‘ଇଣ୍ଡିଆଜ୍‌ ଗଟ୍‌ ଟ୍ୟାଲେଣ୍ଟ୍‌’ ଶୋ’ ନିର୍ମାତାଙ୍କ ସନ୍ଦେହଜନକ ମୃତ୍ୟୁ

ମୁମ୍ବାଇ, ୧୯।୬: ଲୋକପ୍ରିୟ ଟିଭି ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଟ୍ୟାଲେଣ୍ଟ’ ଶୋ’ର ନିର୍ମାତା ଶୋହନ ଚୌହାନଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ମୁମ୍ବାଇର ଆରେ କଲୋନୀସ୍ଥିତ ରୟାଲ୍ସ ପାମ୍ପ୍ସରୁ ଉଦ୍ଧାର କରାଯାଇଛି। ଶୋହନଙ୍କ ଅଚାନକ ମୃତ୍ୟୁରେ ଛୋଟ ପରଦାରେ ଶୋକର ଛାୟା ଖେଳିଯାଇଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି। ଘଟଣାଦିନ ସୋହନ ଘରେ ଏକୁଟିଆ ଥିଲେ। ତାଙ୍କ ସ୍ତ୍ରୀ ଦିଲ୍ଲୀରେ ଥିଲେ। ପୋଲିସ କହିବା ମୁତାବକ, ଶୋହନଙ୍କ ବିବାହକୁ ମାତ୍ର ୭ ମାସ ପୂରିଛି। ଜୁନ ୧୩ ତାରିଖରେ ସେ ଶେଷଥର ପାଇଁ ସୋସିଆଲ ମିଡିଆରେ ଆକ୍ଟିଭ୍‌ ଥିଲେ। ସୂଚନାଯୋଗ୍ୟ, ଶୋହନ ‘ଇଣ୍ଡିଆଜ୍‌ ଗଟ୍‌ ଟ୍ୟାଲେଣ୍ଟ’-ସିଜିନ୍‌ ୭ ଏବଂ ମାଷ୍ଟର ସେଫ୍‌ ଇଣ୍ଡିଆ ସିଜିନ୍‌-୬ର ପ୍ରଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜ୍ଞାନ ଶିକ୍ଷୟିତ୍ରୀଙ୍କ ଚେୟାର ତଳେ ବୋମା ଖଞ୍ଜିଦେଲେ ଛାତ୍ର: ଆଉ ତା’ପରେ…

ଚଣ୍ଡିଗଡ,୧୪।୧୧: ହରିୟାଣାର ଭିଓ୍ବାନୀରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ସରକାରୀ ବିଦ୍ୟାଳୟର ପିଲାମାନେ ୍ଏକ ବିପଜ୍ଜନକ କାର୍ଯ୍ୟ କରିଛନ୍ତି। ପିଲାମାନେ ସେମାନଙ୍କ...

ଛାତ୍ରୀଛାତ୍ରଙ୍କ ପାଇଁ ଖୁସିଖବର: ସିବିଏସଇ ସିଲାବସ୍‌ ହେବ ହ୍ରାସ

ନୂଆଦିଲ୍ଲୀ,୧୪।୧୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଆସନ୍ତା ୨୦୨୫ ବୋର୍ଡ ପରୀକ୍ଷା ପାଇଁ ଦଶମ ଏବଂ ଦ୍ୱାଦଶ ସିଲାବସରେ ୧୫% ପର୍ଯ୍ୟନ୍ତ ହ୍ରାସ କରିବାକୁ...

ମାଇଁ ଲଡ୍‌ ହ୍ବାଟ୍ସଆପ୍‌କୁ ବ୍ୟାନ୍‌ କରନ୍ତୁ, ସୁପ୍ରିମକୋର୍ଟରେ ଏହି ଆବେଦନ ପହଞ୍ଚିବା ପରେ ଜଜ୍‌ କଲେ ଏମିତି…

ନୂଆଦିଲ୍ଲୀ,୧୪ା୧୧: ସୁପ୍ରିମକୋର୍ଟଙ୍କଠାରୁ ହ୍ବାଟ୍ସଆପ୍‌କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟରେ ଏକ ପିଟିଶନ ଆସିଥିଲା। ଯେଉଁଥିରେ ହ୍ବାଟ୍ସଆପ୍‌ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରାଯାଇଥିଲା। ଏହି...

କୋଚିଂ ସେଣ୍ଟରଗୁଡିକ ପାଇଁ ଆସିଲା ନୂଆ ଗାଇଡଲାଇନ୍‌: ଏଣିକି ବିନା…

ନୂଆଦିଲ୍ଲୀ,୧୪।୧୧: କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ) କୋଚିଂ ସେଣ୍ଟର ଦ୍ୱାରା ଦିଆଯାଇଥିବା ବିଭ୍ରାନ୍ତିକର ତଥା ପ୍ରତାରଣାକାରୀ ବିଜ୍ଞାପନ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ନୂତନ...

ସାତସାନ ଯୁବକଙ୍କ ପ୍ରେମରେ ଉବୁଟୁବୁ ୪୯ ବର୍ଷୀୟା ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ଅମିଶା ପଟେଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ବୃତ୍ତିଗତ ଜୀବନ ଅପେକ୍ଷା ବ୍ୟକ୍ତିଗତ ଜୀବନ ପାଇଁ ଆଲୋଚନାକୁ ଆସିଛନ୍ତି। ୪୯ ବର୍ଷୀୟ...

ସଲମାନଙ୍କ ପୂର୍ବ ପ୍ରେମିକାଙ୍କୁ ମରଣାନ୍ତକ ଆକ୍ରମଣ

ବମ୍ବେ: ବିବାଦରେ ରହି ଆସୁଥିବା ଅଭିନେତ୍ରୀ ସୋମି ଅଲିଙ୍କ ଉପରେ ହୋଇଛି ମରଣାନ୍ତକ ଆକ୍ରମଣ। ମାନବ ଚାଲାଣ ଶିକାର ହୋଇଥିବା ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ...

ଡାହାଣ ଆଖିରେ ଯନ୍ତ୍ରଣା ହେଉଥିଲା, ବାମ ଆଖିର ଅପରେଶନ କରିଦେଲେ ଡାକ୍ତର

ନୂଆଦିଲ୍ଲୀ,୧୪।୧୧: ରାଜଧାନୀ ଦିଲ୍ଲୀର ଗ୍ରେଟର ନୋଏଡ଼ାରୁ ଡାକ୍ତରଙ୍କ ଅବହେଳାର ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ଡାକ୍ତରଖାନାରେ ବାମ ଆଖିର ଚିକିତ୍ସା କରାଇବାକୁ ଆସିଥିବା...

ଏଥର ବି ଫେଲ୍‌ ମାରିବ ‘ରାହୁଲ ବାବାଙ୍କ’ ବିମାନ: ବର୍ଷିଲେ ଅମିତ ଶାହା

ପୁଣେ,୧୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନୀ ରାଲିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ନେତା ସୋନିଆ ଗାନ୍ଧୀଙ୍କ ଉପରେ ଖୋଳତାଡ଼ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri