ଆଜି ଖୋଲିଲା ଶିମିଳିପାଳ : ପ୍ରଥମ ଦିନରେ ପର୍ଯ୍ୟଟକଙ୍କୁ ସ୍ବାଗତ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା

ବାରିପଦା ଅଫିସ,୧।୧୧: ପର୍ଯ୍ୟଟକମାନଙ୍କ ପାଇଁ ଶୁକ୍ରବାରଠାରୁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି। ଅଭୟାରଣ୍ୟ ଭିତରକୁ ପର୍ଯ୍ୟଟକମାନେ ପିଠାବଟା(ଲୁଲୁଙ୍ଗ) ଓ କାଳିଆଣି(ଯଶିପୁର) ଗେଟ୍‌ ଦେଇ ଯାଇଛନ୍ତି। ପିଠାବଟା ଗେଟ୍‌ ଦେଇ ୧୬ଟି ଚାରିଚକିଆ ଯାନରେ ମୋଟ ୧୦୬ ଜଣ ପର୍ଯ୍ୟଟକ ଶିମିଳିପାଳ ଭତରକୁ ଯାଇଥିବାବେଳେ କାଳିଆଣି ଗେଟ୍‌ ଦେଇ ମୋଟ ୫ଟି ଗାଡ଼ିରେ ୩୦ଜଣ ପର୍ଯ୍ୟଟକ ଯାଇଛନ୍ତି। ପ୍ରଥମ ଦିନରେ ପର୍ଯ୍ୟଟକମାନଙ୍କୁ ସ୍ବାଗତ କରିବା ଲାଗି କର୍ତ୍ତୃପକ୍ଷ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି। ଗୋଲପ ଫୁଲ ଦେଇ ପର୍ଯ୍ୟଟକମାନଙ୍କୁ ସ୍ବାଗତ କରାଯାଇଛି। ଶିମିଳିପାଳ ଭିତରକୁ ପ୍ଲାଷ୍ଟିକ ନିଷେଧ କରାଯାଇଥିବା ବେଳେ ପର୍ଯ୍ୟଟକମାନେ କିପରି ସୁରକ୍ଷିତ ଭାବେ ଭିତରେ ବୁଲାବୁଲି କରି ଫେରିବେ ସେ ନେଇ ଗୁରୁତ୍ୱ ଦିଆଯାଇଥିବା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପକ୍ଷେତ୍ର ନିର୍ଦ୍ଦେଶକ ଯଜ୍ଞଦତ୍ତ ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri