ଉତ୍ତରପ୍ରଦେଶରେ ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ: ଶହେ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ କରାଗଲା ପରୀକ୍ଷା

ଲକ୍ଷ୍ନୌ,୨୨।୬: ଉତ୍ତରପ୍ରଦେଶର କିଙ୍ଗ୍‌ ଜର୍ଜ ମେଡିକାଲ ୟୁନିଭର୍ସିଟି(କେଜିଏମ୍‌ୟୁ)ରେ ଏଣିକି କରୋନାର ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ ହୋଇଯାଇଛି। କେଜିଏମ୍‌ୟୁ ହେଉଛି ରାଜ୍ୟର ଏକମାତ୍ର ହସ୍ପିଟାଲ ଯେଉଁଠାରେ ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ କରାଯାଇଛି। ସୋମବାର ପ୍ରଥମ ପର୍ଯ୍ୟାୟରେ ଶହେ ଜଣ ସ୍ବାସ୍ଥ୍ୟକର୍ମୀ ଓ ପ୍ଲାଜମା ଡୋନରଙ୍କ ପରୀକ୍ଷା କରାଯାଇଥିବା ଜଣାପଡ଼ିଛି। ଆଣ୍ଟିବଡ଼ି ଟେଷ୍ଟିଂ ହେଉଛି ରାପିଡ୍‌ ଟେଷ୍ଟିଂ ଭଳି। ଏହାଦ୍ୱାରା ୩ରୁ ୪ ଘଣ୍ଟା ମଧ୍ୟରେ କରୋନା ସମ୍ପର୍କରେ ସଠିକ୍‌ ତଥ୍ୟ ମିଳିିଥାଏ ବୋଲି କେଜିଏମ୍‌ୟୁ ଆଣ୍ଟିବଡ଼ି ଟେଷ୍ଟିଂର ମୁଖ୍ୟ ଡାକ୍ତର ତୁଲିକା ଚନ୍ଦ୍ରା କହିଛନ୍ତି। ଏହା କରୋନା ଭାଇରସ୍‌ ଆଣ୍ଟି ପିସିଆର ପରୀକ୍ଷାଠାରୁ ଭିନ୍ନ। ଆଣ୍ଟିବଡ଼ି ପରୀକ୍ଷା ଦ୍ୱାରା ସ୍ଥିର ହୋଇଥାଏ ଯେ, ଜଣେ ବ୍ୟକ୍ତିଙ୍କ ଶରୀରରେ ଆଣ୍ଟିଭାଇରସ୍‌ ତିଆରି ହୋଇଛି କି ନାହିଁ। ତେବେ ଏହି ପରୀକ୍ଷା କେବଳ ସ୍ବାସ୍ଥ୍ୟକର୍ମୀ, ଡାକ୍ତର, ନର୍ସ ଓ ଆଗଧାଡ଼ିର କରୋନା ଯୋଦ୍ଧାଙ୍କ ଉପରେ ବ୍ୟବହାର କରାଯିବ ବୋଲି ଡାକ୍ତର ତୁଲିକା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡରାଇଲାଣି HMPV ଭାଇରସ, ୨ଜଣ ସଂକ୍ରମିତ

ନୂଆଦିଲ୍ଲୀ,୬।୧: ଚାଇନାରେ ଏଚଏମପିଭି ଭାଇରସ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ସେହି ଭାଇରସ ଚାଇଡ଼ାରୁ ବ୍ୟାପୀ ୩ଟି ଦେଶରେ ପ୍ରଭାବ ବିସ୍ତାର ବରିଛି। ଚାଇନାରୁ...

ରାଗିଗଲେ ରାଜ୍ୟପାଳ: ଗୃହ ଛାଡି ପଳାଇଲେ

ଚେନ୍ନାଇ,୬।୧:ବିଧାନସଭା ଅଧିବେଶନରେ ଜାତୀୟ ସଂଗୀତକୁ ଅପମାନିତ ହେବା ଦେଖି ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି କ୍ରୋଧିତ ହୋଇ ବିଧାନସଭା ଅଧିବେଶନକୁ ସମ୍ବୋଧନ ନ କରି ଗୃହରୁ...

