ଆବାସ ଯୋଜନାରୁ ବଁଚିତ୍‌ ପୂର୍ଣ୍ଣବାସୀ

ଜହ୍ନାପଙ୍କ, ୨୮।୮ (ଡି.ଏନ୍‌.ଏ.): ବୌଦ୍ଧ ଜିଲା ତେଲିବନ୍ଧ ପଁଚେତ୍‌ ଅଧୀନ ରାମପୁର ଗଁାର ପୂର୍ଣ୍ଣବାସୀ ଦାସ ଗୁଟେ ଭଂଗା ଦଦ୍‌ରା ଘରେ ଜୀବନ୍‌କେ ପାଏନ୍‌ ଛଡ଼େଇ ରହୁଛନ୍‌। ଇଆଡ଼େ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ଭିନେ ଭିନେ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀମାନକର ଉଦାସିନ୍‌ତା ଲାଗି ଏନ୍‌ତା ଅନେକ ହକ୍‌ଦାର ହିତାଧିକାରୀ ଯୋଜନାର ଲାଭ୍‌ ପାଏବାରୁ ବଁଚିତ୍‌ ହେଉଛନ୍‌।
ସୂଚନା ଅନ୍‌ସାରେ ରାମପୁର ଗଁାର ପୂର୍ଣ୍ଣବାସୀ ଦାସ ବିପିଏଲ୍‌ ଶ୍ରେଣୀରେ ରହିଛନ୍‌। ଆପ୍‌ନେ ୧୦ ବଛର ତଲେ ଆରପାରକେ ଚାଲିଯାଇଛନ୍‌। ଏନ୍‌ତାଥି ନିସାହା ବିଧବା ପୂର୍ଣ୍ଣବାସୀ ଭିଖ୍‌ ମାଗି ନିଜର ପେଟ୍‌ ପାଲୁଛନ୍‌। ଯେନ୍‌ଦିନ ଭିଖ୍‌ ମାଗିଯାଇ ନାଇଁପାରବାର ସେଦିନ ଖାଡ଼ା ଉପାସରେ ରହୁଛନ୍‌। ଇଆଡ଼େ ଜମିବାଡ଼ି ବଲି କିଛି ନାଇଁ। ସରକାରୀ ସାହାଯ୍‌ କହେଲେ ପୂର୍ଣ୍ଣବାସୀ ମାସିକ ପାଉଥିବାର ୩ଶହ ଟଁକା ବିଧବା ଭତା ଆର ପଁଚେତ୍‌ରୁ ମିଲୁଥିବାର ୧୦ କେ.ଜି. ଚାଉଲ ନ ସାହାଭରସା। ଏନ୍‌ତାଥି ସେ ରହୁଥିବାର ଝାଟିମାଟି ଘରଟା ବି ମରାମତି କରି ନାଇଁ ପାରବାର। ଅଲପ୍‌ ବରଷାରେ ବି ଘରଟା ଦରୋ ଦରୋ ଗଲୁଛେ। ସେ ରହୁଥିବାର ଘରଟା ଗୁଟେ ଗାଈ ଗୁହାଲନୁ ହୀନ ଅବସ୍‌ତାରେ ରହିଛେ। କେତେବେଲେ ଘରଟା ମାଡ଼ି ବସବା କିଛି କହି ନାଇଁ ହେବାର। ଏନ୍‌ତାଥି ପୂର୍ଣ୍ଣବାସୀ ଉପେ ଶୂଇନ୍‌ ହେଇ, ଜୀବନ୍‌କେ ପାଏନ୍‌ ଛଡ଼େଇ ସେ ଭଂଗା ଦଦ୍‌ରା ଘରେ ରହୁଛନ୍‌। ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଲାଗି ପୂର୍ଣ୍ଣବାସୀ ପଁଚେତ୍‌ନୁ ବ୍ଲକ ତକ୍‌ ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଇ ବାବ୍‌ଦେ ମତାମତ ଲାଗି ତେଲିବନ୍ଧ ପଁଚେତ୍‌ କାର୍ଯ୍ୟନିର୍ବାହୀ ଅଧ୍‌କାରୀକୁଁ ଯୋଗାଯୋଗ କରାଯାଇଥିଲେ ବି କେହେନ୍‌ସି କାରନ୍‌ରୁ ସେ ଫୋନ୍‌ ନାଇଁ ଉଠେଇ। ଯେନ୍‌ଥିରଲାଗି ତାକର ମତାମତ ନାଇଁ ମିଲିପାରି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି

କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri