ଆଦିବାସୀ ମନ୍ତ୍ରୀ, ବିଧାୟକଙ୍କ ଜନଜାତି ଆବାସିକ ବିଦ୍ୟାଳୟ ପରିଦର୍ଶନ 

କୋକସରା,୨୪।୮(ଡି.ଏନ.ଏ.): ଆଦିବାସୀ ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସିରକା ଶନିବାର ପାପଡାହାଣ୍ଡି ଗସ୍ତରେ ଆସି ଫେରୁଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣିରେ ଥିବା ଆଦିବାସୀ ଜନଜାତି ଛାତ୍ରୀଛାତ୍ର ପାଠ ପଢୁଥିବା ଆବାସିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ । ପରିଦର୍ଶନ ସମୟରେ ଆବାସିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ତଥା ଅନ୍ୟ ସବୁ ଆନୁସଙ୍ଗିକ ବ୍ୟବସ୍ଥା ତଦାରଖ କରିବା ସହ ସ୍କୁଲ ଶିକ୍ଷକ ଓ ଛାତ୍ରୀଛାତ୍ରମାନଙ୍କୁ ପଚାରି ବୁଝିଥିଲେ। ଏହି ପରିଦର୍ଶନ ବେଳେ ଧର୍ମଗଡ ବିଧାୟକ ମୌଷୁଧି ବାଗ, କୋକସରା ବ୍ଲକ ବିଜେଡି ସଭାପତି ସୁଶାନ୍ତ ବେହେରା, ସମ୍ପାଦକ ପଞ୍ଚକ ପୋଡ, କୋକସରା ମହିଳା ବିଜେଡି ନେତ୍ରୀ ଅଶୋକା ନାଏକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri