
ବନ୍ତ,୨୯।୪(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତ ୪୭ନଂ ବୁଥ୍ରେ ଲୋକସଭା ଇଭିଏମ ଖରାପ ଯୋଗୁଁ ମତଦାନ ହୋଇପାରିନାହିଁ । ଫଳରେ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନୂଆ ମେସିନ ଆସିବା ପରେ ମତଦାନ ହେବ ବୋଲି ପ୍ରିଜାଇଡିଂ ଅଫିସର କହିଛନ୍ତି।
ବନ୍ତ,୨୯।୪(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତ ୪୭ନଂ ବୁଥ୍ରେ ଲୋକସଭା ଇଭିଏମ ଖରାପ ଯୋଗୁଁ ମତଦାନ ହୋଇପାରିନାହିଁ । ଫଳରେ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନୂଆ ମେସିନ ଆସିବା ପରେ ମତଦାନ ହେବ ବୋଲି ପ୍ରିଜାଇଡିଂ ଅଫିସର କହିଛନ୍ତି।
ବାଲେଶ୍ୱର,୧୮ା୪: ବାଲେଶ୍ୱର ଜିଲା ରେମୁଣା ଜଗନ୍ନାଥପୁର ଗାଁରେ ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫକୀରମୋହନ ଗୋଲେଇରେ ଏକ ବିରାଟ କଦମ୍ବ ଗଛ ଭାଙ୍ଗି...
ବସ୍ତା, ୧୬।୪(ହରିଶଙ୍କର ପାଢ଼ି): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗାନ୍ଧୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଏକ ଦୁଃଖଦ ଘଟଣା ଘଟିଛି।...
ସୋର,୧୬।୪: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେଟ୍ରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ...
ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ...
ଭୋଗରାଇ,୧୩ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା ରବିବାର ପ୍ରତିକୂଳ ପାଗ ସତ୍ତ୍ୱେ ଧର୍ମୀୟ...
ସୋର,୧୩ା୪(ଜନ୍ମେଜୟ ମିଶ୍ର): ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ଗ୍ରାମର ପୋଷ୍ଟମାଷ୍ଟର ବଟକୃଷ୍ଣ ମଲିକଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା, ୫ ଲକ୍ଷ ଟଙ୍କା ଲୁଟ୍...
ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା...
ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍ଜିଦ୍ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି।...