୬୬ ବର୍ଷ ପୂର୍ବରୁ ପୃଥିବୀରେ ଅଛି HMPV Virus, ଅଣଦେଖା କରିବାରୁ ନେଉଛି ପ୍ରତିଶୋଧ! ଜାଣନ୍ତୁ ଏହା କେତେ ଭୟଙ୍କର

ବେଜିଂ/ନୂଆଦିଲ୍ଲୀ,୬।୧: ବିଶ୍ୱରେ ଅନେକ ପ୍ରକାରର ଭାଇରସ ଅଛନ୍ତି, ସେଥିମଧ୍ୟରୁ କେତେକ ବିପଜ୍ଜନକ ହୋଇଥିବାବେଳେ କେତେକ କମ କ୍ଷତିକାରକ। ଏହି ଜୀବାଣୁ ଉପରେ ଅଧ୍ୟୟନ କରିବା ପରେ...

ଚମକାଇ ଦେବ ଖବରଦାତା ମୁକେଶଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଲିଭର ହୋଇଥିଲା ୪ ଖଣ୍ଡ…

ରାୟପୁର,୬।୧: ଛତିଶଗଡ଼ର ବିଜାପୁର ଜିଲାରେ ସାମ୍ବାଦିକ ମୁକେଶ ଚନ୍ଦ୍ରକରଙ୍କ ପୋଷ୍ଟ ମର୍ଟମ ରିପୋର୍ଟ ଜାରି କରାଯାଇଛି, ଯାହା ହୃଦୟ ବିଦାରକ। କଣ୍ଟ୍ରାକ୍ଟର ସୁରେଶ ଚନ୍ଦ୍ରକରଙ୍କ ଦ୍ୱାରା...

ଭାରତରେ ପ୍ରବେଶ କଲା ଚାଇନାର ଏଚ୍‌ଏମ୍‌ପିଭି ଭାଇରସ୍‌: ୮ ମାସର ଝିଅ ସଂକ୍ରମିତ

ବେଙ୍ଗାଲୁରୁ,୬।୧: ଚାଇନାର ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ (ଏଚ୍‌ଏମ୍‌ପିଭି) ଭାଇରସ୍‌ ଭାରତରେ ପହଞ୍ଚିଛି। ଏହାର ପ୍ରଥମ ମାମଲା ବେଙ୍ଗାଲୁରୁରୁ ଆସିଛି। ସୂଚନାନୁସାରେ, ଜଣେ ୮ ମାସର ଝିଅ ଏହା...

ଜଙ୍ଗଲରେ ସିଂହ ସହ ୫ ଦିନ ବିତାଇଲେ ୭ ବର୍ଷୀୟ ବାଳକ

ହରାରେ, ୬।୧: ଉତ୍ତର ଜିମ୍ବାଓ୍ବେର ମେଶୋନାଲେଣ୍ଡ ପଶ୍ଚିମ ପ୍ରଦେଶର ‘କରିବା ଗ୍ରାମୀଣ’ ଜିଲାଲ ୭ ବର୍ଷୀୟ ବାଳକ ଟିନୋଟେଡା ପୁଡୁଙ୍କ କାହାଣୀ ସାରା ବିଶ୍ୱର ଦୃଷ୍ଟି...

ଗିରଫ ହେଲେ ପ୍ରଶାନ୍ତ କିଶୋର

ପାଟନା,୬।୧: ଜନ ସୁରଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କୁ ପୋଲିସ ଗିରଫ କରିଛି। ପାଟନା ଜିଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତାଙ୍କୁ ଗିରଫ...

କୃଷ୍ଣସାର ମୃଗକୁ ମାରିଲା କଲରାପତରିଆ

ଗାନ୍ଧୀନଗର,୬।୧: ଗୁଜରାଟର ଷ୍ଟାଚ୍ୟୁ ଅଫ୍‌ ୟୁନିଟି ନିକଟରେ ଥିବା ଜଙ୍ଗଲ ସଫାରିରେ ଏକ କଲରାପତରିଆ ବାଘ ପ୍ରବେଶ କରି ଗୋଟିଏ କୃଷ୍ଣସାର ମୃଗକୁ ମାରିବା ପରେ ଭୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri