ଇଫେଲ ଟାଓ୍ବାରକୁ ୧୩୦ ବର୍ଷ

ପ୍ୟାରିସ,୧୭।୫(ଏଏଫ୍‌ପି):ପ୍ୟାରିସ୍‌ର ଉଚ୍ଚତମ ଇଫେଲ ଟାଓ୍ବାର ୧୩୦ ବର୍ଷରେ ପଦାର୍ପଣ କରିଛି। ରଙ୍ଗାରଙ୍ଗ ଆଲୋକ ସଜ୍ଜା ମଧ୍ୟରେ ଏହାର ପ୍ରତିଷ୍ଠା ଉତ୍ସବ ପାଳନ କରାଯାଇଛି। ୧୮୮୯ରେ ପ୍ରତିଷ୍ଠିତ ଏହି ଟାଓ୍ବାର୍‌ର ଉଚ୍ଚତା ୩୨୪ ମିଟର ଏବଂ ଏଥିରେ ୭,୩୦୦ ଟନ୍‌ ଓଜନର ଧାତବ ଦ୍ରବ୍ୟରେ ଏହା ନିର୍ମାଣ ହୋଇଛି। ପ୍ରତିବର୍ଷ ୭୦ଲକ୍ଷ ପର୍ଯ୍ୟଟକ ଏହି ବିରଳ କୀର୍ତ୍ତିକୁ ପରିଦର୍ଶନ କରିବାକୁ ଆସନ୍ତି। ଏହାକୁ ଭାଙ୍ଗିଦେବା ଲାଗି ଅନେକ ଥର ଧମକ ଦିଆଯାଇଥିବା ସତ୍ତ୍ୱେ ଏହି ଟାଓ୍ବାର ଫ୍ରାନ୍ସର ସାଂସ୍କୃତିକ ଇତିହାସରେ ସର୍ବାଧିକ ଆକର୍ଷଣୀୟ ସ୍ମାରକୀ ହୋଇ ରହିଆସିଛି।
ଟାଓ୍ବାର ୪୧ବର୍ଷ ପର୍ଯ୍ୟନ୍ତ ବିଶ୍ୱର ସର୍ବୋଚ୍ଚ ଢାଞ୍ଚାର ମାନ୍ୟତା ପାଇଥିଲା। କିନ୍ତୁ ୧୯୩୦ରେ ନ୍ୟୁୟର୍କରେ ନିର୍ମାଣ କରାଯାଇଥିବା କ୍ରିସ୍‌ଲର ବିଲ୍‌ଡିଂ ଏହାଠୁ ଉଚ୍ଚା ହେବା ପରେ ଏହା ବିଶ୍ୱର ଉଚ୍ଚତମ ମାନ୍ୟତା ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri