ଆରମ୍ଭ ହେଲା ବନ୍ଧୁକ ଚାଳନା ପ୍ରତିଯୋଗିତା

ତାଳଚେର, ୮।୧୦(ନି.ପ୍ର.)-ତାଳଚେର ରାଇଫଲ କ୍ଲବ୍‌ ପକ୍ଷରୁ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ୫୫ତମ ବନ୍ଧୁକ ଚାଳନା ପ୍ରତିଯୋଗିତା। ବିଧାୟକ ବ୍ରଜକିଶୋର ପ୍ରଧାନ ଆନୁଷ୍ଠାନିକ ଭାବେ ଏହାକୁ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନୀ ଦିବସରେ ପଏଣ୍ଟ ୨୨ ବୋର୍‌ ରାଇଫଲ ଷ୍ଟାଣ୍ଡିଂ, ପ୍ରୋନ୍‌ (୫୦ମିଟର), ୧୭୭ ଏୟାର ରାଇଫଲ, ୧୭୭ ପିପ୍‌ସାଇଟ ଏୟାର ରାଇଫଲ ବିଭାଗରେ ପ୍ରତିଯୋଗିତା ହେବ। ଏଥିରେ ଭାଗ ନେବାକୁ ବିଭିନ୍ନ ଜିଲାର ପ୍ରତିଯୋଗୀ ଆସି ପହଞ୍ଚତ୍ଛନ୍ତି। ଏହି ପ୍ରତିଯୋଗିତା ୧୦ ତାରିଖ ଯାଏ ଚାଲିବ। ସମ୍ପାଦକ ପ୍ରବୀର ଚନ୍ଦ୍ର ଧୀରଦେବ, ଶରତ ଦେବ, ପ୍ରମୋଦ ସାହୁଙ୍କ ସମେତ କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ରହି ଖେଳ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ଧରିଲେ ବିଜେଡି ମଙ୍ଗ: ପଦିଏ କହିଦେଲେ ଗଣେଶ

ଭୁବନେଶ୍ୱର,୧୯।୪: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନିଦର୍‌ବନ୍ଦ୍ବରେ ସଭାପତି ନିର୍ବାଚିତ ହେଲେ ନବୀନ ପଟ୍ଟନାୟକ। ବିଜେଡି ସାଂଗଠନିକ ନିର୍ବାଚନରେ ନବୀନ...

ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍‌, ରୁଟ୍‌ରେ ଅଟକିଲା ଏକ୍ସପ୍ରେସ୍‌

ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍‌ ଇଞ୍ଜିନର ପେଣ୍ଟୋଗ୍ରାଫ୍‌ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ...

ଡିଭାଇଡରରେ ପିଟି ହୋଇ ଓଲଟିଲା କାର୍‌, ଜଣେ ଗୁରୁତର

ଆନନ୍ଦପୁର,୧୯ା୪(ସୁଶାନ୍ତ କୁମାର ସାହୁ): ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି କାର୍‌। ୨୦ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର...

ପୁଣି ବିଜେଡି ମଙ୍ଗ ନବୀନଙ୍କ ହାତରେ: ନବମ ଥର ପାଇଁ ହେଲେ ସଭାପତି 

ଭୁବନେଶ୍ୱର, ୧୯।୪: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନିଦର୍‌ବନ୍ଦ୍ବରେ ସଭାପତି ନିର୍ବାଚିତ ହେଲେ ନବୀନ । ବିଜେଡି ସାଂଗଠନିକ ନିର୍ବାଚନରେ...

Jagannath Temple Flag Story: ଶ୍ରୀମନ୍ଦର ବାନା ପ୍ରତିଦିନ କାହିଁକି ବଦଳାଯାଏ? ଜାଣି ନ ଥିବେ…

ଜଗନ୍ନାଥ ମନ୍ଦିର କେବଳ ଓଡ଼ିଶା ନୁହେଁ ସାରା ବିଶ୍ୱରେ ପରିଚିତ। ଏହି ମନ୍ଦିରରେ ସ୍ବଂୟ ଜଗନ୍ନାଥ ଅବସ୍ଥାନ କରନ୍ତି। ଏହା ଭାରତର ଚାରିଧାମ ତୀର୍ଥସ୍ଥଳ ମଧ୍ୟରୁ...

ବାଇକ୍‌ ଧକ୍କାରେ ବୃଦ୍ଧଙ୍କ ଜୀବନ ଗଲା, ମୃତଦେହକୁ ରାସ୍ତାରେ ଫିଙ୍ଗି ଫେରାର ହୋଇଗଲେ ଚାଳକ

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର-ଜଗନ୍ନାଥପୁର ଗାଁ ନିକଟରେ ଶନିବାର ବାଇକ୍‌ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ...

IPL 2025: ଇତିହାସ ରଚିଲେ ରଜତ ପଟିଦାର: ସଚିନଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ, ୧୯।୪:ଚଳିତ ସିଜନରେ ଘରୋଇ ପିଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି)ର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ଆଇପିଏଲ୍‌ର ଜନ୍ମ ଦିନରେ  ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ...

୨ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ କଲେ ଲାଗିବ ଟ୍ୟାକ୍ସ? ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୧୯।୪: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ କିଛି ପୋଷ୍ଟ ଭାଇରାଲ ହେଉଛି ଯେଉଁଥିରେ ଦାବି କରାଯାଉଛି ଯେ ଏବେ UPI ମାଧ୍ୟମରେ 2000...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image