାହା ଚଳିତ ବର୍ଷ ଡିସେମ୍ବର...

ଫିଲ୍ମ କ୍ୟାରିୟରକୁ ନେଇ ଚିନ୍ତାରେ ସୋନାକ୍ଷୀ

ସୋନାକ୍ଷୀ ସିହ୍ନା ଇତି ମଧ୍ୟରେ ହାତକୁ ଦି’ହାତ ହୋଇସାରିଛନ୍ତି। ତେବେ ଯେହେତୁ ବର୍ତ୍ତମାନ ସେ ଶୁଟିଂ ଠାରୁ ନିଜକୁ ଦୂରେଇ ରଖିଛନ୍ତି, ତେଣୁ ଏହି ଅବସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri